କଳାହାଣ୍ଡି

ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ରାସ୍ତା ଅବରୋଧ

କେସିଙ୍ଗା,୨୬ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଏକ ଅଭାବନୀୟ ଘଟଣା ଘଟିଛି। ନର୍ଲା ଗ୍ରାମର ଜୟନ୍ତୀ ନଗରପଡ଼ାର କୈବଲ୍ୟ ସେନାପତିଙ୍କ ପୁଅ ମନୋଜ(୧୨)। ବୁଧବାର ବିଳମ୍ବିତ ରାତିରେ ପେଟ ବ୍ୟଥା ହେବାରୁ ନର୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା ପାଇଁ...

ତଳମଲା ପଞ୍ଚାୟତରେ ନୂତନ ମଣ୍ଡି ଉଦ୍‌ଘାଟିତ

ଜୁନାଗଡ, ୨୫।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତର ନୂତନ ମଣ୍ଡି ସୋମବାର ଉଦ୍‌ଘାଟିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ଦୁଶିଲା ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ରାଜନୈତିକ...

ଅବକାରୀ ଚଢାଉ : ୨୮୦୦କିଗ୍ରା ମହୁଲ ପୋଚ ଜବତ

କୋକସରା,୨୫।୧୧(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଖୁରସେଲଗୁଡା, ବେହେରା ନାଳ ପାଖରେ ଚୋରାମଦ ରନ୍ଧା ହେଉଥିବା ଖବରପାଇ ଜିଲା ଭ୍ରାମ୍ୟମାଣ ଗୋଷ୍ଠୀ ଓ ଜୟପାଟଣା ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଥିଲା। ସେଠାରେ ଖାନ୍‌ତଳାସି ପରେ ୨୮୦୦କିଗ୍ରା ମହୁଲ...

ବିଦ୍ୟୁତ୍‌ ଖୁଣ୍ଟ, କେବୁଲ ତାର ସଂଯୋଗ ପାଇଁ ଶକ୍ତିମନ୍ତ୍ରୀଙ୍କୁ ଦାବିପତ୍ର

ଜୁନାଗଡ, ୨୫।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ଓ ବାଣ୍ଡିବସୁଲ ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ଓ କେବୁଲ ତାର ସଂଯୋଗ ପାଇଁ ସ୍ଥାନୀୟ ସମିତି ସଭ୍ୟ ବିକାଶ ରଞ୍ଜନ ସରାଫ ସୋମବାର ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ...

ପର୍ଯ୍ୟଟକଙ୍କ ବିନା ଖାଁ ଖାଁ ଲାଗୁଛି ଗୁଡ଼ହାଣ୍ଡି ଡୋକରୀଚଞ୍ଚରା

କୋକସରା, ୨୫।୧୧ (ଡି.ଏନ.ଏ)-ଶୀତୁଆ ସକାଳରେ ଶୀତର ମଜା ନେବା ସହ ପ୍ରକୃତି ରାଣୀ କୋଳରେ ଦିନ ଟିଏ ବିତାଇବାକୁ କିଏ ବା ନ ଚାହେଁ। ତେବେ ଆଜିକୁ ପ୍ରାୟ ୭ ମାସରୁ ଊର୍ଦ୍ଧ ହେବ ଲୋକେ କୋଭିଡ କଟକଣା ଯୋଗୁ...

ଟେମରା, କାଉଡୋଳାରେ ଧାନ ମଣ୍ଡି ଖୋଲିଲା

କୋକସରା, ୨୪।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନ କାଉଡୋଳା ଓ ଟେମରାରେ ସୋମବାରଠୁୁ ଧାନ ମଣ୍ଡି ଆରମ୍ଭ ହୋଇଛି। କୋକସରା ବ୍ଲକର ୧୪ଟି ମଣ୍ଡି ଓ ଉପମଣ୍ଡିରେ ମଧ୍ୟ ଧାନ କିଣା ପ୍ରକ୍ରିୟା ଆରମ୍ଭ...

ସ୍କୁଲ ବନ୍ଦ ପରେ ବସ୍ତାନି ବଦଳରେ ଗୋରୁଗାଈ ଚରାଉଛନ୍ତି ପିଲା

କୋକସରା, ୨୪।୧୧ (ଡି.ଏନ.ଏ.) ଆଜକୁ ପ୍ରାୟ ୭ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଯୋଗୁ ସ୍କୁଲରେ ପଡିଛି ତାଲା। ସ୍କୁଲ ବନ୍ଦ ପରେ ବଦଳି ଯାଇଛି ଉପାନ୍ତ ଓ ବନବାସୀ ଅଞ୍ଚଳରେ ପଢ଼ୁଥିବା ପିଲାଙ୍କ ଭାଗ୍ୟ। ଏବେ ବହି ବସ୍ତାନି...

ଲଡୁଗାଁରେ ଖରିଫ ମଣ୍ଡି ଉଦ୍‌ଘାଟିତ

କୋକସରା,୨୨।୧୧(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ମଣ୍ଡି ଶୁଭାରମ୍ଭ ହୋଇଛି । ଲଡୁଗାଁ ନିୟନ୍ତ୍ରଣ ବଜାର କମିଟି ପ୍ରାଙ୍ଗଣରେ ଚାଷୀ କମିଟି ସଦସ୍ୟ, ପ୍ୟାକ୍ସ କର୍ମଚାରୀ, ଆରଏମସି କର୍ମଚାରୀ ଓ ଶ୍ରମିକ ଉପସ୍ଥିତ ଥିଲେ । ଏହି ଅବସରରେ...

ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ

କୋକସରା,୨୨।୧୧ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆବାହକ ଶମ୍ଭୁ ଶଙ୍କର ମାଝି ଓ ନିବେଦକ ରାଜେନ୍ଦ୍ର ନାଏକଙ୍କ ନେତୃତ୍ୱରେ ପଞ୍ଚାୟତର ଅନେକ ଲୋକ କଳାକାରଙ୍କ ସମେତ ବାଦ୍ୟ କଳାକାର ଯୋଗଦେଇଥିଲେ ।...

ଦାନ ଜମିରେ ଧାନ ମଣ୍ଡି

କୋକସରା, ୨୨।୧୧ (ଡି.ଏନ.ଏ.) ମଣ୍ଡି ପାଇଁ ଜାଗା ମିଳୁ ନ ଥିଲା। ଗମ୍ଭାରୀଗୁଡାର ଚାଷୀ ମାଧବ ରାଉତ ନିଜ ୧ ଏକର ଚାଷ ଜମିକୁ ମଣ୍ଡି ପାଇଁ ଦାନ କରିଥିଲେ। ଶନିବାର ତାଙ୍କ ହାତରେ ସେହି ମଣ୍ଡି ଉଦ୍‌ଘାଟିତ ହୋଇଛି।...

ବଡଟେମରି ମଣ୍ଡିକୁ ଅଲଗା କରିବାକୁ ଦାବି

କୋକସରା,୨୨।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଚାରବାହାଲ ପ୍ୟାକ୍ସ ଅଧୀନରେ ଥିବା ମୋଟେର ମଣ୍ଡିରୁ ରଣମାଲ ପ୍ୟାକ୍ସର ବଡଟେମରି ମଣ୍ଡିକୁ ସମ୍ପୂର୍ଣ୍ଣ ଅଲଗା କରିବାକୁ ଚାଷୀମାନେ ଦାବି କରିଛନ୍ତି। ଚାଷୀଙ୍କ ଅଭିଯୋଗ ହେଲା, ବଡଟେମରୀ ମଣ୍ଡିର ଚାଷୀମାନେ ମଣ୍ଡି...

କଳାହାଣ୍ଡିରେ ବିରଳ ପ୍ରଜାତିର ବାଦୁଡି

ଜୁନାଗଡ,୨୧।୧୧(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମେରିଆବନ୍ଧଲି ପଞ୍ଚାୟତ ଡୁମେରବାହାଲ ଗ୍ରାମରେ ଶୁକ୍ରବାର ରାତିରେ ଏକ ବିରଳ ପ୍ରଜାତିର ବାଦୁଡି ଦେଖିବାକୁ ମିଳିଛି। ସାଧାରଣତଃ ବାଦୁଡିର ରଙ୍ଗ କଳା ହୋଇଥିବାବେଳେ ଏହି ବାଦୁଡିର ରଙ୍ଗ ନିଳ ଓ ହଳଦିଆ ରହିଥିଲା। ଘଟଣାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri