କଳାହାଣ୍ଡି

ପ୍ରଚାର-ପ୍ରସାର ଅଭାବ ଯୋଗୁ ଅନେକ କଳାକାର ପ୍ରତିଭା ଚୟନ ପ୍ରତିଯୋଗିତାରୁ ବଞ୍ଚିତ

ଥୁଆମୂଳ ରାମପୁର,୧୨।୧୨-(ଦୁର୍ଗା କୀର୍ତ୍ତି): ଚଳିତ ବର୍ଷ ରାଜ୍ୟ ସରକାରଙ୍କର ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତ୍ୟେକ ବ୍ଲକ/ ପରାଞ୍ଚଳସ୍ତରରେ ଯୁବ ଉତ୍ସବ ତଥା ପ୍ରତିଭା ଚୟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କ୍ରମନ୍ବୟରେ ଜିଲାସ୍ତର ଓ ରାଜ୍ୟସ୍ତରରେ ଅନୁଷ୍ଠିତ…

ଛାତ୍ରୀଛାତ୍ରମାନଙ୍କୁ ସାମାଜିକ ମୂଲ୍ୟବୋଧ ଆପଣାଇବା ପାଇଁ ବିଡିଓଙ୍କ ଆହ୍ବାନ

ଥୁଆମୂଳ ରାମପୁର, ୧୨।୧୨-(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାର ଦ୍ବାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୋପାଳପୁର (ଡାକକୋଟା) ଠାରେ ବାର୍ଷିକ ଉତ୍ସବ ୨୦୨୪-୨୫ ଅନୁଷ୍ଠିତ…

ମଣ୍ଡିରୁ ଉଠୁନି ଧାନ: ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୨।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡାର ବିଭିନ୍ନ ମଣ୍ଡିରେ ଚାଷୀଙ୍କ ଧାନ ଉଠିବା ନେଇ ସମସ୍ୟା ଉପୁଜିଛି। ସମସ୍ୟାର ସମାଧାନ ଦାବିରେ ଚାଷୀ ସମାବେଶ ହୋଇ ଗୁରୁବାର ଚାଷୀମାନେ ଏକ ଶୋଭାଯାତ୍ରାରେ ବାହାରି ତହସିଲଦାର ଅରୁଣ ବର୍ଗେଙ୍କୁ ଭେଟି ଜିଲାପାଳଙ୍କ…

ଆଦର୍ଶ ଗ୍ରାମପଞ୍ଚାୟତରେ ମୋବାଇଲ ଟାୱାର ସାତ ସପନ

ଥୁଆମୂଳ ରାମପୁର, ୧୧।୧୨(ଦୁର୍ଗା କୀର୍ତ୍ତି):- ଡିଜିଟାଲ ଇଣ୍ଡିଆରେ ଆଜିର ବିକଳ ଚିତ୍ର। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଆଦର୍ଶ ଗ୍ରାମପଞ୍ଚାୟତ ସିନ୍ଧିପଦର ଅଞ୍ଚଳରେ ମୋବାଇଲ ଟାୱାର ନାହିଁ। ଫଳରେ କିଏ ଗଛ ଚଢୁଛି ତୋ କିଏ ପାହାଡ଼ ଉପରେ ଚଢୁଛି…

ଖୋଲିଲା ମଣ୍ଡି, ଆସିଲେନି ମିଲର

କୋକସରା,୯ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଖରିଫ ଧାନ ମଣ୍ଡି ନିର୍ଦ୍ଧାରିତ ତାରିଖ ବିଳମ୍ବରେ ଖୋଲିଛି। ବର୍ତ୍ତମାନ ସୁଦ୍ଧା ମଣ୍ଡିର ଚିତ୍ର ସ୍ପଷ୍ଟ ହୋଇନାହିଁ। ଫଳରେ ଚାଷୀମାନେ ଧାନ ଅମଳ କରି ବିକ୍ରି ପାଇଁ ଦିନ ଗଣୁଛନ୍ତି। ମଣ୍ଡି ଖୋଲିବା…

ଗଛରେ ଗାମୁଛା ଦେଇ ଝୁଲିପଡ଼ିଲେ ଯୁବକ: ବାପା ଦେଖିବାରୁ…

ଲାଞ୍ଜିଗଡ଼,୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଧୌଂରାଭଟା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଏହି ଗାଁର ଜଳଧର ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ପୁଅ ଟିକେରାମ ପାତ୍ର (୨୧) କୌଣସି କାରଣକୁ…

ବିନା ସୂଚନା ଫଳକରେ ଚାଲିଛି ଓଏଭି ଛାତ୍ରାବାସ କୋଠା: ନିମ୍ନମାନର ସାମଗ୍ରୀ ବ୍ୟବହାର ଅଭିଯୋଗ

ଥୁଆମୂଳ ରାମପୁର,୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ଛାତ୍ରାବାସ କୋଠା ନିର୍ମାଣ ଚାଲିଛି। ବିନା ସୂଚନା ଫଳକରେ ଏହି ପ୍ରକଳ୍ପ କାମ ଚାଲିଥିବାବେଳେ ନିମ୍ନମାନର ସାମଗ୍ରୀ ବ୍ୟବହାର ହେଉଥିବା ଅଭିଯୋଗ ହୋଇଛି।…

ଅବଧି ସରିଲା, ପୋଲ-ରାସ୍ତା ନିର୍ମାଣ ଅଧାପନ୍ତରିଆ : ବଢୁଛି ଜନଅସନ୍ତୋଷ

ଥୁଆମୂଳ ରାମପୁର,୯।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଥୁଆମୁଳ ରାମପୁର ବ୍ଳକ ଅଧିନରେ ଥିବା ସିନ୍ଧିପଦର ଗ୍ରାମପଞ୍ଚାୟତ ତଥା (ଆଦର୍ଶ ଗ୍ରାମପଞ୍ଚାୟତ)ର ମୁଖ୍ୟ ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଜନ, କଳାହାଣ୍ଡି, ଭବାନୀପାଟଣା ଦ୍ବାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ସାମିଲ କରାଯାଇ ନିର୍ମାଣ କରାଯାଉଥିବା ସଡକ…

ରାସ୍ତା ସମ୍ପ୍ରସାରଣ ନ ହେଲେ ଗଣଧାରଣା ଦେବେ ଅଞ୍ଚଳବାସୀ, ଚେତାବନୀ ଦେଇ କହିଲେ…

କେସିଙ୍ଗା,୯ା୧୨(ତୁମୋଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ନିର୍ମାଣ ହେଉଥିବା ଆର୍‌ ଓ ବି (ରେଳ ଓଭର ବ୍ରିଜ୍‌)କୁ ବିଶିଷ୍ଟ ସମାଜବେୀ ସୁରେଶ ରାଓଙ୍କ ନେତୃତ୍ୱରେ ଅଞ୍ଚଳବାସୀ ବିରୋଧ କରି ସ୍ଥାନୀୟ ଆମ୍ବେଦକର ନିକଟସ୍ଥ ପଣ୍ଡରା ଭବନରେ ଏକ ବୈଠକ କରିଥିଲେ।…

ପୁଷ୍ପେନ୍ଦ୍ର-ଦିବ୍ୟଶଙ୍କର କଳି ବଢ଼ୁଛି

କୋକସରା,୯।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ବିଜୁ ଜନତା ଦଳ (ବିଜେଡି) ରାଜନୀତିରେ ଦଳୀୟ ନେତାଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଏବେ ପଦାକୁ ଆସିଲାଣି। ବିଜେଡି ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ଦଳର ଜଣେ ତୃଣମୂଳ ସ୍ତରରୁ ରାଜନୀତିରେ ସକ୍ରିୟ ରହିଥିବା ନେତା।…

ଧାନ ବିକ୍ରି ପାଇଁ ଟୋକନ୍‌ ତାରିଖରେ ବିଳମ୍ବ

ଭବାନୀପାଟଣା,୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୯ରେ ଖୋଲିଛି ଧାନ ମଣ୍ଡି। ହେଲେ ଏବେଯାଏ ଆରମ୍ଭ ହୋଇପାରିନି ଧାନ ସଂଗ୍ରହ ପ୍ରକ୍ରିୟା। ଚଳିତବର୍ଷ ପ୍ରଥମଥର ପାଇଁ ଚାଷୀ କୁଇଣ୍ଟାଲ ୩୧୦୦ ଟଙ୍କାରେ ନିଜ କଷ୍ଟ…

ଆନୁଷଙ୍ଗିକ ସୁବିଧା ଅଭାବରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଭବାନୀପାଟଣା,୭ା୧୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ ଫୁର୍ଲିଝରଣ ଜଳପ୍ରପାତ। ଏଠାକୁ ବର୍ଷତମାମ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ବିଶେଷ କରି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଓ ନୂତନ ବର୍ଷରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri