କଳାହାଣ୍ଡି

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ। ବୁଧବାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପ୍ୟାଣ୍ଟ୍…

ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା ଗ୍ରାମର ଆକାଶ ଛତ୍ରିଆ (୨୬)ଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି…

ଯୁବଗୋଷ୍ଠୀ ଏକତ୍ରିତ ହେଲେ ଅଞ୍ଚଳର ପରିବର୍ତ୍ତନ ଆସେ

ଜୁନାଗଡ଼,୧୪।୧(ସୁନୀଲ କୁମାର ସିଂହ):କଳାହାଣ୍ଡିର ଲୋକକଳା,ଲୋକସଂସ୍କୃତି, ପରମ୍ପରା ଓ ମନୋରଞ୍ଜନର ଏକ ଅନନ୍ୟ ସଙ୍ଗମ ‘ଚିଙ୍ଗୁଡିସର ଲୋକମହୋତ୍ସବ’ ମହାସମାରୋହରେ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ବିବେକାନନ୍ଦ ୟୁଥ କ୍ଲବର ୧୦ମ ବାର୍ଷିକ ଉତ୍ସବ ତଥା ଜାତୀୟ ଯୁବ ଦିବସ ଉପଲକ୍ଷେ ଏହାକୁ ଆୟୋଜନ କରାଯାଇଛି।…

କଳାହାଣ୍ଡି ଉତ୍ସବ ପାଇଁ ବାହାରିଲା ମଶାଲ ଶୋଭାଯାତ୍ର

ଲାଞ୍ଜିଗଡ଼,୧୩ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ର ଆରାଧ୍ୟ ଭୈରବ ପୀଠରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ସୋମବାର ଏକ ମଶାଲ ଶୋଭାଯାତ୍ରା ଭବାନୀପାଟଣା ଅଭିମୁଖେ ବାହାରିଛି। ଏଥିରେ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ଼ ସରପଞ୍ଚ ସରସ୍ବତୀ ମୁଣ୍ଡା, ବ୍ଲକ…

ଆଦିବାସୀ ପରମ୍ପରାର ନିଆରା ଟୋକିମରା ପର୍ବ ପାଳିତ

ଥୁଆମୂଳ ରାମପୁର,୧୩।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଆଦିବାସୀ ପରମ୍ପରା ଭରି ରହିଛି ଆଦିମ ସଭ୍ୟତାର ନିଦର୍ଶନ। ଆଜିର ଆଧୁନିକ ସମାଜରେ ଯଦିଓ ବେଶଭୂଷାରେ କେତେକାଂଶରେ ପରିବର୍ତ୍ତନ ହୋଇଛି, ତଥାପି କନ୍ଧ ସମ୍ପ୍ରଦାୟରେ ବଞ୍ଚି ରହିଛି ଅନେକ ମହାନ ପ୍ରଥା ଓ ପରମ୍ପରା।…

ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି କରିବାର ଦୀର୍ଘ ଦିନ ପରେ ମଧ୍ୟ ପ୍ରାପ୍ୟ ମିଳୁ ନ ଥିବା ଅଭିଯୋଗ କରି…

ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଛି। ସୋମବାର ଭୋର ସମୟରେ ଟାଙ୍ଗୀ ଅବକାରୀ ବିଭାଗ କୌଣସି ବିଶେଷ ସୂତ୍ରରୁ ଖବରପାଇ…

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ସହିତ କ୍ରୀଡ଼ା କୌଶଳର ମିଳନସ୍ଥଳୀ ପାଲଟିଥିଲା ଜେଲଛକରୁ ଷ୍ଟେଟବ୍ୟାଙ୍କ ଛକ ସଡ଼କପଥ। କେବଳ ପ୍ରତିଭାଗୀ,…

ମଣ୍ଡିରେ ଧାନ ବିକ୍ରିର ଦୀର୍ଘ ଦିନ ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ

କର୍ଲାମୁଣ୍ଡା:୧୨।୧(ପ୍ରଦୀପ କୁମାର ସାହୁ): ସରକାରଙ୍କ ନିୟମ ଅନୁଯାୟୀ ଚାଷୀ ମଣ୍ଡିରେ ଧାନ ବିକିବାର ୪୮ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟରେ ଟଙ୍କା ଜମା ହେବାର ନିୟମ ରହିଥିଲେ ହେ ଚାଷୀ ପ୍ରାପ୍ୟ ପାଇପାରୁ ନ ଥିବା ରବିବାର ଅଭିଯୋଗ ହୋଇଛି। ଏହି ଅଭିଯୋଗ…

ଜଳଯୋଗାଣ ବନ୍ଦ, ପିଏଚ୍‌ଡି ଅଫିସ ଘେରାଉ କଲେ ସହରବାସୀ

କେସିଙ୍ଗା,୧୨ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ତ୍ରିମୂର୍ତ୍ତି ଛକ ନିକଟରେ ଜାତୀୟ ରାଜପଥ ମଧ୍ୟ ଭାଗରେ ମୁଖ୍ୟ ପାଇପ୍‌ ଲାଇନ ଶନିବାରଠାରୁ ଫାଟି ଯିବାରୁ ସହରକୁ ପାନୀୟ ଯୋଗାଣରେ ବିଳମ୍ବ ହେତୁ ପଡ଼ାବାସୀ ସ୍ଥାନୀୟ ପି.ଏଚ୍‌.ଡ଼ି.ବିଭାଗର ମୁଖ୍ୟ କାର୍ଯ୍ୟାଳୟରେ ଘେରାଉ…

ପୁରୁଷ ଶୂନ୍ୟ ହେଲା ଗାଁ, ଏସ୍‌ପିଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ କଲା ଦଳିତ ଆଦିବାସୀ ମହାସଂଘ

ଭବାନୀପାଟଣା,୧୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଭଟାଙ୍ଗପଦର ପଞ୍ଚାୟତ କନର୍ଲା ଗାଁରେ ଆଦିବାସୀଙ୍କ ପର୍ବ ଚାଲିଥିବା ସମୟରେ ଅବକାରୀ ଚଢ଼ାଉ ଓ  ପରବର୍ତ୍ତୀ ଆକ୍ରମଣ-ପ୍ରତିଆକ୍ରମଣର ନିରପେକ୍ଷ ତଦନ୍ତ ଦାବି କରିଛି ଜିଲା ଦଳିତ ଆଦିବାସୀ ମହାସଂଘ।…

ଶିକ୍ଷକ-ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ: ନାଟକ ମାଧ୍ୟମରେ ଉପସ୍ଥାପନ କଲେ ସ୍କୁଲର ବିଭିନ୍ନ ସମସ୍ୟା

ଥୁଆମୂଳ ରାମପୁର,୧୧।୦୧(ଦୁର୍ଗା କୀର୍ତ୍ତି): ବିଭିନ୍ନ ସମସ୍ୟା ଘେରରେ ବ୍ଲକ ମୁଖ୍ୟାଳୟ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ବିଦ୍ୟାଳୟର ବିଭିନ୍ନ ସମସ୍ୟା ପ୍ରଶାସନ ସମାଧାନ ନିମନ୍ତେ କଳାହାଣ୍ଡି ଘୁମୁରା ଉତ୍ସବ ମଞ୍ଚରେ ଏକ ନାଟକ ମାଧ୍ୟମରେ ଉପସ୍ଥାପନ କରି ସମସ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri