କଳାହାଣ୍ଡି

ସୁଆସ୍‌ତିଅ ସେବାରୁ ବଁଚିତ୍‌ ବେହେରା, ଛଞ୍ଚାଣବାହାଲି ପଁଚେତ୍‌ବାସୀ: ଦରଖଁଡ଼ିଆ ହେଇ ପଡ଼ିଛେ ଡାକ୍‌ତରଖାନା କୁଠା

ପର୍ଲା,୧୩।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ବେହେରା ଆର ଛଞ୍ଚାଣବାହାଲି ଗଁ। ରେ ଥିବାର ହୋମିଓପ୍ୟାଥି ଡାକ୍‌ତରଖାନା ଲୁକ୍‌କର ସେବାରେ ନାଇଁ ଲାଗିପାରବାର। ୫ରୁ ୬ ବଛର ତଲେ ଡାକ୍‌ତରଖାନାର କୁଠା ତିଆରି କାମ୍‌...

୨ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ଧଅଁରାଖମନ ଗାଁର ୮ ବୁଢ଼ାବୁଢ଼ୀ

କର୍ଲାମୁଣ୍ଡା, ୧୨।୩ (ଡି.ଏନ୍‌.ଏ.)- ସରକାର ବୁଢ଼ାବୁଢ଼ୀ, ବିଧବା, ଛାର୍‌ରି ମହିଲା, ଦିବ୍ୟାଙ୍ଗମାନକୁ ସାମାଜିକ ସୁରକ୍ଷା ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ଲାଭ ପାଏବାରୁ...

ଗାଁବାସୀକୁ ଘାରୁଛେ ଫ୍ଲୋରାଇଡ ପାଏନ୍‌ ଚିନ୍‌ତା

ଗୋଲାମୁଣ୍ଡା, ୧୨।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଗଣ୍ଡାମେର ଗାଁବାସୀକୁ ଫ୍ଲୋରାଇଡ ପାଏନ୍‌ର ଚିନ୍‌ତା ଘାରୁଛେ। ଗାଁବାସୀକର ପିଇଲା ପାଏନ୍‌ ସୁବିଧା ଲାଗି ଲକ୍ଷାଧିକ ଟଁକା ଖରଚ୍‌ରେ ଗୁଟେ ପାଏନ୍‌ ପ୍ରକଳ୍ପ ତିଆର କରାଯାଇଛେ। ହେଲେ ଟଁାକିରୁ...

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କଳାହାଣ୍ଡି ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଲ୍ଲୀ ଯାତ୍ରା

ଭବାନୀପାଟଣା,୧୧।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଓ ଅନ୍ୟାନ୍ୟ ଦାବି ନେଇ କଳାହାଣ୍ଡି ଜିଲା ମିଳିତ ଓକିଲ ସଂଘ ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପର୍ଯ୍ୟାୟକ୍ରମେ ଆନ୍ଦୋଳନ ଚାଲୁ ରହିଛି। ମାତ୍ର କେନ୍ଦ୍ର ଓ ରାଜ୍ୟ ସରକାର...

ହୋଲିରେ ଯୁବକଙ୍କୁ ହତ୍ୟା, ଜଳତାମୁଣ୍ଡା ଗ୍ରାମରେ ଶୋକର ଛାୟା

କୋକସରା,୧୦।୩(ଡି.ଏନ୍‌.ଏ.): ରଙ୍ଗର ପର୍ବ ହୋଲିରେ ସମସ୍ତେ ମସ୍‌ଗୁଲ ଥିବାବେଳେ କଳାହାଣ୍ଡି ଜିଲା କୋକସରା ଥାନା ଜଳତାମୁଣ୍ଡା ଗାଁରେ ଶୋକର ଛାୟା ଖେଳିଯାଇଛି। ଜଣେ ଯୁବକଙ୍କୁ ପଡ଼ୋଶୀ ହତ୍ୟା କରି ଘର ଆଗରେ ଫୋପାଡ଼ି ଦେଇଥିବା ମଙ୍ଗଳବାର ପରିବାର ଲୋକେ ଅଭିଯୋଗ...

ବୁଢ଼ୀ ମା’ର ଉପରେ ଦିବ୍ୟାଙ୍ଗ ଝି’ର ବୋଝ୍‌: ବଁଚ୍‌ବାର ରାହା ସାଜିଛେ ମୁଢ଼ି ପସରା

ପର୍ଲା, ୯।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ବୁରୁଧ୍‌ ବିଧବା ଲୋଚନୀ ନାଏକ(୮୦)। ବଏସର ଶେଷ ମୁଡ଼ସାକେ ପୁହୁଁଚିଲେନ। ଗୋଡ଼ହାତ ଥରି ଯାଉଛେ। ଆଏଁଖ୍‌କେ ଭଲଭାବେ ଦିଶ୍‌ବାର ନାଇଁ। ହେଲେ ସଖାଲ ପାଏଲେ...

ଲୋକ ସଂସ୍କୃତି ଓ ବିଶ୍ୱାସର ପ୍ରତୀକ ପର୍ବ ‘ହୋଲିପୁଡ଼ା’

ଭବାନୀପାଟଣା,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ପାଳିତ ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ରଙ୍ଗର ପର୍ବ ହୋଲିର ଅବ୍ୟବହିତ ପୂର୍ବରୁ ପାଳିତ ହେଉଥିବା ‘ହୋଲିପୁଡ଼ା’ ପର୍ବ ନିଆରା ଓ ଅନନ୍ୟ। କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଗ୍ରାମାଞ୍ଚଳରେ ଏହି ହୋଲିପୁଡା ପର୍ବ ଭିନ୍ନ...

ରାଜ୍ୟ ସଭା ପ୍ରାର୍ଥୀ ଭବାନୀପାଟଣାର ସୁଜିତ୍‌ କୁମାର: ଜିଲାରେ ଖୁସିର ଲହରି

ଭବାନୀପାଟଣା,୮।୩(ଡି.ଏନ୍‌.ଏ.): ରାଜ୍ୟ ବିଜେଡି ପକ୍ଷରୁ ଘୋଷିତ ପ୍ରାର୍ଥୀ ତାଲିକାରେ କଳାହାଣ୍ଡି ଜିଲାର ଭବାନୀପାଟଣା ନିବାସୀ ସୁଜିତ୍‌ କୁମାରଙ୍କ ନାମ ପ୍ରକାଶ ପାଇବା ପରେ ସହର ସମେତ ସମଗ୍ର ଜିଲାରେ ଖୁସିର ଲହରି ଖେଳିଖଯାଇଛି। ଏନେଇ ସୁଜିତ୍‌ କୁମାରଙ୍କୁ ଓ ତାଙ୍କ...

ଚାକିରି କରାଇଦେବା ନାଁରେ ଠକେଇ ମାମଲା: ଫେରାର୍‌ ଲାଇନ୍‌ମ୍ୟାନ ଗିରଫ

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବ ବିଦ୍ୟୁତ୍‌ ଖଣ୍ଡର ଲାଇନମ୍ୟାନ୍‌-ସି. ଜ୍ୟୋତିରଞ୍ଜନ ସାମଲଙ୍କୁ ପୋଲିସ ଗିରଫ କରିଛି । ଲାଇନମ୍ୟାନ୍‌ ସାମଲ ୨୦୧୭ ରେ ଭବାନୀପାଟଣାସ୍ଥିତ ବଡପଡାର ମଦନ...

ମାଗଣା ଜମି ପଟ୍ଟା ବଣ୍ଟନ ଗୁଜବ, ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଭିଡ଼

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଗଣା ଜମି ପଟ୍ଟା ପ୍ରଦାନ କରାଯାଉଛି। ଏହି ଖବର ଶୁଣି ଜିଲାର ବିଭିନ୍ନ ବ୍ଲକରୁ ସବୁଜ ପତ୍ରିକାଧାରୀ ମହିଳା ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏତେ ସଂଖ୍ୟକ ମହିଳାଙ୍କୁ ଦେଖି ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ...

ଭିଜିଲାନ୍ସ ପରେ ଏବେ ଇଡି ସ୍କାନରରେ ଅନାମ

ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରଥମେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ଏବେ ଇଡି ସ୍କାନର୍‌ରେ। ଗତ ଜାନୁୟାରୀ ୨୩ରେ ଗିରଫ ହୋଇ ଫେବୃୟାରୀ ୨୬ରେ ସେ ଜାମିନ ପାଇଥିଲେ। ଏବେ ଯେକୌଣସି ମୁହୂର୍ତ୍ତରେ...

ବ୍ଲକସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ

କେସିଙ୍ଗା, ୫।୩(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଚେୟାରମ୍ୟାନ ସୁକାନ୍ତି ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଅତିଥିମାନେ ଯୋଗଦେଇ ବିଜୁବାବୁଙ୍କ କାର୍ଯ୍ୟଦକ୍ଷତା, ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ପଞ୍ଚାୟତିରାଜର ମୂଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri