ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର
ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର କରିବା ଘଟଣାକୁ ନିନ୍ଦା କରିଛନ୍ତି ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସ। ଏ…
ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ
ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ ତାଲା ଝୁଲୁଛି। ଏଠାରେ ସମୁଦାୟ ୫ ଜଣ କର୍ମଚାରୀ ନିଯୁକ୍ତି ଥିବାବେଳେ ଦୁଇ ଜଣ…
ଜିଜ୍ଞାସା ବାର୍ଷିକୋତ୍ସବରେ କୃତି ଛାତ୍ରୀଛାତ୍ର ପୁରସ୍କୃତ
ଥୁଆମୂଳ ରାମପୁର,୨୨।୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ୭ତମ ଜିଜ୍ଞାସା ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧକ୍ଷ ସୀତାକାନ୍ତ ରଣାଙ୍କ ସଭାପତିତ୍ୱରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରି ମୁଖ୍ୟ ଅତିଥି ଭାବରେ…
ବାର୍ହା ଉପଦ୍ରବ: ୨୦ ଏକର କଦଳୀ ଚାଷ କ୍ଷତିଗ୍ରସ୍ତ
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ବୋରିଆ ଗ୍ରାମର ଭିମା ପାଣି ପଞ୍ଚାୟତ ଅଧୀନରେ ଚାଷୀମାନେ କରିଥିବା କଦଳୀ ଚାଷ ଉପରେ ବାର୍ହା ଉପଦ୍ରବ କରୁଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଏଥିପ୍ରତି କେସିଙ୍ଗା ବନ ବିଭାଗ ଦୃଷ୍ଟି…
ବାଇକ ଦୁର୍ଘଟଣାରେ ଯୁବକ ମୃତ, କାରଣ ଅସ୍ପଷ୍ଟ
କୋକସରା,୨୦।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଧାନ ମଣ୍ଡି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଲଡୁଗାଁ ଗ୍ରାମର…
କେସିଙ୍ଗାରେ ବାଏପାସ ନିର୍ମାଣ ପାଇଁ ସହରର ଜନସାଧାରଣଙ୍କ ପକ୍ଷରୁ ଜିଲାପାଳଙ୍କ ନିକଟରେ ଦାବି
କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କେସିଙ୍ଗା ସହରରେ ଏକ ନୂତନ ବାଏପାସ ରାସ୍ତା ନିର୍ମାଣ ପାଇଁ ସହରର ଅନେକ ସଂଗଠନର ମିଳିତ ଉଦ୍ୟମରେ ଜିଲାପାଳଙ୍କୁ ଶୁକ୍ରବାର ସାକ୍ଷାତ କରି ଦାବିପତ୍ର ଦିଆଯାଇଛି। ଅନେକ ଦିନରୁ ବିଭିନ୍ନ ରାଜନୈତିକ ନେତାଙ୍କ ସହିତ ସାକ୍ଷାତ କରି ସପୃକ୍ତ…
ଥୁଆମୂଳ ରାମପୁର ବ୍ଲକ୍ ପ୍ରାଣୀ ଚିକିତ୍ସାଳୟରେ ପ୍ରାୟ ସମୟ ତାଲା, ପ୍ରଭାବିତ ହେଉଛି ପ୍ରାଣୀଧନ ଚିକିତ୍ସା
ଥୁଆମୂଳ ରାମପୁର,୨୦।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରାଣୀ ଚିକିତ୍ସା କ୍ଷେତ୍ରରେ ସମ୍ପୂର୍ଣ୍ଣ ଅବହେଳାର ଚିତ୍ର ଦେଖିବାକୁ ମିଳିଛି। ଥୁଆମୂଳ ରାମପୁର ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟରେ ଗୋଷ୍ଠୀ ପ୍ରାଣୀଧନ ଚିକିତ୍ସକ (ବିଭିଓ) ଏବଂ ଅତିରିକ୍ତ ଅସ୍ତ୍ରୋପଚାର ଚିକିତ୍ସକଙ୍କ ନିଯୁକ୍ତ…
ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ମାଡ଼ିଗଲା ପିକଅପ୍: ଚାଲିଗଲା ଜଣଙ୍କ ଜୀବନ, ସିସିଟିଭିରେ କଏଦ ହେଲା ଦୁର୍ଘଟଣାର ଚିତ୍ର
ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ଏକ ପିକଅପ୍ ମାଡ଼ି ଯାଇଥିଲା। ଫଳରେ ଜଣେ…
ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ:ଧାରଣା ଦେଲେ ପଞ୍ଚାୟତବାସୀ
ଲାଞ୍ଜିଗଡ଼,୨୦।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କୁମଖାଳ ଗ୍ରାମ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ସ୍ବାସ୍ଥ୍ୟକର୍ମୀ, କର୍ମଚାରୀ ନିୟମିତ ରହୁ ନ ଥିବା ଅଭିଯୋଗରେ ସ୍ବାସ୍ଥ୍ୟ ଉପକେନ୍ଦ୍ର ଆଗରେ ଆସି ଧାରଣା ଦେଇଛନ୍ତି କୁମଖାଲ ପଞ୍ଚାୟତବାସୀ I କଳାହାଣ୍ଡି…
ଯୁବକଙ୍କୁ ନୃଶଂସ ଭାବରେ ହତ୍ୟା କଲେ ଦୁଇ ଭାଇ
ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଟେଭାକଲମ ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ବିବାହିତ ଯୁବକ ପାନି ମାଝି (୪୫)ଙ୍କୁ ହତ୍ୟା କରାଯାଇଥିବା ନେଇ ସ୍ତ୍ରୀ କୁନି ମାଝି ଥୁଆମୂଳ ରାମପୁର…
ପଦଚ୍ୟୁତ ହେଲେ ବାଲସି ସରପଞ୍ଚ: ନାଏବ ସରପଞ୍ଚ ତୁଲାଇବେ ସରପଞ୍ଚଙ୍କ ଦାୟିତ୍ୱ
କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୃହୀତ ପାଇଁ ଗତ ୨୮ ତାରିଖରେ ଗୁପ୍ତ ଭୋଟିଂ ହୋଇଥିଲା। ଏହି ଭୋଟିଂରେ ଦୁଇ ତୃତୀୟାଂଶରୁ ଅଧିକ ଓ୍ବାର୍ଡ ମେମ୍ବର…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖତ ଖାଉଛି ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୦ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଦୁଇଗୋଟି ପୁରୁଣା ସରକାରୀ ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ମେଡିକାଲ ପରିସରରେ ପଡ଼ି ଖତ ଖାଉଛି। ଭଲ ଚିକିତ୍ସାସେବା ପାଇବା ପାଇଁ ଅଞ୍ଚଳର ଲୋକେ ଏହି ଗୋଷ୍ଠୀ…
Archives


