କଳାହାଣ୍ଡି

ପୁଣି ଦାଉ ସାଧିଲା ବର୍ଷା, ଧାନକିଣା ବାଧାପ୍ରାପ୍ତ

ଭବାନୀପାଟଣା,୧୧ା୬ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ଘଡ଼ଘଡି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ଜିଲାରେ ଧାନ କିଣା ପ୍ରଭାବିତ ହୋଇଛି। ଅନେକ ମଣ୍ଡିରେ ଧାନକିଣା ବନ୍ଦ ହୋଇଛି। ମଣ୍ଡି ଆରମ୍ଭରେ ମଧ୍ୟ କିଛି…

ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ: ଅସରାଏ ବର୍ଷାରେ ବେହାଲ ମୁଖ୍ୟାଳୟ ରାସ୍ତା

ଥୁଆମୂଳ ରାମପୁର,୧୧ା୬ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟ ଦେଇ ଯାଇଥିବା ରାସ୍ତା ଅସରାଏ ବର୍ଷାରେ ବେହାଲ ହୋଇପଡିଥିଲା। ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ ଯୋଗୁ ଡ୍ରେନ୍‌ରେ ପାଣି ଯିବା ବଦଳରେ ରାସ୍ତା ଉପରେ ବର୍ଷା ଜଳ ପ୍ରବାହିତ…

ଧର୍ମଗଡ଼ ଉପଜିଲାପାଳ IAS ଧୀମାନ ଚକ୍‌ମା ସସ୍‌ପେଣ୍ଡ୍‌, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲାପାଳ ଓ ୨୦୨୧ ବ୍ୟାଚର IAS ଅଫିସର ଧୀମାନ ଚକ୍‌ମାଙ୍କୁ ସସ୍ପେଣ୍ଡ୍ କରାଯାଇଛି। ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ପରେ ମୁଖ୍ୟମନ୍ତ୍ରୀ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ…

୧୦ ଲକ୍ଷ ଲାଞ୍ଚନେଇ ବନ୍ଧାହୋଇଥିଲେ ଉପଜିଲାପାଳ ଜେଲରେ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ପିଚୁରାସ୍ତା ନିର୍ମାଣ ପାଇଁ ଅଭିବାବକ ମହଲରେ ଦାବି

କେସିଙ୍ଗା,୧୦।୬(ତୁମେଶ୍ବର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ଗ୍ରାମ ସ୍ଥିତ ମଶାଣିମୁଣ୍ଡା ଗ୍ରାମ ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୨୦୧୬ -୧୭ ମସିହାରେ ଓଡିଶା ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଏହି ବିଦ୍ୟାଳୟରେ ଷଷ୍ଠରୁ ପ୍ଲସ -୨ ଯାଏ ଖୋଲା ଯାଇଛି।…

ମହଙ୍ଗା ପଡିଲା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା: ଜେଲଗଲେ ଲାଞ୍ଚୁଆ ଉପଜିଲାପାଳ

ଭବାନୀପାଟଣା,୯।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ…

ପାରମ୍ପରିକ ଖାଦ୍ୟରେ ମହକିଲା ବ୍ଲକ ପରିସର

କର୍ଲାମୁଣ୍ଡା:୯।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରରେ ସୋମବାର ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ତେରେସିଙ୍ଗା ମା’ ଜଗତ ଜନନୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପ୍ରଥମ ଏବଂ ଟେର୍ଚାପଲା…

ବନ୍ଧାହେଲେ ଉପଜିଲାପାଳ: ୧୦ ଲକ୍ଷ ଲାଞ୍ଚ ନେଇ ଧରାପଡ଼ିଥିଲେ

ଧର୍ମଗଡ଼,୯।୬: କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକ୍‌ମାଙ୍କୁ ଭିଜିଲାନ୍ସ ଗିରଫ କରିଛି। କ୍ରଶର ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ଏନେଇ ଭିଜିଲାନ୍ସ ସେଲ୍‌ ଥାନା ପକ୍ଷରୁ ମାମଲା (ନଂ.୬/୨୦୨୫)…

୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଉପ-ଜିଲାପାଳଙ୍କୁ ମାଡି ବସିଲା ଭିଜିଲାନ୍ସ

ଭବାନିପାଟଣା, ୮ା୬(ଉତ୍ତମ ଦାଶ): କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧୀମାନ ଚକ୍ମା, ଆଇଏଏସ (୨୦୨୧ ବ୍ୟାଚ), ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି। ଅଭିଯୁକ୍ତ ଉପ-ଜିଲାପାଳ ମୋଟ…

ସଙ୍ଗଠନକୁ ମଜଭୁତ କରିବାକୁ ଏକାଠି ହେଲେ କଳାକାର

କର୍ଲାମୁଣ୍ଡା:୮।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପେନସନ ଭୋଗୀ କଳାକାର ସଂଘର ବାର୍ଷିକ ବୈଠକ ଟକାରୁମାଲ ସ୍ଥିତ ଗିରିଗୋବର୍ଦ୍ଧନ ପୀଠରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଳାକାର କ୍ଷୀର ସାଗର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି…

ସଚେତନତା ଆଗରେ ଭାରିପଡୁଛି ଅନ୍ଧ ବିଶ୍ୱାସ: ଗୁଣିଗାରେଡି ସନ୍ଦେହରେ ବଳି ପଡୁଛି ନିରୀହ ଜୀବନ

ଭବାନୀପାଟଣା,୭ା୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଏମିତି କିଛି ଅଞ୍ଚଳ ଅଛି ଯେଉଁଠି ଆଜି ବି ଲୋକେ ଗୁଣିଗାରେଡି ଉପରେ ବିଶ୍ବାସ କରୁଛନ୍ତି। ଏପରିକି ଏହି ଅନ୍ଧ ବିଶ୍ବାସ ନିରୀହ ଲୋକଙ୍କ ଜୀବନ ମଧ୍ୟ ନେଇଯାଉଛି। ଅନ୍ଧବିଶ୍ୱାସ ରୋକିବାକୁ ବିଭିନ୍ନ ସମୟରେ ସଚେତନତା…

ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା: ମା’ ଅନ୍ନପୂର୍ଣ୍ଣା ଗୋଷ୍ଠୀ ପ୍ରଥମ

ଥୁଆମୂଳ ରାମପୁର, ୭ା୬ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ସୁଭଦ୍ରା ଶକ୍ତି କାର୍ଯ୍ୟକ୍ରମରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୫ଟି ଏସ୍‌ଏଚ୍‌ଜି ଭାଗ ନେଇଥିଲେ। ମିଶନ ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?