କଳାହାଣ୍ଡି

ରାଜ୍ୟସ୍ତରୀୟ ଟ୍ରାପ ଶୁୁଟିଂ ଚାମ୍ପିୟନଶିପରେ: ବାଜି ମାରିଲେ ଶୁଭମ୍‌

ଥୁଆମୂଳ ରାମପୁର,୨୨।୬:(ଦୁର୍ଗା କୀର୍ତ୍ତି): ଦୁର୍ଗମ, ପଛୁଆ ଅଞ୍ଚଳ ଆଉ ପଛରେ ନାହିଁ । ସେ ଶିକ୍ଷା, ଦୀକ୍ଷା, କଳାସଂସ୍କୃତି ଠାରୁ ଆରମ୍ଭ କରି ଅନେକ କ୍ଷେତ୍ରରେ ଆଗକୁ ଯାଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଡୁମେରପଦର ଗ୍ରାମର…

ଜୁନାଗଡ଼ ଆତ୍ମା ଅଧ୍ୟକ୍ଷଙ୍କ ପରଲୋକ

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ମୃତ୍ୟୁ କାହାକୁ କେତେବେଳେ କେମିତି ନେବ କେହି କହିପାରିବେ ନାହିଁ। କଳାହାଣ୍ଡି ଜିଲା ଜୁନାଗଡ଼ ଆତ୍ମାର ଅଧ୍ୟକ୍ଷ ଅଶୋକ ପଟ୍ଟନାୟକ (୫୫) ରବିବାର ଘରର ଛାତକୁ ଯାଇଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା…

ହସ୍ପିଟଲରେ ଆଶା କର୍ମୀଙ୍କୁ ବଳାତ୍କାର ଉଦ୍ୟମ

କୋକସରା,୨୧ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଜନୈକା ଆଶା କର୍ମୀଙ୍କୁ ବଳାତ୍କାର ଉଦ୍ୟମ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେ ହେଲେ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ କର୍ମଚାରୀଙ୍କ ପୁଅ କୁଶ…

କର୍ଲାମୁଣ୍ଡାର ପ୍ରଥମ ମହିଳା ବ୍ଲକ ଉପାଧ୍ୟକ୍ଷାଙ୍କ ପରଲୋକ

କର୍ଲାମୁଣ୍ଡା/ରିଷିଡା ୨୧।୬: ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପ୍ରଥମ ମହିଳା ବ୍ଲକ ଉପାଧ୍ୟକ୍ଷା ସୂର୍ଯ୍ୟକାନ୍ତି ପାତ୍ରଙ୍କ ୬୨ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଏହି ଖବର ପ୍ରଚାରିତ ହେବ ପରେ ଅଞ୍ଚଳରେ ଶୋକର ଛାୟା…

କାମରେ ଆସୁନି ମାଲିଗୁଡ଼ା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ

ଲାଞ୍ଜିଗଡ଼,୨୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଲାଞ୍ଜି ପଞ୍ଚାୟତ କାଣ୍ଡମାଠାରେ ମାଲିଗୁଡ଼ା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଚାଷୀଙ୍କ କାମରେ ଆସୁନାହିଁ। ସୂଚନାନୁସାରେ ୨୦୦୩ ମସିହାରେ ପ୍ରକଳ୍ପ କାମ ଆରମ୍ଭ ହୋଇଥିବାବେଳେ ୨୦୦୪ ସୁଦ୍ଧା ପ୍ରାୟ ୭୦ ପ୍ରତିଶତ ଶେଷ…

‘ଯୋଗ ଦ୍ୱାରା ମାନସିକ-ଶାରୀରିକ ବିକାଶ ହୋଇଥାଏ’

କେସିଙ୍ଗା,୨୧ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱାରା ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଖେଳ ଭବନଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୬ାରେ ନାମ ପଞ୍ଜୀକୃତ…

ଦୁର୍ଗମ ଅଞ୍ଚଳରେ ସହାୟକ ହେବ ଭ୍ରାମ୍ୟମାଣ ଚିକିତ୍ସା ୟୁନିଟ

ଥୁଆମୁଳ ରାମପୁର,୧୯।୬(ଦୁର୍ଗା କୀର୍ତ୍ତି):ସ୍ବାସ୍ଥ୍ୟ ସ୍ବରାଜ ସୋସାଇଟି, ପଶ୍ଚିମବଙ୍ଗର ସାଲବୋନିର ଭାରତୀୟ ରିଜର୍ଭ ବ୍ୟାଙ୍କ ନୋଟ ମୁଦ୍ରଣ ପ୍ରାଇଭେଟ ଲିମିଟେଡ଼, ଉଦାର ସହଯୋଗରେ ଦୂରଦୂରାନ୍ତ ବିଭିନ୍ନ ଆଦିବାସୀ ଗ୍ରାମ ଗୁଡିକୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଏକ ଅତ୍ୟାଧୁନିକ ମୋବାଇଲ ମେଡିକାଲ ୟୁନିଟ (MMU)…

କୂଅରେ ଖସିପଡ଼ିଲା ଗାଈ, ଦମକଳ କେନ୍ଦ୍ର କର୍ମଚାରୀଙ୍କ ପ୍ରୟାସ ପରେ…

କୋକସରା,୧୮ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ପଞ୍ଚାୟତ ନୂଆପଡ଼ା ନିକଟ ନାଗପଡା ଗ୍ରାମର ଏକ କୂଅରେ ପଡିଥିବା ଗାଈକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ନାଗୁପଡା ଗ୍ରାମର କେଶରୀ ନାଗଙ୍କ ଗାଈ ବୁଧବାର ଚରିବାକୁ ଯାଇ…

୧୦ ଦଫା ଦାବିରେ ସଚେତନ ନାଗରିକ ମଞ୍ଚର ଧାରଣା; କେସିଙ୍ଗାରୁ ଭୁବନେଶ୍ୱରରୁ ଟ୍ରେନ୍‌ ଚଳାଚଳ ସହ…

କେସିଙ୍ଗା,୧୮।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା ସଚେତନ ନାଗରିକ ମଞ୍ଚ ପକ୍ଷରୁ ୧୦ଦଫା ଦାବି ନେଇ କେସିଙ୍ଗା ସଚେତନ ନାଗରିକ ମଞ୍ଚ ତରଫରୁ ଧାରଣା ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ସହର ସ୍ଥିତ ପୁରୁଣା ଷ୍ଟେଟ…

IAS ଧୀମାନ ଚକମାଙ୍କ ତ୍ରିପୁରାସ୍ଥିତ ଜନ୍ମସ୍ଥାନରେ ତଦନ୍ତ କଲା ଓଡ଼ିଶା ଭିଜିଲାନ୍ସ

ଭୁବନେଶ୍ୱର,୧୮।୬: ଲାଞ୍ଚ ନେବା ମାମଲାରେ ଗିରଫ ହୋଇଥିବା ଆଇଏଏସ ଅଧିକାରୀ ଧୀମାନ ଚକମାଙ୍କ ସହ ଜଡ଼ିତ ସ୍ଥାନଗୁଡ଼ିକରେ ତଦନ୍ତ ପାଇଁ ତ୍ରିପୁରା ଓ ହିମାଚଳ ପ୍ରଦେଶରେ ଓଡିଶା ଭିଜିଲାନ୍ସର ତିନିଟି ଦଳ ଚଢ଼ାଉ କରିଛି। ଭିଜିଲାନ୍ସ ଏକ ବିବୃତିରେ କହିଛି ଯେ…

ବଜାର ପିଣ୍ଡିରେ ନ ବସି ବିପଦପୂର୍ଣ୍ଣ ରାସ୍ତାକଡ଼ରେ ବସୁଛନ୍ତି ବ୍ୟବସାୟୀ, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୧୮ା୬(ଦୁର୍ଗା କୀର୍ତ୍ତି): ସରକାରଙ୍କ ପକ୍ଷରୁ ବ୍ଲକ ଓ ପଞ୍ଚାୟତ ନିର୍ଦ୍ଦେଶରେ ସର୍ବସାଧାରଣଙ୍କ ଉଦ୍ଦିଷ୍ଟ ନିମନ୍ତେ ବିଭିନ୍ନ ସ୍ଥାନରେ ସାପ୍ତାହିକ ବଜାର ବସାଇବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚରେ ନିର୍ମାଣ କରାଯାଉଛି, ବଜାର ଓ ସେଡ୍‌ର ବ୍ୟବସ୍ଥା ଏହା ଦ୍ବାରା ଦୋକାନୀମାନେ…

ବିନା ସୂଚନା ଫଳକରେ ଚାଲିଛି ପଞ୍ଚାୟତ କାର୍ଯ୍ୟାଳୟ ମରାମତି, ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ଗ୍ରାମ ପଞ୍ଚାୟତ ଦୀର୍ଘ ବର୍ଷ ଅବ୍ୟବସ୍ଥା ଘେରରେ ରହିଛି। ବର୍ତ୍ତମାନ ଲକ୍ଷାଧିକ ଟଙ୍କାରେ ଏହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ମରାମତି କାର୍ଯ୍ୟ ଚାଲୁରହିଥିଲେ ମଧ୍ୟ ନିର୍ମାଣସ୍ଥଳରେ କାମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?