ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…
କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଜିଲାପାଳ ପ୍ରଥମେ ପ୍ରଧାନଶିକ୍ଷକଙ୍କଠାରୁ ସ୍କୁଲର ସାମଗ୍ରିକ…
ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ
କେସିଙ୍ଗା,୫।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ ଓ ଉପାଧକ୍ଷ୍ୟା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଶୁକ୍ରବାର ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିବାର ଜଣାପଡିଛି।…
ବିରାଜିବେ ମା’: ଆକର୍ଷଣ ସାଜିବ ଦିଲ୍ଲୀର ଲାଲକିଲ୍ଲା ମଣ୍ଡପ
ଭବାନୀପାଟଣା,୫/୧୦(ଉତ୍ତମ କୁମାର ଦାଶ):ମା’ ଦୁର୍ଗାଙ୍କ ଆଗମନ ପାଇଁ କଳାହାଣ୍ଡି ଜିଲା ଭବାନୀପାଟଣା ସହର ଚଳଚଞ୍ଚଳ ହୋଇଉଠିଛି। ସହରର ନକଟିଗୁଡ଼ା ପୂଜା ମଣ୍ଡପ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥାଏ। ଚଳିତବର୍ଷ ଦିଲ୍ଲୀର ଲାଲକିଲ୍ଲା ଆକୃତିର ପୂଜାମଣ୍ଡପ ଆକର୍ଷଣ ସାଜିବ ବୋଲି କମିଟି ପକ୍ଷରୁ କୁହାଯାଇଛି।…
ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ଡିଏଫ୍ଓଙ୍କୁ ଜେରା କଲେ ଏସ୍ଡିପିଓ
ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ ଡିଏଫ୍ଓଙ୍କ ସଂପୃକ୍ତି ଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ ପ୍ରିୟଙ୍କା ସୁବୁଦ୍ଧି ଓ ଭାଇ…
କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼
ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି । ଗୋଳମୁଣ୍ଡା କଲେଜର ଏକାଡେମିକ୍ ଉତ୍ସବରେ ଯୋଗଦେବାକୁ ଯାଇଥିବା ବେଳେ ତାଙ୍କ…
୨ ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ:ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ଓ୍ବାର୍ଡମେମ୍ବର
ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ୭ ଜଣ ୱାର୍ଡମେମ୍ବର ଓ ସମିତିସଭ୍ୟ। ଏ ନେଇ ଗୁରୁବାର ସେମାନେ ଭବାନୀପାଟଣା ଆସି ଜିଲାପାଳଙ୍କୁ ଲିଖିତ ଅଭିଯୋଗ ଦେଇଛନ୍ତି।…
ଅବ୍ୟବସ୍ଥାରେ ଲୋକାର୍ପଣ ହେଲା ଏକଲବ୍ୟ ଆଦର୍ଶ ବିଦ୍ୟାଳୟ
ଥୁଆମୂଳ ରାମପୁର,୨।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜଲା ଥୁଆମୁଳ ରାମପୁର ବ୍ଳକ ଅଧିନସ୍ଥ ଗୁଣୁପୁର ପଞ୍ଚାୟତ ସ୍ଥିତ ସାଇସୁରୁଣୀ ଗ୍ରାମରେ ହୋଇଥିବା ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଆଭାସୀ ମାଧ୍ୟମରେ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…
ଚର୍ଚ୍ଚାରେ ବିନାୟକ ରେସିଡେଣ୍ଟ କଲେଜ:ଅବହେଳା ପାଇଁ ୨୦୧୯ରେ ଜେଲ ଯାଇଥିଲେ ଅଧ୍ୟକ୍ଷ
ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟସ୍ଥ ବିନାୟକ ରେସିଡେଣ୍ଟ କଲେଜରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସିଛି। ଗତ ରବିବାର ରାତିରେ ଏଠାକାର ଜଣେ ଯୁକ୍ତ ୨ ଦ୍ୱିତୀୟ ବର୍ଷ (କଳା) ବିଭାଗର ଛାତ୍ର…
୧୦ କିଲୋମିଟର ଭାରରେ ବୁହାହେଲେ ରୋଗୀ
ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍.ରାମପୁର ବ୍ଲକର ଆଦିବାସୀ ଅଧ୍ୟୁଷିତ ତଥା ମାଓବାଦୀପ୍ରବଣ ଦୁର୍ଗମ ଲୁବେନଗଡ଼ ପଞ୍ଚାୟତର ପୁଇଝରୀ ଗାଁରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଏହି ଗାଁର ଇଟିଲି ମାଝୀ (୫୨)ନାମକ ଜଣେ ମହିଳା ଜ୍ୱରରେ…
ଅଳିଆଗଦାରେ ପଡ଼ିଥିଲା ନବଜାତ ଶିଶୁକନ୍ୟା, କାନ୍ଦ ଶବ୍ଦ ଶୁଣି…
କୋକସରା/ଜୟପାଟଣା/କଲମପୁର,୨ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍ପ୍ରକାଶ ବୈଠାରୁ/ଗଣେଶ ରାମ ବାଗ୍): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଭୁର୍ସିଗୁ୍ଡ଼ା ଗାଁରେ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗାଁର ଗୋଟିଏ ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟାକୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ମଙ୍ଗଳବାର ରାତିରେ…
ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ
ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ବିଜେଡି ନେତା ତଥା ଅନ୍ତର୍ଜାତୀୟ କବି ଡ. ଭବାନୀ ଶଙ୍କର ନିଆଲ ବୁଧବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି…
ଶଟ୍ ସର୍କିଟ ଲାଗି ଜଳିଗଲା ବାଇକ୍
କୋକସରା,୨।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମୋଟେର ଚାରବାହାଲ ଜାତୀୟ ରାଜପଥ ୨୬ ନିକଟରେ ଶଟ୍ ସର୍କିଟ ଯୋଗୁ ହୁତୁହୁତୁ ହୋଇ ଜଳିଗଲା ବାଇକ୍। ପ୍ରକାଶ ଯେ, ବଜାଜ ଶୋ ରୁମକୁ ବାଇକ୍ ସର୍ଭିସିଂ କରିବାକୁ ଆଣିଥିଲେ।…
Archives


