କଳାହାଣ୍ଡି

ପ୍ରବଳ ବର୍ଷାରେ ଉଛୁଳିଲା ନାଳ: ଜୀବନକୁ ବାଜି ଲଗାଇ ନାଳ ପାରିହେଉଛନ୍ତି ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୨୬ା୭(ଦୁର୍ଗା କୀର୍ତ୍ତି):ବର୍ଷାଦିନେ ପାଠ ପଢ଼ିବା ପାଇଁ ଜୀବନକୁ ବାଜି ଲଗାଇ ଛାତ୍ରୀଛାତ୍ରଙ୍କୁ ନାଳ ପାରିହେବାକୁ ପଡୁଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ। ବ୍ଲକ୍‌ର ବଡଛତ୍ରଙ୍ଗ ଓ ବିରିକୋଟ ପଞ୍ଚାୟତକୁ ସଂଯୋଗ କରୁଥିବା…

ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ: ସସ୍ଥାୟୀ ଜୀବନଶୈଳୀ ଓ ଅକ୍ଷୟ ଶକ୍ତି ଉପରେ…

କର୍ଲାମୁଣ୍ଡା,୨୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ତେରେସିଙ୍ଗାଠାରେ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୫ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରି ବିଭିନ୍ନ ଶକ୍ତିର ଉତ୍ସ ପ୍ରଦର୍ଶନ କରିଥିଲେ। ତେରେସିଙ୍ଗା…

ବିଦ୍ୟାଳୟ କୋଠା ନିର୍ମାଣରେ ଅନିୟମିତତା, ଭିଜିଲାନ୍ସ ତଦନ୍ତ ଦାବି କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୫ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିରିକୋଟ ପଞ୍ଚାୟତସ୍ଥିତ ବଲଙ୍ଗି ଗ୍ରାମର ପ୍ରାଥମିକ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା ଅତ୍ୟନ୍ତ ଦୟନୀୟ। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ୩୮ ଜଣ ପିଲାଙ୍କୁ ୨ଜଣ ଶିକ୍ଷକ ଶିକ୍ଷାଦାନ କରନ୍ତି।…

ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟକୁ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ: ବିଡିଓଙ୍କ ନିକଟରେ ଅଭିଯୋଗ କରି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଛାର ପଦର ଗ୍ରାମରେ ଦୀର୍ଘ ମାସ ହେଲାଣି ନିମ୍ନମାନର ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣକୁ ନେଇ ବିଡିଓଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିବାର ଜଣାପଡ଼ିଛି। ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ରଟି ଗ୍ରାମରେ ଥିବା ସରକାରୀ…

ବର୍ଷା ହେଲେ ବିଦ୍ୟାଳୟ ଯିବା ରାସ୍ତା କର୍ଦ୍ଦମାକ୍ତ, ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୨୪ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ନୂଆପଡ଼ା ପାଖ ବ୍ରିଜଠାରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଖାପାଖି ୨ଶହରୁ ୩ଶହ ମିଟର ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସାରା ଖାଲଖମା ହୋଇରହିଥିବା ବେଳେ…

କଳାହାଣ୍ଡିରେ ପୁଣି ଅଜଗର ଉଦ୍ଧାର

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ପୁଣି ଏକ ଅଜଗର ସାପ ଉଦ୍ଧାର ହୋଇଛି। ଗତ ଶନିବାର ଜିଲାର କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ଚାବୃପଡାରେ ଏକ ୭ ଫୁଟର ଅଜଗରକୁ ବନବିଭାଗ ଉଦ୍ଧାର କରିଥିଲା। ତେବେ ବୁଧବାର ଭବାନୀପାଟଣା ସ୍ଥିତ କୂଟରୁଖାଇ…

ଦୁର୍ଗମ ଅଞ୍ଚଳରେ ଅବହେଳିତ ଆଦିବାସୀ ବର୍ଷା ଦିନରେ ବାଧକ ସାଜୁଛି ଡୁଡୁଙ୍ଗପଟା ନାଳ

ଥୁଆମୂଳ ରାମପୁର,୨୩।୬ (ଦୁର୍ଗା କୀର୍ତ୍ତି): ଆଦିବାସୀମାନଙ୍କ ପାଇଁ ସରକାର ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ବି ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ଅବହେଳିତ ଅବସ୍ଥାରେ ରହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ,…

କଲେଜ ଛାତ୍ରୀଙ୍କୁ ଫେଭର ମାଗି ବନ୍ଧା ହେଲେ ଡାଟାଏଣ୍ଟ୍ରି ଅପରେଟର

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ. ରାମପୁର ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଜଣେ ଡାଟାଏଣ୍ଟ୍ରି ଅପରେଟର ଫେଭର ମାଗି ଗରିଫ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କର୍ଲାମୁଣ୍ଡା ବ୍ଲକ୍‌ ରିଷିଡ଼ା…

ଭାଜପାର ବିକ୍ଷୋଭ: ରାହୁଲ ଗାନ୍ଧୀ, ଭକ୍ତ ଦାସଙ୍କ କୁଶପୁତ୍ତଳିକା ଦାହ କରି କହିଲା କଂଗ୍ରେସ ଅମଳରେ…

ଭବାନୀପାଟଣା,୨୩ା୭(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫଦାରୀ ଘଟଣାକୁ ନେଇ ଭବାନୀପାଟଣା ଗାନ୍ଧୀ ଛକଠାରେ କଳାହାଣ୍ଡି ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ସହ କଂଗ୍ରେସ…

ବର୍ଷେ ହେଲା ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ତାଲା: ସେବା ନ ପାଇ ଯାତ୍ରୀ ହନ୍ତସନ୍ତ

ଭବାନୀପାଟଣା,୨୩ା୭(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ଅଧୀନରେ ଥିବା ୪ଟି ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ଗତ ବର୍ଷେରୁ ଊଦ୍ଧର୍‌ବ ହେଲା ତାଲା ଝୁଲୁଥିବା ଦେଖିବାକୁ ମିଳିଛି। ଫଳରେ ଯାତ୍ରୀମାନେ ସେବା ନ ପାଇ ହନ୍ତସନ୍ତ ହୋଇଛନ୍ତି। ପ୍ରକାଶ ଯେ,…

ଦୁର୍ଗମ ଅଞ୍ଚଳରେ ଅବହେଳିତ ଆଦିବାସୀ: ବର୍ଷା ଦିନରେ ବାଧକ ସାଜୁଛି ଡୁଡୁଙ୍ଗପଟା ନାଳ

ଥୁଆମୂଳ ରାମପୁର,୨୩ା୬ (ଦୁର୍ଗା କୀର୍ତ୍ତି):ଆଦିବାସୀମାନଙ୍କ ପାଇଁ ସରକାର ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ବି ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ଅବହେଳିତ ଅବସ୍ଥାରେ ରହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ, ମୋବାଇଲ…

ବସୁଧା ପ୍ରକଳ୍ପ ଅଚଳ, ଝରଣା ପାଣି ପିଉଛନ୍ତି ଲୋକେ

ଥୁଆମୂଳ ରାମପୁର, ୨୨ା୭ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପୁରୁଣାଗୁମାରେ ବସୁଧା ଯୋଜନାରେ ନିର୍ମାଣ ହୋଇଥିବା ପାନୀୟଜଳ ପ୍ରକଳ୍ପ ଅଚଳ ଯୋଗୁ ଲୋକେ ଝରଣା ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ସୂଚନାକ୍ରମେ ପୁରୁଣାଗୁମାରେ କିଛିବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?