କଳାହାଣ୍ଡି

ତହସିଲ ଅଫିସ ସମ୍ମୁଖରେ ଆନ୍ଦୋଳନ

କୋକସରା, ୧୮।୧୧ (ଡି.ଏନ.ଏ)- ଦେଶରେ ଆଦିବାସୀଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାର ବିରୋଧରେ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ବୁଧବାର ଦେଶବ୍ୟାପି ଆନ୍ଦୋଳନ ଜାରି ରହିଥିବା ବେଳେ ଏହାକୁ ସମର୍ଥନ ଜଣାଇ ଆଦିବାସୀ ଏକତା ପରିଷଦର ସମର୍ଥନରେ ଭାରତ...

ଗୋତମୁଣ୍ଡାଠାରେ ନୂତନ ଧାନ ମଣ୍ଡି ଉଦ୍‌ଘାଟିତ

କୋକସରା, ୧୮।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡାଠାରେ ସୋମବାର ଧର୍ମଗଡ ବିଧାୟକ ମହୋଷଧି ବାଗ ନୂତନ ଧାନ ମଣ୍ଡି ଉଦ୍‌ଘାଟନ କରିଛନ୍ତି। ଧାନ ମଣ୍ଡି ଉଦ୍‌ଘାଟନ ହେବା ପରେ ଅଞ୍ଚଳର ଚାଷୀମାନେ ଖୁସି ବ୍ୟକ୍ତ କରିଛନ୍ତି।...

ରେଙ୍ଗାଲପାଲିଠାରେ ଚିତ୍ରଗୁପ୍ତ ପୂଜା

କୋକସରା, ୧୮।୧୧ (ଡି.ଏନ.ଏ.) କୋକସରା ବ୍ଲକ ରେଙ୍ଗାଲପାଲିଠାରେ ଧର୍ମଗଡ ଉପଖଣ୍ଡସ୍ତରୀୟ କରଣ ସମାଜ ପକ୍ଷରୁ ଚିତ୍ରଗୁପ୍ତ ପୂଜା ଓ ବନ୍ଧୁମିଳନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କରଣ ସମାଜର ଆରଧ୍ୟ ଦେବତା ଚିତ୍ରଗୁପ୍ତ ମହାପ୍ରଭୁଙ୍କ ପୂଜାର୍ଚ୍ଚନା ପାରମ୍ପରିକ ରୀତିନୀତି ଅନୁକ୍ରମେ ଅନୁଷ୍ଠିତ...

ଏଟିଏମ୍‌ରୁ ଟଙ୍କା ଲୁଟ୍‌, ଧରାପଡ଼ିଲେ ଲୁଟେରା

ଜୁନାଗଡ଼,୧୫ା୧୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ଼ ସହରସ୍ଥିତ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ବେଳେ ସ୍ଥାନୀୟ ପୋଲିସ ହାତରେ ଧରାପଡ଼ଛନ୍ତି ଲୁଟେରା। ଗିରଫ ଲୁଟେରାଙ୍କ ନିକଟରୁ ଏକ ପଲସର ବାଇକ, ନଗଦ ୬୭ ହଜାର ୨ ଶହ ଟଙ୍କା, ୭ଟି ବିଭିନ୍ନ ବ୍ୟାଙ୍କର...

ମଣ୍ଡି ଖୋଲିନି, ଖଳାରେ ପଡିରହିଛି ଧାନ

କୋକସରା, ୧୩।୧୧ (ଡି.ଏନ.ଏ.) ଖରିଫ ଧାନ ଏବେ ଅମଳ କରୁଛନ୍ତି ଚାଷୀ। ସ୍ବଳ୍ପ ଓ ମଧ୍ୟମ କିସମ ଧାନ ଅମଳ ହୋଇସାରିଥିବା ବେଳେ ବଡ ଧାନ ଜମିରେ ପାକଳ ଅବସ୍ଥାରେ ଅଛି। ଏଭଳି ସମୟରେ କଳାହାଣ୍ଡି ପ୍ରଶାସନ ଆସନ୍ତା ୧୫...

ପାନୀୟ ଜଳ ପାଇଁ ଝରଣା ପାଣି ଭରସା

କୋକସରା, ୧୨।୧୧(ଡି.ଏନ.ଏ.):  କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଅନ୍ତର୍ଗତ ସାହାଜଖୋଲ ଜଙ୍ଗଲ ଭିତରେ ଥିବା ସର୍ଗିପାନୀ ଗାଁ। ବିରିମୁହାଣ ରାଜସ୍ବ ଗ୍ରାମ ଅଧୀନରେ ଥିବା ଏହି ଗାଁକୁ ଚାରିପଟୁ ଘଞ୍ଚ ଜଙ୍ଗଲ ଘେରି ରହିଛି । ଗାଁକୁ...

ମଧ୍ୟପ୍ରଦେଶରୁ ୭ ଦାଦନ ଶ୍ରମିକ ଉଦ୍ଧାର

କୋକସରା,୫।୧୧(ଡି.ଏନ.ଏ.)-ଦଲାଲଙ୍କ ଦ୍ୱାରା ପ୍ରତାରିତ ହୋଇ ଠିକାଦାରଙ୍କ ପାଖରେ ଅଟକ ରହି ନିର୍ଯାତନା ଭୋଗୁଥିବା ୭ ଦାଦନ ଶ୍ରମିକଙ୍କୁ ବୁଧବାର କୋକସରା ପୋଲିସ ଉଦ୍ଧାର କରିଛି । ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଦାଦନ ଦଲାଲ କୃଷ୍ଣ ଦୁର୍ଗାଙ୍କୁ ପୋଲିସ ଗିରଫ...

ଅଦିନିଆ ବର୍ଷା ଉଜାଡିଲା ମକାଚାଷୀଙ୍କ ସ୍ବପ୍ନ

କୋକସରା, ୨।୧୧(ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକରେ ଅଦିନିଆ ବର୍ଷା ଉଜାଡିଦେଲା ଚାଷୀଙ୍କ ସ୍ବପ୍ନ। ବର୍ଷାରେ ଶହଶହ ଏକର ଧାନ ଫସଲ କ୍ଷତିହୋଇ ଗଜା ହୋଇଯିବାରୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଚାଷୀ। ହେଲେ ବ୍ଲକର ମକା ଚାଷୀ...

ପାୱାର ଚ୍ୟାନେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା, ୩୧ା୧୦ (ଡି.ଏନ୍‌.ଏ.)-ଶୁକ୍ରବାର ଇନ୍ଦ୍ରାବତୀ ପାୱାର ଚ୍ୟାନେଲ ଧନସୁଲି ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଜୟପାଟଣା ଥାନା ଧନସୁଲି ପଞ୍ଚାୟତ ଛତାବାନ୍ଧୁଗୁଡା ଗ୍ରାମର ସୁକୁମଣି ଜାନି (୩୭) ଗତ କିଛିଦିନ ହେବ ସେ ନିଖୋଜ...

ପ୍ରୋତ୍ସାହନ ନାହିଁ, ଦୁର୍ଦ୍ଦିନରେ ପଥର କାରିଗର

କୋକସରା, ୩୦।୧୦ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ ହେଉଛି ପଥର କାରିଗରଙ୍କ ପାଇଁ ପରିଚିତ ଶିଳ୍ପୀ ଗ୍ରାମ। ଏହି ଗାଁର ଅନେକ ଯୁବକ ପଥର ଶିଳ୍ପକୁ ଜୀବିକା କରି ପରିବାର ପ୍ରତିପୋଷଣ କରୁଥିଲେ।...

ଘାଟିକୁଣ୍ଡ୍ରୁରେ ଲାଗିଛି ମାଓବାଦୀ ପୋଷ୍ଟର

ଭବାନୀପାଟଣା,୨୯।୧୦(ଡି.ଏନ୍‌.ଏ.): ବେଶ୍‌ କିଛି ଦିନ ନୀରବତା ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଲାଲବାହିନୀ ତାର ଉପସ୍ଥିତି ଜାହିର କରିଛି। ଗୁରୁବାର ସକାଳୁ ମାଳିଯୁବାଙ୍ଗ ପଞ୍ଚାୟତ ଘାଟିକୁଣ୍ଡ୍ରୁଠାରେ ମାଓବାଦୀ ବ୍ୟାନର ଓ ପୋଷ୍ଟର ମାରିବା ସହ ସରକାର ଓ ପୋଲିସର...

ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଆଦର୍ଶ କ’ଣ କୁହନ୍ତି ଜାଣନ୍ତୁ

ଜୁନାଗଡ଼,୨୪।୧୦(ଡି.ଏନ୍‌.ଏ.): ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ କଳାହାଣ୍ଡି ଜିଲା ଜୁନାଗଡ଼ ସହରର ଆଦର୍ଶ ସେଠୀ କୃତକାର୍ଯ୍ୟ ହୋଇଛନ୍ତି। ଆଦର୍ଶ ବରଗଡ଼ର ବିକାଶ ରେସିଡେଣ୍ଟାଲରୁ ଦଶମରେ ୯୭ ପ୍ରତିଶତ ମାର୍କ ରଖି ପାସ ହୋଇଥିଲେ। ପରେ ସେ ଭୁବନେଶ୍ୱରସ୍ଥିତ ଡିଏଭିରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri