କଳାହାଣ୍ଡି

ପାନୀୟଜଳ ସମସ୍ୟା ଉତ୍କଟ: ସରପଞ୍ଚ, ପିଇଓଙ୍କୁ ତାଲା ପକାଇଲେ ଗ୍ରାମବାସୀ

କେସିଙ୍ଗା,୯।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମପଞ୍ଚାୟତର ଡଙ୍ଗରମୂର୍ଲ୍ଲି ଗ୍ରାମର ୯, ୧୦ ନମ୍ବର ୱାର୍ଡରେ ୩୦ଟି ପରିବାର ବସବାସ କରୁଛନ୍ତି। ଏହି ୱାର୍ଡବାସୀ ଗୋଟିଏ ନଳକୂପ ଉପରେ ନିର୍ଭର କରନ୍ତି। ବର୍ତ୍ତମାନ ନଳକୂପରେ ପାଣି ବାହାରିବା…

ଭୁଲ ଇଞ୍ଜେକଶନ ନେଇ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ବିଜେଡି ପକ୍ଷରୁ ସହାୟତା

କୋକସରା,୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋରାପୁଟ ମେଡ଼ିକାଲ କଲେଜରେ ଜଣେ କର୍ମଚାରୀଙ୍କ ଭୁଲ ଇଞ୍ଜେକଶନ ଯୋଗୁ ୬ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ଏହା ମଧ୍ୟରେ କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସୁପାଡ଼ ଗ୍ରାମର ଚିକତ୍ସାଧୀନ ରୋଗୀ ଫୁଲମତି ମାଝୀ (୫୦)…

ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ବିକଳ ଚିତ୍ର: ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୮ା୭ (ଦୁର୍ଗା କୀର୍ତ୍ତି)- ରାସ୍ତା ସମସ୍ୟା ଯୋଗୁ ଗାଁକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀଙ୍କୁ ୨କି.ମି. ଦୂର ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ପଡିଲା। ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଏଭଳି ବିକଳ ଚିତ୍ର କଳାହାଣ୍ଡି…

କାରଗିଲ୍‌ ଯୁଦ୍ଧରେ ଲଢ଼ିଥିବା ଯବାନ ଶରତଚନ୍ଦ୍ରଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ରିଷିଡା,୮।୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଗ୍ରାମର ଶରତଚନ୍ଦ୍ର ଦଣ୍ଡସେନାଙ୍କ ମଙ୍ଗଳବାର ନିଜ ବାସଭବନରେ ପରଲୋକ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଶଯ୍ୟାଶାୟୀ ଥିଲେ। ସେ ୧୯୬୭ ମସିହା ଜାନୁଆରୀ ୫ରେ ଜନ୍ମଗ୍ରହଣ କରିଥିଲେ। ୧୯୮୩ରେ…

ପରିବେଶ ପାଇଁ ବୃକ୍ଷରୋପଣ ଜରୁରୀ

ରିଷିଡା,୮।୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ .ରାମପୁର ବନାଞ୍ଚଳ କର୍ଲାମୁଣ୍ଡା ବ୍ଲକ ମଦନପୁର ସେକ୍ସନ ଜଗନ୍ନାଥ ଡିଗ୍ରୀ କଲେଜ, ସରସ୍ବତୀ ଶିଶୁମନ୍ଦିର ଓ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତିପୀଠରେ ୭୬ତମ ବନ ମହୋତ୍ସବ ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ…

ବିପଦସଙ୍କୁଳ ଅବସ୍ଥାରେ ଭଟାପଲା କେନାଲ ପୋଲ: ଯାତାୟାତ ବାଧାପ୍ରାପ୍ତ

କର୍ଲାମୁଣ୍ଡା,୮ା୭ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉତେଇ ଜଳସେଚନ ପ୍ରକଳ୍ପର ମୁଖ୍ୟକେନାଲର ଭଟାପଲା ଛକ ପାଖରେ ଥିବା ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଜଳସମ୍ପଦ ବିଭାଗ ପକ୍ଷରୁ ସତର୍କ ସୂଚନା ଥିବା ବୋର୍ଡ ଲଗାଯାଇଥିବାରୁ ଲୋକେ ଯାତାୟାତ କ୍ଷେତ୍ରରେ…

ବନ ସୁରକ୍ଷା ସମିତି ପୁରସ୍କୃତ: ୨ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ କେସିଙ୍ଗା ରେଞ୍ଜ ଅଧିନସ୍ଥ ତୁଲାଙ୍ଗପଦର ଗ୍ରାମର ବନ ସୁରକ୍ଷା ସମିତି( ଭିଏସଏସ)କୁ ଜଙ୍ଗଲର ସୁରକ୍ଷା ଓ ନିଆଁ ଦାଉରୁ ରକ୍ଷା କରିଥିବାରୁ ବନ ସୁରକ୍ଷା ସମିତିକୁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଓ ମାନପତ୍ର ପ୍ରଦାନ…

ସ୍କୁଲରେ ପଶିଲା ବର୍ଷାପାଣି: ଡ୍ରେନ୍‌ ନିର୍ମାଣ ଦାବି

ଥୁଆମୂଳ ରାମପୁର,୮ା୭ (ଦୁର୍ଗା କୀର୍ତ୍ତି)- ସାରା ରାଜ୍ୟରେ କିଛିଦିନ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବ ଥୁଆମୂଳ ରାମପୁର ବ୍ଲକରେ ଦେଖିବାକୁ ମିଳିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଅଧୀନ ଓଡ୍ରି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରୀ ସରକାରୀ…

ଅଷ୍ଟ୍ରେଲିଆରେ ଗବେଷଣାତ୍ମକ ତଥ୍ୟ ରଖି ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ

ଭବାନୀପାଟଣା,୮ା୭(ଉତ୍ତମ କୁମାର ଦାଶ): ଚଳିତଥର ବିଶ୍ବ ପ୍ରତ୍ନତତ୍ତ୍ବ କଂଗ୍ରେସର ଦଶମ ଅଧିବେଶନ ଅଷ୍ଟ୍ରେଲିଆର ଡରଓ୍ବିନଠାରେ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ ରୁପ୍ରାରୋଡ ପଞ୍ଚାୟତ ବିରାଟ ଗାଁର ବୀରକିଶୋର ରଣାଙ୍କ କନିଷ୍ଠ ପୁତ୍ର ତଥା କଳାହାଣ୍ଡି ମା’ ମାଣିକେଶ୍ବରୀ…

ପାରା ବ୍ୟାଡ୍‌ମିଣ୍ଟନରେ ବ୍ରୋଞ୍ଜ ଜିତିଲେ ଆକାଶ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ)- ଉଗାଣ୍ଡାଠାରେ ଗତ ଜୁଲାଇ ପହିଲାରୁ ଚାଲିଥିବା ଆନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୦ ଦେଶର ଶହେ ଜଣ ଖେଳାଳି ଭାଗ ନେଇଥିଲେ। ସେଥିମଧ୍ୟରୁ ଭାରତ ପାଇଁ ପ୍ରତିନିଧିତ୍ୱ କରି କଳାହାଣ୍ଡିର ଯୁବ ବ୍ୟାଡ୍‌ମିଣ୍ଟନ…

ଶୋଚନୀୟ ହୋଇପଡ଼ିଛି ରାସ୍ତା: ମରାମତି ପାଇଁ ବିଡ଼ିଓଙ୍କୁ ଅଭିଯୋଗ କଲେ ଗ୍ରାମବାସୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କସୃପଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କସୃପଡା ଗ୍ରାମରୁ ସିଂଝରଣ ଗ୍ରାମ୍ୟ ରାସ୍ତାଟି ଦୀର୍ଘ ପାଞ୍ଚ ବର୍ଷ ଧରି ଅତି ଶୋଚନୀୟ ହୋଇ ପଡ଼ିରହିଛି। ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ହେବାରୁ ଗ୍ରାମବାସୀ…

ଖୁବଶୀଘ୍ର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ଦିନରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?