ସମସ୍ୟା ଘେରରେ ସଦର ମହକୁମା: ନା ଅଛି ବସ ଷ୍ଟାଣ୍ଡ ନା ଶୌଚାଳୟ ; ମହିଳା ଯାତ୍ରୀ ହନ୍ତସନ୍ତ
ଥୁଆମୂଳ ରାମପୁର,୭।୧୧(ଦୁର୍ଗା କୀର୍ତ୍ତି): ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଗମନାଗମନ ଭଳି ବିଭିନ୍ନ କ୍ଷେତ୍ରରେ ସବୁଠାରୁ ପଛରେ ରହିଥିବା କଳାହାଣ୍ଡି ଜିଲାର ଆଦିବାସୀ ଅଧ୍ୟ୍ୟୁଷିତ ଥୁଆମୂଳ ରାମପୁର ବ୍ଲକ ବେଶ୍ ପରିଚିତ। ବସ ସେବା ଏବଂ ଯାତ୍ରୀଙ୍କ ପାଇଁ ଯେଉଁ ସମସ୍ୟା ଉପୁଜୁଛି…
ଜଙ୍ଗଲ ସୁରକ୍ଷା ପାଇଁ ରାଜରାସ୍ତାରେ ବସିଲେ
କୋକସରା,୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜୀବନ ଯାଉ ପଛେ ସାହାଜଖୋଲ ଜଙ୍ଗଲ ବଞ୍ଚିଥାଉ ଏହି ନାରା ଦେଇ ଗୁରୁବାର ଧର୍ମଗଡ ବନାଞ୍ଚଳ ସାହାଜଖୋଲ ଜଙ୍ଗଲ ସୁରକ୍ଷା କମିଟି ପକ୍ଷରୁ କୋକସରା ବ୍ଲକ ଆମପାଣି ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ଜାତୀୟ ରାଜପଥ ୨୬…
ବୃଦ୍ଧା ମା’ ଉପରେ ମାନସିକ ବିକାର ପୁଅର ବୋଝ
କୋକସରା,୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଜିକୁ ୨ ବର୍ଷ ହେବ ମାନସିକ ବିକାର ଭେଣ୍ଡିଆ ପୁଅର ବୋଝକୁ ନେଇ ଜୀବନ କାଟୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ାର ବିଧବା ବୃଦ୍ଧା ନେପୁର ମାଝି। ସ୍ବାମୀ ଥିବା…
ପୋଖରୀରୁ ପଙ୍କ ଉଦ୍ଧାର ନ ହେଲେ ପଞ୍ଚାୟତ କାର୍ଯ୍ୟାଳୟରେ ପଡ଼ିବ ତାଲା, ବସ୍ତିବାସିନ୍ଦାଙ୍କ ଚେତାବନୀ
ଥୁଆମୂଳ ରାମପୁର,୭ା୧୧(ଦୁର୍ଗା କୀର୍ତ୍ତି): ସରକାରଙ୍କ ତରଫରୁ ସ୍ବଚ୍ଛ ଭାରତ ସୁସ୍ଥ ଜୀବନ ନାରାବାଜି ଦିଆଯାଉଥିବା ବେଳେ ଲକ୍ଷଲକ୍ଷ ଟଙ୍କା ମଧ୍ୟ ଖର୍ଚ୍ଚ କରାଯାଉଛି, ତଥାପି ଏହାର ଉଦ୍ଦେଶ୍ୟ ପୂରଣ ହୋଇପାରୁନାହିଁ। ଅଧିକାଂଶ ସ୍ଥାନରେ ଅଳିଆ ଆବର୍ଜନାରେ ଓ ପୁତିଗନ୍ଧମୟ ପାଣି ଭରପୁର…
ଭବାନୀପାଟଣାରୁ ବିଶାଖାପାଟଣାକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ୍
ଭବାନୀପାଟଣା,୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ବିଶାଖାପାଟଣା ମଧ୍ୟରେ ଅତ୍ୟାଧୁନିକ ଜଗନ୍ନାଥ ଏକ୍ସପ୍ରେସ୍ ଭଲ୍ବୋ ବସ୍ ସେବାର ଶୁଭାରମ୍ଭ ହୋଇଛି। ବୁଧବାର ଅପରାହ୍ନରେ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ। ଏହି ଅତ୍ୟାଧୁନିକ…
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍ଏସ୍ଏସ୍ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ
ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍ଏସ୍ଏସ୍ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍ଏସ୍ଏସ୍ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍ ଡି ପରେଡ ଚୟନ ଶିବିରରେ ଅଂଶ ଗ୍ରହଣ କରିବା ପାଇଁ ମଙ୍ଗଳବାର ଆସାମ ଗସ୍ତ…
ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି, ଡିଇଓଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀଶିକ୍ଷକ
ଲାଞ୍ଜିଗଡ,୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଭଟIଙ୍ଗ ପଦର ଅନ୍ତର୍ଗତ ଭଟIଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି କାର୍ଯ୍ୟକଳାପକୁ ନେଇ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀ ଶିକ୍ଷକ। ସ୍କୁଲ ପିଲାଙ୍କ ପାଇଁ ବିଦ୍ୟାଳୟ…
ନୂତନ ଡେଲି ମାର୍କେଟର ଶିଳାନ୍ୟାସ: ଉପକୃତ ହେବେ ୫ ଶହରୁ ଅଧିକ ବ୍ୟବସାୟୀ
ଭବାନୀପାଟଣା,୪ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ପକ୍ଷରୁ ସୋମବାର ସ୍ଥାନୀୟ ୨୦ ନଂ ୱାର୍ଡରେ ନୂତନ ଡେଲି (ଦୈନିକ) ମାର୍କେଟର ଶିଳାନ୍ୟାସ କରାଯାଇଛି। ଏଥିପାଇଁ ପ୍ରାୟ ୨.୯୭ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ୫ ଶହରୁ ଅଧିକ ବ୍ୟବସାୟୀ…
ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ
ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଶରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆର୍ସିସିଏଫ୍ ସନ୍ତୋଷ କୁମାର…
ଇନ୍ଦିରା ଆବାସ କାର୍ଯ୍ୟାଦେଶ ଠକେଇ: ଅଭିଯୁକ୍ତଙ୍କୁ ଜେଲଦଣ୍ଡ
କୋକସରା,୪ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୦୦୩ରେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ନକଲି ଇନ୍ଦିରା ଆବାସ କାର୍ଯ୍ୟାଦେଶ ବଣ୍ଟନ କରି ହିତାଧିକାରୀଙ୍କଠାରୁ ୩ ହଜାର ଟଙ୍କା ନେଇଥିବା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। କୋକସରା ଜେଏମ୍ଏଫ୍ସି କୋର୍ଟ ମାଜିଷ୍ଟ୍ରେଟ ରିତିକା…
ସ୍କୁଲ ସଭାପତିରୁ ମନ୍ତ୍ରୀ ହୋଇଛି: ଗଣଶିକ୍ଷା ମନ୍ତ୍ରୀ
କୋକସରା/ଜୟପାଟଣା, ୪ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜୟପାଟଣା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପରମାନନ୍ଦ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ପୁରାତନ ଛାତ୍ର ସମାବେଶ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ସଭାପତି ବଜେନ୍ଦ୍ର ପାଟ୍ଟଯୋଷୀଙ୍କ ସଭାପତିତ୍ୱରେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ…
୨ବର୍ଷ ହେଲା ସୋଲାର ଜଳ ପ୍ରକଳ୍ପ ଅଚଳ: ଅସୁବିଧାରେ ୭୫ ପରିବାର
ଥୁଆମୂଳ ରାମପୁର, ୪।୧୧(ଦୁର୍ଗା କୀର୍ତ୍ତି): ଦୀର୍ଘ ଦୁଇ ବର୍ଷ ହେବ ଅଚଳ ହୋଇପଡିଛି ସୋଲାର ଜଳ ଅମଳ ପ୍ରକଳ୍ପ। ବର୍ତ୍ତମାନ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସୋଲାର ପ୍ରକଳ୍ପରୁ ପାଣି ପାଉଥିବା ଗ୍ରାମବାସୀ। ଏମିତି ଏକ ପ୍ରକଳ୍ପ ଦେଖିବାକୁ ମିଳିଛି…
Archives


