ବନ୍ଧୁକ ଦେଖାଇ ମଦଭାଟିରୁ ଦୁର୍ବୃତ୍ତ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା
ଧର୍ମଗଡ଼,୩୧ା୧(ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଭୀମଖୋଜପଡ଼ାସ୍ଥିତ ଦେଶୀ ମଦଭାଟିରୁ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତ ହୋଇଛି। ୧୦ରୁ ଊର୍ଦ୍ଧ୍ୱ ଡକାୟତ ଭାଟି କର୍ମଚାରୀଙ୍କୁ ପିସ୍ତଲ ଦେଖାଇ ପ୍ରାୟ ୭ ଲକ୍ଷଙ୍ରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍ କରିଥିବା…
ଜନପ୍ରତିନିଧିଙ୍କୁ ଅଣଦେଖା ନେଇ ଉଦ୍ବେଗ
ଲୋଇସିଂହା,୩୦।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବିଡିଓ ଅକ୍ଷୟପାଣି ଉଦୁ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଜିପିଓ କିଶୋର ମାନସିଂ ଶିକ୍ଷା ସମ୍ବନ୍ଧୀୟ ଆଲୋଚନା…
ଘରକୁ ଯାଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ମହିଳାଙ୍କ ଜୀବନ
ଲାଞ୍ଜିଗଡ, ୨୯।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ବସନ୍ତପଡା ଗ୍ରାମ ବୁଲାଣିରେ ଏକ ଅଜଣା ଗାଡି ଚାପାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ମହିଳା ଜଣକ ଡେଙ୍ଗସର୍ଗି ଗାଁର ବୃକୁଳି ମାଝୀ (୪୦) ବୋଲି…
କେସିଙ୍ଗା ମହାବିଦ୍ୟାଳୟରେ ୪୪ତମ ବାର୍ଷିକୋତ୍ସବ ପାଳିତ
କେସିଙ୍ଗା,୨୯ା୧ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୪ତମ ବାର୍ଷିକୋତ୍ସବ କଲେଜ ପରିସରରେ ବୁଧବାର ପାଳିତ ହୋଇଯାଇଛି। ଅଧ୍ୟକ୍ଷ ସୁଶାନ୍ତ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ, ସମ୍ମାନିତ…
ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ, ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ବଣ୍ଟା ନ ଯିବା ନେଇ ହୋହଲ୍ଲା
ଥୁଆମୂଳ ରାମପୁର,୨୯ା୧ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହଠାରେ ବୁଧବାର ଦ୍ୱିମାସିକ ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି, ଏମ୍ପି ବ୍ଲକ ପ୍ରତିନିଧି…
ଗିନିଜ ବୁକ ଅଫ୍ ରେକର୍ଡରେ ସାମିଲ କଳାକାରଙ୍କୁ ଭବ୍ୟ ସ୍ବାଗତ
କେସିଙ୍ଗା ୨୯।୧(ତୁମେଶ୍ୱର ସାହୁ):କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର କଳାକାର ଗିନିଜ ବୁକରେ ସ୍ଥାନ ପାଇଥିବାରୁ ରେଳବାଇ ଷ୍ଟେଶନରେ ବୁଧବାର ଭବ୍ୟ ସ୍ବାଗତ ଓସମ୍ବର୍ଦ୍ଧନା କରାଯାଇଛି। ଦିଲ୍ଲୀର ଇଣ୍ଡିଆ ଗେଟରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ ଦେଶର ସବୁଠୁ ବଡ଼ ସଂସ୍କୃତି…
ଛତିଶଗଡ଼ରେ କଳାହାଣ୍ଡି ଗୁଡ଼ର ଚାହିଦା
ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଧର୍ମଗଡ, ଜୁନାଗଡ, ଜୟପାଟଟଣା, କଲମପୁର, ଗୋଲାମୁଣ୍ଡା ଆଦି ଅଞ୍ଚଳରେ ହାତୀ ଓ ତେଲ ନଦୀ କୂଳରେ ବ୍ୟାପକ ପରିମାଣରେ ଆଖୁଚାଷ ହୋଇଛି। ପୂର୍ବରୁ ଏଠାକାର ଆଖୁକୁ ଚାଷୀମାନେ ଜୁନାଗଡ ବ୍ଲକ ମଥୁରାଠାରେ ଥିବା ଚିନିକଳରେ ବିକ୍ରି…
ପଞ୍ଚାୟତ ସମିତି ସଭା ଗୃହ ନିର୍ମାଣରେ ଅନିୟମିତତା: ବିନା ସୂଚନା ଫଳକର ବିଡ଼ିଓଙ୍କ ଆଖି ସାମ୍ନାରେ ସରକାରୀ ନିୟମ ଉଲଘଂନ
ଥୁଆମୂଳ ରାମପୁର,୨୮।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଛି। ଉକ୍ତ ନୂତନ କୋଠା ନିର୍ମାଣ ପାଇଁ କେତେ ଟଙ୍କା ବ୍ୟୟ ବରାଦ କରାଯାଇଛି ଏବଂ…
ଜାତିଆଣ ମନୋଭାବ ପାଇଁ ଉତ୍କଟ ପାନୀୟଜଳ ସମସ୍ୟା: ଶୋଷ ମେଣ୍ଟାଉଛି ଝରଣାପାଣି
ଥୁଆମୂଳ ରାମପୁର,୨୮।୧(ଦୁର୍ଗା କୀର୍ତ୍ତି): ରାଜ୍ଯ ସରକାରଙ୍କ ପଞ୍ଚାୟତରାଜ ଜଳ ଓ ପରିମଳ ବିଭାଗ ପକ୍ଷରୁ ଜନସାଧରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ନେଇ କୋଟି କୋଟି ଟଙ୍କା ଖର୍ଚ୍ଚରେ ବସୁଧା ଯୋଜନା ବା ନଳକୂପ, ପାଇପ ଯୋଗେ ପାନୀୟ ଜଳ ଯୋଗାଣ…
ମୋଟେରକୁ ବ୍ଲକ ଘୋଷଣା ଦାବି ତେଜିଲା
କୋକସରା,୨୭।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କେନ୍ଦ୍ର ଓ ରାଜ୍ୟ ସରକାର ନିର୍ବାଚନ ମଣ୍ଡଳୀ ଏବଂ ବ୍ଲକ ସମ୍ପ୍ରସାରଣ ନେଇ ଯୋଜନା କରୁଛନ୍ତି। ଏଭଳିସ୍ଥିତିରେ ସ୍ଥାନୀୟ ଜନପ୍ରତିନିଧିଙ୍କ ସହ ବିଭିନ୍ନ ସଙ୍ଗଠନ ଏବଂ ଅଞ୍ଚଳବାସୀଙ୍କ ପକ୍ଷରୁ ପଞ୍ଚାୟତଗୁଡିକୁ ବ୍ଲକ ଘୋଷଣା କରିବାକୁ ଦାବି ଉପସ୍ଥାପନ…
କମ୍ପାନୀରୁ ଲୁହା ଚୋରି କରି ବନ୍ଧା ହେଲେ ୬ ଅଭିଯୁକ୍ତ
ଲାଞ୍ଜିଗଡ଼,୨୭।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡରୁ ଲୁହା ଚୋରି ଅଭିଯୋଗରେ ଲାଞ୍ଜିଗଡ଼ ପୋଲିସ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, ଗତ ୧୫ ତାରିଖରେ ବେଦାନ୍ତର ସୁରକ୍ଷାକର୍ମୀ କମ୍ପାନୀରୁ ଲୁହା…
କର୍ଲାମୁଣ୍ଡାରେ ପତାକା ଉତ୍ତୋଳନ କଲେ ବିଡିଓ
କର୍ଲାମୁଣ୍ଡା:୨୬।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ, ବେସରକାରୀ ଅନୁଷ୍ଠାନରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। କର୍ଲାମୁଣ୍ଡା ସାଧାରଣ ପରେଡ଼ ପଡ଼ିଆରେ ଭାରପ୍ରାପ୍ତ ବିଡିଓ ଦେବେନ୍ଦ୍ର ସାମଲ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଆୟୋଜିତ…
Archives


