‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ
କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର ଜିଲାର କୃଷି ବିଜ୍ଞାନ କେନ୍ଦ୍ରରେ ଦୁଇଦିନିଆ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…
ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ
ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି ମରଣୋତ୍ତର ସମେତ ୭୮ ଟି ବୀରତ୍ୱ ପୁରସ୍କାର ପ୍ରଦାନ କରିବାକୁ ଅନୁମୋଦନ କରିଛନ୍ତି…
ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ
କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର ଝରା (୫୧)ଙ୍କ ପରିବାର ଦୀର୍ଘ ୩୦ ବର୍ଷ ଧରି ପଲିଥିନ ତଳେ ଜୀବନ…
ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି
ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ ପାଳିତ ହୋଇଯାଇଛି। ଥୁଆମୂଳ ରାମପୁର ଜେଏମ୍ଏଫ୍ସି କୋର୍ଟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ କୋର୍ଟର…
ସୁବୁଠି ଉଡ଼ିଲା ତ୍ରିରଙ୍ଗା
ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ ପକ୍ଷରୁ ଲାଞ୍ଜିଗଡ ହାଇସ୍କୁଲ ଖେଳ ପଡ଼ିଆଠାରେ ଲାଞ୍ଜିଗତ ବ୍ଲକ ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ…
କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ
କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ ଅନୁଷ୍ଠିତ ୮୦ତମ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଅଧ୍ୟକ୍ଷ ନୃପରାଜ…
କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ
କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ…
କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ ଆୟୋଜିତ ବ୍ଲକସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ…
କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ
ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ ସେ ଜିଲାର ବିଭିନ୍ନ ଲୋକନୃତ୍ୟ, ଲୋକସଂସ୍କୃତି, ଦେବୀପୀଠ ଓ ପ୍ରାକୃତିକ ସ୍ଥଳୀ ପରିଦର୍ଶନ…
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ
ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ…
ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ
କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ଆଇଆଇସି ଜିତେନ୍ଦ୍ର କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରୀମାନଙ୍କୁ ସାଇବର…

