କଳାହାଣ୍ଡି

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଭବାନୀପାଟଣା, ୩ା୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି। ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ପୋଲିସ ଷ୍ଟେଶନର ଇନ୍ସପେକ୍ଟର ବୀରବର ଭଗତଙ୍କୁ ମଦନପୁର ରାମପୁର ଥାନାକୁ ବଦଳି ହୋଇଛି । ମଦନପୁର ରାମପୁର…

ସ୍କୁଲ ଛାତରୁ ଗଳୁଛି ପାଣି, ବାରଣ୍ଡାରେ ପାଠପଢ଼ା

କେସିଙ୍ଗା,୩ା୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନ ବାଲସି ପଞ୍ଚାୟତର କୋକୋଡ଼ମାଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତରୁ ବର୍ଷା ପାଣି ଗଳୁଥିବାରୁ ଛାତ୍ରୀଛାତ୍ର ଗୁରୁବାର ସ୍କୁଲ ବାରଣ୍ଡାରେ ବସି ଅଧ୍ୟୟନ କରୁଥିବା ଦେଖିବାକୁ ମିଳିଥିଲା। ୧୯୮୧ରେ…

ବର୍ଷା ହେଲେ ମରଣଯନ୍ତା ପାଲଟୁଛି ରାସ୍ତା, ଅବରୋଧ କରି ଉନ୍ନତିକରଣ ଦାବି କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୩ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପ୍ରାଥମିକ କୃଷି ସମବାୟ ସମିତିର ଧାନମଣ୍ଡି ଓ ସାର ଗୋଦାମକୁ ଯାଇଥିବା ରାସ୍ତାଟି ଅତି ଶୋଚନୀୟ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ସମବାୟ ସମିତିର ଏହି ଗୋଦାମଠାରୁ ଚାଷୀମାନେ ସାର,…

ଲଗାଣ ବର୍ଷାରେ ଘର ଉପରେ ପଡ଼ିଲା ଗଛ

ଥୁଆମୂଳ ରାମପୁର,୩ା୭(ଦୁର୍ଗା କୀର୍ତ୍ତି);କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ କାଳୀ ମନ୍ଦିର ପଡ଼ାର ପଦୁକିଶୋର ପୂଝାରୀଙ୍କ ଘର ଉପରେ ମଙ୍ଗଳବାର ଏକ ଆମ୍ବଗଛର ବିରାଟକାୟ ଶୁଖିଲା ଡାଳ ଭାଙ୍ଗିପଡ଼ିଛି। ରାତି ସାଢ଼େ ୮ଟାରେ ନିଜ ପରିବାର ସହ ସେ…

ଜଳନ୍ଧର ନାଏକ ହେଲେ କଳାହାଣ୍ଡି ଜିଲା କଂଗ୍ରେସ ସଭାପତି

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଜଳନ୍ଧର ନାଏକଙ୍କୁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ମନୋନୀତ କରିଛନ୍ତି। ଜିଲା ସଭାପତି ନାଏକ ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ଜିଲା ଯୁବ କଂଗ୍ରେସ…

ଓଡ଼ିଶା ଷ୍ଟେଟ୍‌ ଓପନ୍‌ ସୁଟିଂ ଚାମ୍ପିଅନଶିପ୍‌: କଳାହାଣ୍ଡିର ପୁଅ ବିଶ୍ୱଜିତଙ୍କ କମାଲ୍‌, ଜିତିଲେ ସ୍ବର୍ଣ୍ଣ ସହ…

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ୨ ଦିନ ଧରି ଚାଲିଥିବା ଦ୍ୱିତୀୟ ଓଡ଼ିଶା ଷ୍ଟେଟ ଓପନ୍‌ ସୁଟିଂ ଚାମ୍ପିଅନ୍‌ଶିପରେ କମାଲ ଦେଖାଇଛନ୍ତି କଳାହାଣ୍ଡିର ପୁଅ ବିଶ୍ୱଜିତ ପାତ୍ର। ଓଡିଶା ରାଇଫଲ ଆସୋସିଏଶନ ପକ୍ଷରୁ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ କଳାହାଣ୍ଡି ଜିଲା…

ରିଷିଡ଼ାରେ ମନମୋହୁଛି ମହାପ୍ରଭୁ ଜଗନ୍ନାଥଙ୍କ ଦଶାବତାର: ନରସିଂହ ବେଶ ଦେଖିବାକୁ ପ୍ରବଳ ଭିଡ

ରିଷିଡା, ୧।୭( ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ା ମାଉସୀ ମା’ ମନ୍ଦିରରେ ମଙ୍ଗଳବାର ଚତୁର୍ଥ ଦିବସରେ ଶ୍ରୀ ଜଗନ୍ନାଥ ନରସିଂହ ଅବତାର ବେଶରେ ସଜେଇ ହୋଇଛନ୍ତି। ଏହି ଅବତାରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ…

ଶହୀଦ ଡୋଳାମଣିଙ୍କୁ ମନେପକାଇଲେ ଗ୍ରାମବାସୀ

କେସିଙ୍ଗା,୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କଶ୍ରୁପଡା ଗ୍ରାମସ୍ଥିତ ମାର୍କେଟ କମ୍ପ୍ଲେକ୍ସ ଠାରେ ସ୍ଥାପିତ ଗ୍ରାମର ଶହୀଦ ଯବାନ ଡୋଳାମଣି ସାଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ତାଙ୍କର ବଳିଦାନ ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। ସେ ୧୯୯୭ ଜୁଲାଇ ୧…

ଗଛ ଲଗାଇ ‘ବନ ମହୋତ୍ସବ ସପ୍ତାହ’ ଶୁଭାରମ୍ଭ କଲେ ବିଚାରପତି

କେସିଙ୍ଗା,୧/୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ତାଲୁକ ଆଇନ ସେବା ସମିତି ତରଫରୁ ‘ବନ ମହୋତ୍ସବ ସପ୍ତାହ’ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକର ଦେଓଗାଁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଛି।…

ବନ୍ଧାହେଲେ କୋଟିପତି ଅଧିକାରୀ: ୮୪ ଏକର ଜମି ସାଙ୍ଗକୁ ଘରେ ରଖିଥିଲେ ପୁଳାପୁଳା ସୁନା

ଭୁବନେଶ୍ୱର,୧।୭: ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ…

ପ୍ଲଟ ପ୍ରିୟ ସରକାରୀ ବାବୁ: ଲାଞ୍ଚ ଟଙ୍କାରେ କରିଛନ୍ତି ୫୭ ଏକର ଜମି, ୨ ଫାର୍ମହାଉସ୍‌

ଭୁବନେଶ୍ୱର/ଭବାନୀପାଟଣା,୩୦।୬ (ଉତ୍ତମ କୁମାର ଦାଶ): ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍‌ କରିଛି। ଏହି ରେଡ୍‌ରେ ଦୟାନିଧିଙ୍କ ନାଁରେ ୫୭ ଏକର…

ଗୋଚର-ଜଳଚର ଜମି ଉଚ୍ଛେଦ ପାଇଁ ଗାଈଗୋରୁ ରଖି ଗଣଧାରଣା: ଜିଲାପାଳଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କସୃପଡା ଗ୍ରାମ ପଞ୍ଚାୟତସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଗୋଚର ଓ ଜଳଚର ଜମି ଉଚ୍ଛେଦ ପାଇଁ ଚାଷୀମାନେ ଗାଈଗୋରୁ ରଖି ସୋମବାର ସକାଳ ୮ଟାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଗଣଧାରଣା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?