ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର
ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା ପ୍ରଦାନ ଦାବିରେ ସରପଞ୍ଚ ସଂଘ ପକ୍ଷରୁ ବିଡିଓଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି ।…
ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର ସଫଳତା ମିଳିଛି । ରବିବାର ସକାଳୁ ପୋଲିସ ଚଢ଼ାଉ କରି ଚୋରା ବାଲି…
ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ
ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ବିଜେଡି ମହିଳା ସଭାନେତ୍ରୀ ଭାବେ ସବିତା ପ୍ରଧାନଙ୍କୁ ଦାୟିତ୍ବ…
ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା ସାମ୍ନାକୁ ଆସିଛି। ଜୀବିତ ଥାଇ ମଧ୍ୟ ସରକାରୀ କାଗଜପତ୍ରରେ ‘ମୃତ’ ସାଜିଥିବା ସାବିତ୍ରୀ…
୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…
କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀ ସଭାପତିତ୍ୱ କରି ମହାବିଦ୍ୟାଳୟର ସାମଗ୍ରିକ ବିକାଶ ସନ୍ତୋଷଜନକ ବୋଲି କହିଥିବାବେଳେ…
ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ
ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଜେଏମ୍ଏଫ୍ସି ପକ୍ଷରୁ ଶୁକ୍ରବାର ଦୁଇଟି ପୃଥକ୍ ସଚେତନତା…
ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ
କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲା କଂଗ୍ରେସ କମିଟି ସଭାପତି ଜଳନ୍ଧର ନାଏକ,…
ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…
ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର ନଗ୍ନଚିତ୍ରକୁ ପଦାରେ ପକାଇଛି। ଜଣେ ଜୀବିତ ବୃଦ୍ଧାଙ୍କୁ କାଗଜପତ୍ରରେ ମୃତ ସଜାଇ ଦୀର୍ଘ…
ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ
ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ ୧୦ରେ ଘରକୁ ଫେରିବା ନିମନ୍ତେ ଟିକେଟ କାଟିଥିଲେ। କିନ୍ତୁ ଫେବୃଆରୀ ୧୦ ତାରିଖ…
ସାଇବର ଅପରାଧରୁ କିପରି ଦୂରେଇ ରହିବେ
କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍ ଏଜୁକେଶନ)ପକ୍ଷରୁ ଦୁଇ ଦିନିଆ ‘ସୁରକ୍ଷିତ ଇଣ୍ଟରନେଟ ଦିବସ’ ଗୁରୁବାର ଓ ଶୁକ୍ରବାର ପାଳିତ…
ଦ୍ରୁତଗାମୀ ଇସ୍ପାତ ଟ୍ରେନ ସମ୍ପ୍ରସାରଣ: ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସହରବାସୀ
କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): ଟିଟିଲାଗଡ଼ରୁ ଜୁନାଗଡକୁ ଇସ୍ପାତ ଟ୍ରେନକୁ ସମ୍ପ୍ରସାରଣ ପାଇଁ ଗ୍ରୀନ୍ ସିଗ୍ନାଲ୍ ମିଳିଯାଇଛି। ଏନେଇ ଇଷ୍ଟ କୋଷ୍ଟ ରେଲୱେ, ଭୁବନେଶ୍ୱର ପକ୍ଷରୁ ସମ୍ବଲପୁର ଡିଭିଜନର ସିନିୟର ଡିସିଏମଙ୍କୁ ଚିଠି ଯୋଗେ ଜଣାଇଦିଆଯାଇଛି। ଏହି ଇସ୍ପାତ ଟ୍ରେନକୁ ଆସନ୍ତା ୧୯ରେ ଜୁନାଗଡ…
ବାଇକ୍ ସହ ବ୍ରିଜ୍ ତଳକୁ ଖସିପଡ଼ିଲେ ବୃଦ୍ଧ, ଆଉ ତା’ ପରେ…
ଥୁଆମୂଳରାମପୁର,୧୩ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅନ୍ତର୍ଗତ ଲୋହରାଜୋର ବ୍ରିଜ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍ ନିୟନ୍ତ୍ରଣ ହରାଇ ପ୍ରାୟ ୧୫ ଫୁଟ ତଳକୁ ଖସି ପଡ଼ିବାରୁ ଜଣେ ବୃଦ୍ଧଙ୍କର ଘଟଣାସ୍ଥଳରେ ହିଁ…
Archives


