କଳାହାଣ୍ଡି

ବସୁଧା ପ୍ରକଳ୍ପରୁ ଲକ୍ଷ୍ୟାଧିକ ଟଙ୍କାର କେବୁଲ ଚୋରି

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ବସୁଧା ପ୍ରକଳ୍ପରୁ ଲକ୍ଷାଧିକ ଟଙ୍କାର ତମ୍ବା କେବୁଲ ଚୋରି ହେଉଥିବା ବେଳେ ପୋଲିସ ଦୁର୍ବୃତ୍ତଙ୍କୁ ଧରିବାରେ ବିଫଳ ହୋଇଛି। ସୂଚନା ଅନୁସାରେ ଏହି ବ୍ଲକରେ ୫୦ ଦିନ ଭିତରେ…

ନିୟମିତ ବିଦ୍ୟାଳୟ ପରିଦର୍ଶନ କରୁଛନ୍ତି ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଶିକ୍ଷା ବିଭାଗର ବିଇଓ, ଏବିଇଓ, ବିଆରଟି, ସିଆରସିସିମାନେ ନିୟମିତ ପରିଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର କର୍ଲାମୁଣ୍ଡା ବ୍ଲକ ଶିକ୍ଷାଧିକାରୀ ବାଞ୍ଛାନିଧି ପଣ୍ଡା ରତନ ଭୋଇ…

ଜମିରେ ପାଣି ମଡ଼ାଉଥିଲେ ଶଳା-ଭିଣୋଇ, ଶଟ୍‌ସର୍କିଟ୍‌ରେ ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା/କୋକସରା,୧୦ା୭(ଉତ୍ତମ ଦାଶ/ଦୁଷ୍ମନ୍ତ କୁମାର ପାଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ଆମପାଣି ଥାନା ପୋଡ଼ାଗୁଡ଼ା ଗାଁରେ ଗୁରୁବାର ଏକ ଅଘଟଣ ଘଟିଛି। ଚାଷଜମିରେ ପାଣି ମଡ଼ାଉଥିବା ବେଳେ ବିଦ୍ୟୁତ ଆଘାତରେ ୨ ଚାଷୀଙ୍କ ମୃତ୍ୟୁହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କୋକସରା…

ହାଇଦ୍ରାବାଦରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୯ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ହାଇଦ୍ରାବାଦରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ଜଣେ ଯୁବକଙ୍କ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦୁଃଖଦ ମୃତ୍ୟୁ ହୋଇଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ କୁମୁ ଗ୍ରାମର ଭୁବନେଶ୍ୱର ବେଶ୍ରାଙ୍କ…

କଂଗ୍ରେସ ଏସସି ସେଲ: ରାଜ୍ୟ ଉପସଭାପତି ହେଲେ ଚିତ୍ତରଞ୍ଜନ ନିଆଲ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିକିଲି ଗ୍ରାମର ଚିତ୍ତ ରଞ୍ଜନ ନିଆଲ ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ଅନୁସୂଚିତ ଜାତି ବିଭାଗ ବା ଏସସି ସେଲର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ଏ…

ପରଲୋକରେ ଡାକ୍ତର ମଳୟ: କଳାହାଣ୍ଡି ପାଇଁ ଅପୂରଣୀୟ କ୍ଷତି

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ସୁନାମ ଧନ୍ୟ ଡାକ୍ତର ମଳୟ ବେହେରାଙ୍କ ବୁଧବାର ପ୍ରତ୍ୟୁଷରେ ଭବାନୀପାଟଣାସ୍ଥିତ ମହାବୀରପଡା ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ମସ୍ତିଷ୍କଜନିତ ରୋଗ କାରଣରୁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।…

ପାନୀୟଜଳ ସମସ୍ୟା ଉତ୍କଟ: ସରପଞ୍ଚ, ପିଇଓଙ୍କୁ ତାଲା ପକାଇଲେ ଗ୍ରାମବାସୀ

କେସିଙ୍ଗା,୯।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମପଞ୍ଚାୟତର ଡଙ୍ଗରମୂର୍ଲ୍ଲି ଗ୍ରାମର ୯, ୧୦ ନମ୍ବର ୱାର୍ଡରେ ୩୦ଟି ପରିବାର ବସବାସ କରୁଛନ୍ତି। ଏହି ୱାର୍ଡବାସୀ ଗୋଟିଏ ନଳକୂପ ଉପରେ ନିର୍ଭର କରନ୍ତି। ବର୍ତ୍ତମାନ ନଳକୂପରେ ପାଣି ବାହାରିବା…

ଭୁଲ ଇଞ୍ଜେକଶନ ନେଇ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ବିଜେଡି ପକ୍ଷରୁ ସହାୟତା

କୋକସରା,୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋରାପୁଟ ମେଡ଼ିକାଲ କଲେଜରେ ଜଣେ କର୍ମଚାରୀଙ୍କ ଭୁଲ ଇଞ୍ଜେକଶନ ଯୋଗୁ ୬ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ଏହା ମଧ୍ୟରେ କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସୁପାଡ଼ ଗ୍ରାମର ଚିକତ୍ସାଧୀନ ରୋଗୀ ଫୁଲମତି ମାଝୀ (୫୦)…

ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ବିକଳ ଚିତ୍ର: ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୮ା୭ (ଦୁର୍ଗା କୀର୍ତ୍ତି)- ରାସ୍ତା ସମସ୍ୟା ଯୋଗୁ ଗାଁକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀଙ୍କୁ ୨କି.ମି. ଦୂର ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ପଡିଲା। ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଏଭଳି ବିକଳ ଚିତ୍ର କଳାହାଣ୍ଡି…

କାରଗିଲ୍‌ ଯୁଦ୍ଧରେ ଲଢ଼ିଥିବା ଯବାନ ଶରତଚନ୍ଦ୍ରଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ରିଷିଡା,୮।୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଗ୍ରାମର ଶରତଚନ୍ଦ୍ର ଦଣ୍ଡସେନାଙ୍କ ମଙ୍ଗଳବାର ନିଜ ବାସଭବନରେ ପରଲୋକ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଶଯ୍ୟାଶାୟୀ ଥିଲେ। ସେ ୧୯୬୭ ମସିହା ଜାନୁଆରୀ ୫ରେ ଜନ୍ମଗ୍ରହଣ କରିଥିଲେ। ୧୯୮୩ରେ…

ପରିବେଶ ପାଇଁ ବୃକ୍ଷରୋପଣ ଜରୁରୀ

ରିଷିଡା,୮।୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ .ରାମପୁର ବନାଞ୍ଚଳ କର୍ଲାମୁଣ୍ଡା ବ୍ଲକ ମଦନପୁର ସେକ୍ସନ ଜଗନ୍ନାଥ ଡିଗ୍ରୀ କଲେଜ, ସରସ୍ବତୀ ଶିଶୁମନ୍ଦିର ଓ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତିପୀଠରେ ୭୬ତମ ବନ ମହୋତ୍ସବ ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ…

ବିପଦସଙ୍କୁଳ ଅବସ୍ଥାରେ ଭଟାପଲା କେନାଲ ପୋଲ: ଯାତାୟାତ ବାଧାପ୍ରାପ୍ତ

କର୍ଲାମୁଣ୍ଡା,୮ା୭ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉତେଇ ଜଳସେଚନ ପ୍ରକଳ୍ପର ମୁଖ୍ୟକେନାଲର ଭଟାପଲା ଛକ ପାଖରେ ଥିବା ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଜଳସମ୍ପଦ ବିଭାଗ ପକ୍ଷରୁ ସତର୍କ ସୂଚନା ଥିବା ବୋର୍ଡ ଲଗାଯାଇଥିବାରୁ ଲୋକେ ଯାତାୟାତ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?