କଳାହାଣ୍ଡି

ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି: ମିଳିତ ସ୍ବଚ୍ଛତା ଅଭିଯାନ ଆରମ୍ଭ

କେସିଙ୍ଗା,୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ସାମୂହିକ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି। ସ୍ବଚ୍ଛ ରୁହ ସୁସ୍ଥ ରୁହ, ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି ସେଥିପାଇଁ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ…

ସାହୁ ସମାଜର ସଭାପତି ହେଲେ ତୁମେଶ୍ୱର, ମୁରଲୀଧର ସମ୍ପାଦକ

କର୍ଲାମୁଣ୍ଡା,୭ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଇଁଲାପାଲି ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ମ.ରାମପୁର ବ୍ଲକ ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ବ୍ଲକ ସ୍ତରୀୟ ନିର୍ବାଚନ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାର ସଭାପତି ନୀଳମଣି…

ସାମାନ୍ୟ ବର୍ଷାରେ କୃତ୍ରିମ ବନ୍ୟା: ରାସ୍ତା ମରାମତି ଦାବି

କର୍ଲାମୁଣ୍ଡା,୭ା୭(ପ୍ରଦୀପ ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜର ଜାନିପଡ଼ା ପିଚୁ ରାସ୍ତାରେ ବର୍ଷା ପାଣି ଜମି ରହିଛି। ଫଳରେ ଲୋକଙ୍କୁ ଯିବା ଆସିବା କରିବାରେ ସମସ୍ୟା ସୃଷ୍ଟି ହେଉଛି। ଗତ କିଛି ମାସ ତଳେ କର୍ଲାମୁଣ୍ଡା ବ୍ଲକ ସଦର ରିଞ୍ଜଛକଠାରୁ…

ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସଚେତନ ନାଗରିକ ମଞ୍ଚ ପକ୍ଷରୁ ୧୦ଦଫା ଦାବି ନେଇ ଗତ ମାସ ୧୮ ତାରିଖରୁ ସଭାପତି ଉତ୍ତର କୁମାର ମହଲାଙ୍କ ନେତୃତ୍ୱରେ ଗଣଧାରଣା ଆରମ୍ଭ ହୋଇଥିଲା। ଜିଲାପାଳ ସଚିନ ପାୱାର ଘଟଣାସ୍ଥଳରେ ପହଞ୍ଚି ନାଗରିକ…

ଧରିତ୍ରୀ ପ୍ରଭାବ: ସ୍କୁଲ ଛାତରୁ ପାଣି ଗଳୁଥିବା ଖବର ପ୍ରକାଶ ପ୍ରକାଶ ପରେ ନୂତନ ଗୃହ ନିର୍ମାଣ ନେଇ…

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ବାଲସି ପଞ୍ଚାୟତର କୋକୋଡ଼ମାଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତରୁ ବର୍ଷା ପାଣି ଗଳୁଥିବାରୁ ଛାତ୍ରୀଛାତ୍ର ଗୁରୁବାର ସ୍କୁଲ ବାରଣ୍ଡାରେ ବସି ପାଠପଢ଼ୁଥିବା ଖବର ଧରିତ୍ରୀ ଖବରକାଗଜରେ ପ୍ରକାଶ…

କେସିଙ୍ଗା ମହାବିଦ୍ୟାଳୟରେ ନୂଆ ପ୍ରକୋଷ୍ଠ ଉଦ୍‌ଘାଟିତ

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟ ପରିସରରେ ଅନେକ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ମହାସମାରୋହରେ ଶୁକ୍ରବାର ଆୟୋଜିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗର ଆର୍ଥିକ ଅନୁଦାନରେ ନିର୍ମିତ ବାଳକ ସାଧାରଣ ପ୍ରକୋଷ୍ଠ, ଲୋକ ସଭା ସଦସ୍ୟଙ୍କ ପଶ୍ଚିମ ଓଡିଶା ବିକାଶ ପରିଷଦର ଆର୍ଥିକ…

ମୋବାଇଲ ଚାର୍ଜ କରିବା କାଳ ହେଲା, ଚାଲିଗଲା ସାନପୁଅର ଜୀବନ; ମା’ବାପା କାମରୁ ଫେରି…

କୋକସରା,୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ପଞ୍ଚାୟତ ଚିଲିଗୁଡା ନୂଆପଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଚାଷୀ ଡମ୍ବରୁଧର ନାଏକଙ୍କ ନାବାଳକ ପୁଅ ପ୍ରତାପ ନାଏକ(୧୪) ଶୁକ୍ରବାର ସକାଳେ ମୋବାଇଲ ଚାର୍ଜ କରୁଥିବା ସମୟରେ ବିଦ୍ୟୁତ…

ମରଣଯନ୍ତା ପାଲଟିଛି ରିଷିଡ଼ା ପୌରକେଲା ରାସ୍ତା

କର୍ଲାମୁଣ୍ଡା/ରିଷିଡ଼ା,୪ା୭(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପୌରକେଲା ଗ୍ରାମ୍ୟ ଉନ୍ନୟନ ରାସ୍ତାଟି ମରାମତି ଅଭାବରୁ ଏବେ ମରଣଯନ୍ତା ପାଲଟିଥିବା ଦେଖିବାକୁ ମିଳିଛି। ଏହି ରାସ୍ତାର ଅନେକ ସ୍ଥାନରେ ପିଚୁ ଉଠି ଯାଇ ଖାଲଖମା ସୃଷ୍ଟି…

ବିଦ୍ୟାଳୟ ପରିବେଶକୁ ସୁନ୍ଦର ସବୁଜ କରିବାକୁ ଶପଥ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅନ୍ତର୍ଗତ କଶ୍ରୁପଡ଼ାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୭ ତମ ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ସୁଧୀର ବିଶିଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ କଶ୍ରୁପଡ଼ା ବନପାଳ ବିଶିକେଶନ କରୁଆଁ, ଫରେଷ୍ଟଗାର୍ଡ ରାଜଲକ୍ଷ୍ମୀ ପ୍ରଧାନ…

ସ୍ପିନିଂ ମିଲ୍‌ରୁ ଚୋରି, ୫ କୋର୍ଟ ଚାଲାଣ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ପିନିଂ ମିଲ୍‌ରୁ ଗୁରୁବାର ମଧ୍ୟାହ୍ନରେ ଅତି ମୂଲ୍ୟବାନ ଲୁହା ଜିନିଷପତ୍ର ଚୋରି ହୋଇଥିଲା। ଏ ନେଇ ସ୍ପିନିଂ ମିଲ୍‌ କର୍ତ୍ତୃପକ୍ଷ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କେସିଙ୍ଗା ଆଇଆଇସି ପ୍ରଦ୍ୟୁମ୍ନ…

କେସିଙ୍ଗା ସ୍ପିନିଂ ମିଲରୁ ଚୋରି: ୫ ଚୋର ସାଙ୍ଗରେ କବାଡିଆ ବି…

କେସିଙ୍ଗା,୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ପିନିଂ ମିଲରୁ ଗୁରୁବାର ମଧ୍ୟାହ୍ନରେ ଅତି ମୂଲ୍ୟବାନ ଜିନିଷପତ୍ର ଚୋରି ହୋଇଥିଲା। ଏ ନେଇ ସ୍ପିନିଂ ମିଲ କର୍ତ୍ତୃପକ୍ଷ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ର୍ଭିତ୍ତିକରି କେସିଙ୍ଗା ଆଇଆଇସି ପ୍ରଦ୍ୟୁମ୍ନ ମହାପାତ୍ରଙ୍କ…

ବୃକ୍ଷ ହିଁ ଜୀବନ: ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଜରୁରୀ

କେସିଙ୍ଗା,୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆର ସିଂଙ୍କ ନେତୃତ୍ୱରେ ୭୬ତମ ବନ ମହୋତ୍ସବ ପାଳିତ ହୋଇ ଯାଇଛି। ତୃତୀୟ ଦିବସରେ ଚାଂଚେର ଓ ତୁଣ୍ଡଳା ସରକାରୀ ହାଇସ୍କୁଲରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?