କଳାହାଣ୍ଡି

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଦାବିପତ୍ର

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ନାଏବ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ଶୁକ୍ରବାର ଉପଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଉଲ୍ଲେଖ ରହିଛି, ଲଖନା…

ସରଗୁଲଠାରେ କ୍ଷୁଦ୍ରଶସ୍ୟ ଖାଦ୍ୟମେଳା

କର୍ଲାମୁଣ୍ଡା,୭ା୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ. ମାଲପଡା ପଞ୍ଚାୟତ ସରଗୁଲ ଉଚ୍ଚ ବିଦ୍ୟାଳୟଠାରେ ଶୁକ୍ରବାର ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଦୁଇଦିନିଆ ଖାଦ୍ୟମେଳା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ସିଡିପିଓ…

ଭାରପ୍ରାପ୍ତରେ ଚାଲିଛି ଜିଲା ଶ୍ରମ କାର୍ଯ୍ୟାଳୟ: ୩୦ରୁ ଅଛନ୍ତି ମାତ୍ର ୯ଜଣ

ଭବାନୀପାଟଣା,୭ା୨(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ଶ୍ରମ କାର୍ଯ୍ୟାଳୟରେ ଏବେ ଅଧିକାରୀ ଓ କର୍ମଚାରୀଙ୍କ ଅଭାବ ପରିଲକ୍ଷିତ ହୋଇଛି। ଏଠାରେ ସମୁଦାୟ ୩୦ଟି ପଦବୀ ରହିଥିବାବେଳେ ଅଛନ୍ତି ମାତ୍ର ୯ଜଣ। ଅବଶିଷ୍ଟ ୨୧ଟି ପଦବୀ ଖାଲି ପଡିଛି। ପ୍ରଭାଗୀୟ ଶ୍ରମ…

ପାଣି ସମସ୍ୟା ଉତ୍କଟ,ତାତିଲେ ଲୋକେ

ଲାଞ୍ଜିଗଡ,୬।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ପଞ୍ଚାୟତ ବକଟପୁର ଗାଁରେ ଦୁଇ ଦିନ ଧରି ପିଇବା ପାଣି ମିଳୁ ନ ଥିବାରୁ ଲୋକେ ହନ୍ତସନ୍ତ ହୋଇ ଗୁରୁବାର ପୋଖରୀବନ୍ଧରୁ ଲାଞ୍ଜିଗଡ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅବରୋଧ…

ଅବଧି ଶେଷ ପରେ ସରୁନି ପ୍ରକଳ୍ପ କାମ: ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା

ଥୁଆମୂଳ ରାମପୁର,୬ା୨(ଦୁର୍ଗା କୀର୍ତ୍ତି)-କଳାହାଣ୍ଡି ଜ଼ିଲାର ଥୁଆମୂଳ ରାମପୁର ବ୍ଲକର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ମେଗା ପାନୀୟଜଳ ପ୍ରକଳ୍ପ ଆରମ୍ଭ ହୋଇଥିଲା। ହେଲେ ଅବଧି ଶେଷ ପରେ ବି ପ୍ରକଳ୍ପ କାମ ଶେଷ ହୋଇନାହିଁ। ଫଳରେ ବ୍ଲକରେ ଜଳ ସମସ୍ୟା…

ଆକ୍ସନରେ ତହସିଲଦାର: ପିଚୁ ପ୍ଲାଣ୍ଟକୁ କଲେ ସିଲ୍‌

ଭବାନୀପାଟଣା,୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ତହସିଲଦାର ଶୁଭସ୍ମିତା ମିଶ୍ରଙ୍କୁ ଗୁରୁବାର ଆକ୍ସନ ମୋଡରେ ଦେଖିବାକୁ ମିଳିଛି। ଭବାନୀପାଟଣା ତହସିଲ ଅଧୀନ ଛତିକୁଡ଼ାରେ ଗତ ଦେଢବର୍ଷ ଧରି ଚାଲିଥିବା ଏକ ପିଚୁ ପ୍ଲାଣ୍ଟ ଉପରେ ଚଢାଉ କରିଥିଲେ। ଚଢାଉ ବେଳେ…

ଭାଇରାଲ୍ ହେଲା ଭିଡିଓ: ତାତିଲେ ଅଭିଭାବକ, ବଦଳି ହେଲେ ଖେଳ ଶିକ୍ଷକ

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତସ୍ଥିତ ବାଣୀପଙ୍ଗା ସରକାରୀ ଏସ୍ଏସ୍‌ଡି ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଛାତ୍ରୀମାନଙ୍କୁ ଚଲାଇ ଥାନାକୁ ଆଣିବା ଅଭିଯୋଗରେ ଶନିବାର ଛାତ୍ରୀଙ୍କ ଅଭିଭାବକ ସ୍କୁଲ ସାମ୍ନାରେ ଧାରଣା ଦେଇଥିବା ଘଟଣାରେ…

ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ବିତ, ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ, ୫ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାବେଳେ ଡମି ଶିକ୍ଷକଙ୍କ ଭରସାରେ ସ୍କୁଲ ଚାଲିବା ଘଟଣାରେ ଉଚ୍ଚ କର୍ତ୍ତୃପକ୍ଷ…

କୋକସରାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମ

କୋକସରା,୫ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ଗ୍ରାମାଞ୍ଚଳରେ ପଞ୍ଚାୟତ ସ୍ତରରେ ଭିତ୍ତିଭୂମିର ବିକାଶ ପାଇଁ ଏକ ନୂତନ ରୂପରେଖରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ’ର ଶୁଭ ଉଦ୍‌ଘାଟନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଧବାର ଖୋର୍ଦ୍ଧା ଜିଲାଠାରେ…

କେସିଙ୍ଗା ଏନ୍‌ଏସିର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଚିନ୍ମୟ

କେସିଙ୍ଗା,୫ା୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଚିନ୍ମୟ ଆଚାର୍ଯ୍ୟ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସିରେ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଥିଲେ। ଆଚାର୍ଯ୍ୟଙ୍କ ଯୋଗଦାନ ପରେ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବର୍ତ୍ତିଲେ ଗାଡ଼ି ଚାଳକ: ଦୋଷ ଲଦାଲଦି ହେଉଛନ୍ତି ରାସ୍ତା ନିର୍ମାଣ ସଂସ୍ଥା-ବିଦ୍ୟୁତ ବିଭାଗ

ଥୁଆମୂଳ ରାମପୁର,୫।୨(ଦୁର୍ଗା କୀର୍ତ୍ତି):ପୂର୍ତ୍ତି ବିଭାଗ ପକ୍ଷରୁ ଥୁଆମୂଳ ରାମପୁର ମୁଖ୍ୟରାସ୍ତା ଉନ୍ନତୀକରଣ କରାଯାଉଛି। ଏଥିରେ କମ୍ପାନୀର ହାଇୱା, ମିକ୍ସଚର ମେଶିନ, ଜେସିବି ଆଦି ନିୟୋଜିତ ହୋଇଛି। ହେଲେ ମୁଖ୍ୟ ରାସ୍ତା ଉପରେ ୩୩କେଭି ବିଦ୍ୟୁତ୍‌ ତାର ସଂଯୋଗ ହୋଇଥିବାରୁ ଦୁର୍ଘଟଣାର କାରଣ…

ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଫେଲ୍: ବିଦ୍ୟାଳୟକୁ ଆସୁନାହାନ୍ତି ଶିକ୍ଷକ, ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ

ଲାଞ୍ଜିଗଡ଼,୪।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ ସ୍ଥିତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଚିତ୍ର ଶିକ୍ଷା ବ୍ୟବସ୍ଥାI ଶିକ୍ଷକ ଆସୁନଥିବା ବେଳେ ଭଡାଟିଆ ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri