କଳାହାଣ୍ଡି

ବିଷାକ୍ତ ମାଦକ ଦ୍ରବ୍ୟଠାରୁ ଦୂରେଇ ରହିବା ନେଇ ସଚେତନ କଲା ଅବକାରୀ ବିଭାଗ

କେସିଙ୍ଗା,୨୫ା୬ (ତୁମେଶ୍ବର ସାହୁ)- ଜିଲା ଅବକାରୀ ଓ କେସିଙ୍ଗା ପଞ୍ଚାୟତ ସମିତି ମିଳିତ ଉଦ୍ୟମରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ଗତ ୨୦ତାରିଖରେ ସଚେତନତା ଅଭିଯାନ ଆରମ୍ଭ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟରେ ନୂତନ ମାଜିଷ୍ଟ୍ରେଟଙ୍କ ଯୋଗଦାନ

ଥୁଆମୂଳ ରାମପୁର, ୨୫ା୬(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ନୂତନ ମାଜିଷ୍ଟ୍ରେଟ ଭାବରେ ଡ଼. ତରୁଣ କୁମାର ସାହୁ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ଏଠାରେ ମାଜିଷ୍ଟ୍ରେଟ ଥିବା ସୋମେଶ ସୋମ୍ୟାଜିତ ପଣ୍ଡାଙ୍କ ଭୁବନେଶ୍ୱରସ୍ଥିତ…

ଗୋଚର ଜମି ଚିହ୍ନଟ କରିବାକୁ ଦାବି

କର୍ଲାମୁଣ୍ଡା,୨୫ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଗୋଚର ଜମି ଚିହ୍ନଟ ସହ ଜବରଦଖଲ ଉଚ୍ଛେଦ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ବ୍ଲକର ରେଗଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି, ରେଗଡାଠାରେ ଥିବା ଦୁଇଶହ ଏକରରୁ ଊଦ୍ଧର୍‌ବ ଗୋଚର…

ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଘରକୁ ଫେରିଥିବା ବେଳେ ସହାୟତା ପାଇଁ ଜିଲା…

ନିଲାମ ହେଉନି, ବେଧଡ଼କ ଚାଲିଛି ଖଣି ଚୋରି

ଭବାନୀପାଟଣା, ୨ି୫ା୬(ଉତ୍ତମ କୁମାର ଦାଶ):ପ୍ରାକୃତିକ ସମ୍ପଦରେ ଭରପୂର କଳାହାଣ୍ଡି। ଜିଲାରେ ପରିପୂର୍ଣ୍ଣ ରହିଛି ବିଭିନ୍ନ ରତ୍ନପଥର ଓ ଖଣିଜ ସମ୍ପଦ। ଜିଲାରେ ମୋଟ ୧୪୨ଟି ବୃହତ୍‌ ଖଣି ଉତ୍ସ ଓ ୧୨ଟି ରତ୍ନପଥର ଉତ୍ସ ଠାବ ହୋଇଥିବା ବେଳେ ସରକାରୀ ଭାବେ…

ସମସ୍ୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ, ଦାବି ଜଣାଇ…

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟାକୁ ନେଇ ସହରସ୍ଥିତ ସିଟିଜେନ ଫୋରମର ସଭାପତି ଡ଼.ହେମ ସାଗର ସାହା ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ସାକ୍ଷାତ କରିଛନ୍ତି। ସେ ଏହି ଅବସରରେ ୮ ଦଫା ସମ୍ବଳିତ ଏକ…

ଅବ୍ୟବସ୍ଥାରେ ଧାନ କିଣା: ଟୋକନ୍‌ ଅବଧି ସରିଲା, ଉଠିଲାନି ଧାନ

ଭବାନୀପାଟଣା,୨୪ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ରବି ଧାନ କିଣା ଅବ୍ୟସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଅନେକ ମଣ୍ଡିରେ ଏବେ ମଧ୍ୟ ହଜାର ହଜାର କୁଇଣ୍ଟାଲ ଧାନ ବିକ୍ରି ନ ହୋଇ ପଡିରହିଛି। ଲଗାଣ ବର୍ଷା ଚାଷୀଙ୍କ ସମସ୍ୟାକୁ ଆହୁରି ଦ୍ବିଗୁଣିତ…

ଧରିତ୍ରୀ ପ୍ରଭାବ: ମମତାଙ୍କୁ ମିଳିଲା ଭତ୍ତା

କର୍ଲାମୁଣ୍ଡା,୨୩ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁର ମମତା ଭୋଇଙ୍କ ସ୍ବାମୀ ମାଡ୍ରାସ ଭୋଇ (୪୫) କୌଣସି ରୋଗରେ ଆକ୍ରାନ୍ତ ହୋଇ ଗତ ମାର୍ଚ୍ଚ ମାସରେ ମୃତ୍ୟୁବରଣ କରିଥିଲେ। ଏହାପରେ ମମତା ଦୁଇ ସନ୍ତାନ…

ଅପମିଶ୍ରିତ ନିଶା ଦ୍ରବ୍ୟ ବିରୋଧରେ …

ଥୁଆମୂଳ ରାମପୁର,୨୩ା୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ସଭା ଗୃହଠାରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଥୁଆମୂଳ…

ନବୀନଙ୍କ ଆରୋଗ୍ୟ କାମନା କରି ଦୀପଦାନ କଲେ ବିଜେଡି କର୍ମୀ

ତୁଣ୍ଡଲା/କର୍ଲାମୁଣ୍ଡା, ୨୨।୬(ଫିରୋଜ କୁମାର ଦାଶ/ପ୍ରଦୀପ କୁମାର ସାହୁ)-ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆରୋଗ୍ୟ କାମନା କରି କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ରବିବାର ଜିଲାର ସର୍ବପୁରାତନ ଧବଳେଶ୍ୱର ବାବାଙ୍କ ନିକଟରେ ସାମୂହିକ ଦୀପଦାନ କରାଯାଇଛି। ନବୀନ ତାଙ୍କ ଚିକିତ୍ସା…

ତାଇୱାନରେ ବାଲୁକା କଳା ପ୍ରଦର୍ଶନ କଲେ ଓଡ଼ିଆ ପୁଅ ଓମ୍‌ପ୍ରକାଶ

କର୍ଲାମୁଣ୍ଡା, ୨୨।୬(ପ୍ରଦୀପ କୁମାର ସାହୁ)-ତାଇୱାନର ମ୍ୟାଓଲି ସହରରେ ଥିବା ଟଙ୍ଗସାଇଆଓ ବିଚ୍‌ରେ ଅନୁଷ୍ଠିତ ବାଲୁକା କଳା କର୍ମଶାଳାରେ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ ଯୋଗଦେଇଛନ୍ତି। ମୋ ହୃଦୟର ଛୋଟ ପୃଥିବୀ (ଦ ଲିଟିଲ ଓ୍ବାରଲ୍ଡ ଇନ୍‌ ମାଇଁ ହାର୍ଟ) ଶୀର୍ଷକ…

ହେଉନି ନିର୍ମାଣ କାମ: ମରଣଯନ୍ତା ପାଲଟିଛି ସିଲେଟପଡ଼ା ରାସ୍ତା

କର୍ଲାମୁଣ୍ଡା:୨୨।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ଦୀର୍ଘ ଦିନ ହେଲା ମରାମତି କିମ୍ବା ନିର୍ମାଣ କାର୍ଯ୍ୟ ହୋଇ ନ ଥିବାରୁ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?