କୋଶଲ ରାଜ୍ୟ ଗଠନ ନ ହେବା ପର୍ଯ୍ୟନ୍ତ ଲଢେଇ ଜାରି ରହିବ
କର୍ଲାମୁଣ୍ଡା:୧୮।୧୧(ପ୍ରଦୀପ କୁମାର ସାହୁ): ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ କୋଶଲ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶନିବାର ଦିଆଯାଇଥିବା କୋଶଲ ମହାବନ୍ଦର ପ୍ରଭାବ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦେଖିବାକୁ ମିଳିଛି। ସକାଳ ୬ଟାରୁ ଦୋକାନ, ବଜାର...
ତ୍ରିପୁରାରେ ଓଡ଼ିଆ ଯବାନଙ୍କ ମୃତ୍ୟୁ
କର୍ଲାମୁଣ୍ଡା/ତୁଣ୍ଡଲା(ପ୍ରଦୀପ କୁମାର ସାହୁ/ଫିରୋଜ କୁମାର ଦାସ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ବେଲଖଣ୍ଡି ଗାଁର ବିଏସ୍ଏଫ୍ ଯବାନ ଈଶ୍ୱର ଚନ୍ଦ୍ର ଦୋରାଙ୍କ ମୃତ୍ୟୁ ଘଟିଛି। ଈଶ୍ୱର ୨୦୦୯ରେ ବିଏସ୍ଏଫ୍ ଯବାନ ଭାବେ ନିଯୁକ୍ତି ପାଇଥିଲେ। ସେ ତ୍ରିପୁରାରେ ଡ୍ୟୁଟିରେ...
ଧାର ଟଙ୍କା ଫେରସ୍ତ ମାଗିବାରୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ
ଭବାନୀପାଟଣା,୧୬।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଭଙ୍ଗାବାରୀ ନିକଟରେ ଧାର ଟଙ୍କା ଫେରସ୍ତ ମାଗିବାକୁ ଯାଇ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଦୁର୍ବୃତ୍ତ ଜଣକ ଟଙ୍କା ଦେବା ତ ଦୂରର କଥା ଯୁବକଙ୍କୁ ପେଟ୍ରୋଲ ଢ଼ାଳି ନିଆଁ...
କୂଅରୁ ମିଳିଲା ଯୁବକଙ୍କ ମୃତଦେହ
କୋକସରା,୧୧ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଗମ୍ଭାରୀଗୁଡ଼ା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଗାଁ ନିକଟସ୍ଥ ଏକ କୂଅରୁ ଠାବ ହୋଇଛି। ମୃତ ଯୁବକ ହେଲେ ସେହି ଗ୍ରାମର ଚିନ୍ତାମଣି ପଟେଲଙ୍କ ପୁଅ...
ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: ବନ୍ଧା ହେଲେ ଅଭିଯୁକ୍ତ
ଭବାନୀପାଟଣା,୯।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ କୋକସରା...
ଅସୁସ୍ଥ ମା’ଙ୍କୁ ଦେଖିବାକୁ ଯାଉଥିଲେ ଝିଅ, ବାଟରେ ଭାଲୁ ଆକ୍ରମଣରେ ଚାଲିଗଲା ଜୀବନ
କୋକସରା,୮ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ପାତ୍ରବସା ଗ୍ରାମର ଜଣେ ମହିଳା ବୁଧବାର ନିଜ ମା’ଙ୍କ ଦେହ ଅସୁସ୍ଥ ଥିବାରୁ ବେହେରନସିଲ ଗାଁକୁ ଚାଲି ଚାଲି ଯାଉଥିଲେ। ବରାଡଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ତାଙ୍କୁ...
ଖଟିଆରେ ବୁହାହେଲେ ଗର୍ଭବତୀ: ଅଧବାଟରେ ଜନ୍ମ ନେଲା ଶିଶୁପୁତ୍ର
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): ଭଗବାନ ଭରସାରେ ଜନନୀ। ୫ କି.ମି. ପାହାଡିଆ ରାସ୍ତା ଦେଇ ଖଟିଆରେ ବୁହା ହେବା ପରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି ଜଣେ ଗର୍ଭବତୀ। ଭାଗ୍ୟକୁ ମା’ ପୁଅ ସୁରକ୍ଷିତ ଥିବା ବେଳେ ଜନନୀ ସୁରକ୍ଷା...
କୁଆପଥର ବର୍ଷାରେ ଧାନ, କପା ଚାଷ ନଷ୍ଟ
ଗୋଲାମୁଣ୍ଡା,୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକର ୩ଟି ଗ୍ରାମପଞ୍ଚାୟତରେ ଶନିବାର ରାତିରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ଏଥିଯୋଗୁ ଧାନ, କପା, ଆଖୁ, ବିଭିନ୍ନ ପନିପରିବା ଚାଷ ଓ ଡାଲି ଜାତୀୟ ଫସଲ ନଷ୍ଟ ହେବା...
ପଟ୍ଟା ଜମିରୁ ଜମି ଗାଏବ, ୪୫ ଡିସିମିଲରୁ ରହିଛି ୫
ଜୁନାଗଡ଼,୩।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ତହସିଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜମି ପଟ୍ଟାରୁ ଜମି ଗାଏବ ହୋଇଯାଇଛି। ଆଗରୁ ଥିବା ୪୫ ଡିସିମିଲରୁ ବର୍ତ୍ତମାନ ୫ ଡିସିମିଲ ଜାଗା ରହିଛି। ଅନ୍ୟପକ୍ଷରେ ଆବେଦନରର...
କମାଲ ଦେଖାଉଛନ୍ତି ନବୀନଙ୍କ ଡୁପ୍ଲିକେଟ୍: ପେସା ମେକାନିକ, ନିଶା କିନ୍ତୁ…
ଭବାନୀପାଟଣା,୨।୧୧(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଳି ବେଶ ଓ ତାଙ୍କ ଭଳି କଥା। ହଠାତ୍ ଦେଖିଲେ ଚମକି ଯିବେ। ମୁଖ୍ୟମନ୍ତ୍ରୀଙ୍କ କଥାକୁ ଫଲୋ କରି ଉପସ୍ଥାପନା କରିବା ତାଙ୍କର ମୁଖ୍ୟ ପରିଚୟ। ଜିଲାରେ କୌଣସି ଯାନିଯାତ୍ରା ହେଉ...
କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ
ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍ ଚାଲିବ ଏବଂ ସବୁ...
ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଳାହାଣ୍ଡି,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ନାମରେ ଜଣାଯିବ। ଏହା ବ୍ୟତୀତ କଳାହାଣ୍ଡି ଜିଲ୍ଲାରେ...
Archives


