ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍ ହେଲେ ସିଦ୍ଧାର୍ଥ ପଣ୍ଡା
ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ…
ଆସନ୍ତା ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ
ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର ଭବାନୀପାଟଣା ସହର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନ ପରିସରରେ ପଥ ମହୋତ୍ସବ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ…
OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ
କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା…
ପୁଣି ବିଜେଡିକୁ ଝଟ୍କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…
ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ): ପୁଣି ବିଜେଡିକୁ ଝଟ୍କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ…
ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….
ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ସ୍ଥାନୀୟ ଟାଉନ ଥାନା ପୋଲିସ ଉଦ୍ଧାର କରିଛି । ମୃତ ଯୁବତୀଙ୍କ ନାମ…
ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର
କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ ବୋଲି ଜିଦ୍ କରି ୫ଦିନ ହେଲା ଗଣଧାରଣା ଦେଇଛନ୍ତି। ଦଶହରା ଛୁଟି ପରେ…
ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର
ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଜିଲାର ବିଭିନ୍ନ ଉନ୍ନୟନ କାମକୁ ନେଇ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ…
କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ
ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଛାତ୍ରୀଙ୍କ ପରିବାର ଲୋକେ…
ଜେଲ୍ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା
କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍ ଧରି କହୁଛନ୍ତି ଯେ, ଜେଲ୍ ପଛେ ଯିବୁ ଯୋଗଦାନ କରେଇ ଦେବୁ ନାହିଁ ବୋଲି…
ନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣି
ଭବାନୀପାଟଣା/ନର୍ଲା,୧୫।୧୦ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ବିଲାଟ ଗ୍ରାମରୁ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ନିକଟିସ୍ଥ ସାନ୍ଦୁଲ ନଦୀରେ ବୁଡିଯାଇ ୨ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନେହା ଦୁର୍ଗା(୧୯)…
ବ୍ୟବସାୟଙ୍କଠାରୁ ଟଙ୍କା ଲୁଟିନେଲେ ୪ ୱେବ ଖବରଦାତା: ଧରିଲା ପୋଲିସ
ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍ ଘଟଣାରେ ୫ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ୫ଜଣଙ୍କ ମଧ୍ୟରୁ ୪ଜଣ ୱେବ ଖବରଦାତା ବୋଲି ଜଣାପଡିଛି। ଅକ୍ଟୋବର…
ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ
ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା ୩ ଜଣକୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ…
Archives


