କଳାହାଣ୍ଡି

ଦଳି ଚକଟି ବ୍ୟାପକ ଫସଲ ନଷ୍ଟକଲେ ହାତୀପଲ

ଲାଞ୍ଜିଗଡ଼,୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଦୀର୍ଘଦିନ ହେଲା ଜଙ୍ଗଲି ହାତୀଙ୍କ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ପୁଣି ଗତ ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ ୧୦…

ଚର୍ଚ୍ଚାରେ ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ: ବିଡିଓଙ୍କୁ ରିପୋର୍ଟ ମାଗିଲା ଡିପିଏମ୍‌ୟୁ ଅଫିସ

ଭବାନୀପାଟଣା,୨।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଏମ୍‌ପି ତଥା କଟକ-ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ୨ଟି ପଞ୍ଚାୟତକୁ ୧ କୋଟି ଟଙ୍କା ଆର୍ଥିକ ଅନୁଦାନ ଦେଉଥିବା ଘଟଣା ଏବେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।…

ହାଇକୋର୍ଟଙ୍କ ଦୁଇଟି ଆଦେଶନାମାକୁ ନେଇ ଅଞ୍ଚଳବାସୀଙ୍କ ମନରେ ଦ୍ୱନ୍ଦ୍ୱ

କେସିଙ୍ଗା,୩୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ବିଭିନ୍ନ ଦୁର୍ନୀତି ଅଭିଯୋଗ ଆଣି ୧୧ ଜଣ ଓ୍ବାର୍ଡମେମ୍ବର ଜିଲା ପ୍ରଶାସନ ନିକଟରେ ଅନାସ୍ଥା ପ୍ରସ୍ତାବ ପାଇଁ ଦାବି କରିଥିଲେ। ଏହି କ୍ରମରେ…

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ପୋଡ଼ି ପାଉଁଶ ହେଲା ୫୦ କ୍ୱିଣ୍ଟାଲରୁ ଅଧିକ ଧାନ

କେସିଙ୍ଗା,୨୯ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଞ୍ଚାୟତ ଅନ୍ତର୍ଗତ ତହର୍ଶି ଗ୍ରାମର ଜନ୍ମସି ନାଏକଙ୍କ ଧାନଗଦାରେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବାରୁ ପ୍ରାୟ ୫୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଶୁକ୍ରବାର ଭୋର୍‌ରୁ ନିଜ ଧାନଗଦାରେ…

ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମରେ ଭାଗ ନେବେ ୬ଶହ କଳାକାର

ଭବାନୀପାଟଣା,୨୯।୧୧(ଉତ୍ତମ କୁମାର ଦାଶ): ପ୍ରତିଭା ଅନୁଷ୍ଠାନ ପକ୍ଷରୁ ଶୁକ୍ରବାରଠାରୁ ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମ ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ତାରିଖ ଯାଏଁ ଚାଲିବ। ଚଳିତ ବର୍ଷ ଏହାକୁ ଜାତୀୟ ଉତ୍ସବ ଭାବେ…

ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ

କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବାଲସି ସରପଞ୍ଚଙ୍କ ବିଷୟରେ ଆଲୋଚନା ଓ ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ ବାଲସି…

ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ ସାଧାରଣଙ୍କୁ…

ଏମ୍‌ସିଏଲ୍‌ର ସମ୍ମାନଜନକ ସମର୍ଥନ ପାଇଲେ କଳାହାଣ୍ଡିର ଯୁବ ଆଥ୍‌ଲେଟ୍‌ ଆକାଶ ମୁଣ୍ଡ

ଭବାନୀପାଟଣା,୨୭।୧୧(ଉତ୍ତମ କୁମାର ଦାଶ)-ମହାନଦୀ କୋଲଫିଲଡ୍ସ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ସମ୍ମାନଜନକ ସମର୍ଥନ ପାଇଛନ୍ତି କଳାହାଣ୍ଡିର ଯୁବ ଆଥେଲେଟ୍‌ ଆକାଶ ରଞ୍ଜନ ମୁଣ୍ଡ। ଏହି ପ୍ରତିଭାବାନ ଆଥଲେଟ୍‌ ଷ୍ଟେଟ ପାରା ବ୍ୟାଡମିଣ୍ଟନ ର଼୍ୟାଙ୍କ ୱାନ୍‌ ଆଖ୍ୟା ପାଇଛନ୍ତି। ସେହିପରି ସେ ରାଜ୍ୟ ପାରା ବ୍ୟାଡମିଣ୍ଟନ…

ପ୍ରେମିକା ନାବାଳିକା ଥିଲେ ବୋଲି ଯିବାକୁ ପଡ଼ିଥିଲା ଜେଲ, ଏବେ ସିଡବ୍ଲୁସିର ହସ୍ତକ୍ଷେପ ପରେ ବିବାହ କଲେ ପ୍ରେମୀ ଯୁଗଳ

ଭବାନୀପାଟଣା,୨୭।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଶିଶୁ ମଙ୍ଗଳ ସମିତି (ସିଡବ୍ଲୁସି)ର ହସ୍ତକ୍ଷେପ ପରେ ଦୁଇ ପ୍ରେମୀ ଯୁଗଳ ଏକାଠି ହୋଇ ବିବାହ ହୋଇଛନ୍ତି। ଏ ନେଇ ଭବାନୀପାଟଣା ସ୍ଥିତ ଜିଲା ଶିଶୁ ମଙ୍ଗଳ ସମିତି କାର୍ଯ୍ୟାଳୟରେ ବୁଧବାର ସେମାନଙ୍କ ଆଦର୍ଶ…

ବାର୍‌ହା ଶିକାର କରି ଚାଲିଥିଲା ମାଂସ ଭାଗବଣ୍ଟା: ମାଡ଼ିବସିଲା ବନ ବିଭାଗ

କେସିଙ୍ଗା,୨୭।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବନଖଣ୍ଡ ଅଞ୍ଚଳରେ ବାର୍‌ହା ଶିକାର କରି ମାଂସ ଭାଗବଣ୍ଟା ଚାଲିଥିବା ସମଯରେ ବନ ବିଭାଗ ଚଢ଼ଉ କରି ୩ ଜଣ ଶିକାରୀଙ୍କୁ ଗିରଫ କରିଛି। ସେମାନ ଙ୍କଠାରୁ ପ୍ରାୟ ୧ କ୍ୱିଣ୍ଟାଲ ବାର୍‌ହା ମାଂସ…

କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ

ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା କେନ୍ଦ୍ରୀୟ ଟ୍ରେଡ ୟୁନିଅନ, ସ୍ବାଧୀନ ଫେଡେରେଶନର ମିଳିତ ମଞ୍ଚ ଓ ସଂଯୁକ୍ତ କିଷାନ…

ଗରିବ ଶ୍ରେଣୀର ଲୋକଙ୍କ ସମସ୍ୟାକୁ ଦିଆଯିବ ଅଗ୍ରାଧିକାର

ରୁପ୍ରାରୋଡ,୨୬।୧୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ ଯୋଗଦେଇଛନ୍ତି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ସେ ଦାୟିତ୍ୱ ନେବା ପରେ ତାଙ୍କୁ ପୂର୍ବ ବିଡ଼ିଓ ରିପୁନାଥ ସୁନା ପ୍ରାଥମିକ ଦାୟିତ୍ୱ ହସ୍ତାନ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri