ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି ଉପନିର୍ଦ୍ଦେଶକ ବିଶ୍ୱନାଥ ସୋରେନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ ବ୍ଲକର ବିଭିନ୍ନ…
ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ
କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ୍ କରି ବ୍ୟବଚ୍ଛେଦ ପରେ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲା।…
ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…
କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ ଥିବା ସୁଯୋଗ ନେଇ ଦୁର୍ବୃତ୍ତମାନେ କବାଟ ଭାଙ୍ଗି କଳାକନା ବୁଲାଇଛନ୍ତି। ମାଲିକ ପରିବାର…
ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍
ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି। ଏନେଇ ଗୁରୁବାର ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁର ଠାରେ ଉଦ୍ଘାଟନ ତାରିଖ ରହିଥିବା ଯୋଗୁ…
ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ
ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ବିଭାଗଗୁଡ଼ିକରେ ପୁନର୍ଗଠନ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ସାମାଜିକ ସୁରକ୍ଷା…
ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ
ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ ସମ୍ପର୍କିତ ଭାଇରାଲ ଭିଡିଓ ଓ ଫଟୋର ତଦନ୍ତ କରିବାକୁ ଜିଲାସ୍ତରୀୟ ଏକ ୭…
ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ
ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍ବ ସମୟ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେହିପରି ଜିଲାର ୧୪୦ ମଣ୍ଡିରେ ୭ ଲକ୍ଷରୁ…
ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଲେଶ୍ୱର୍ ଓ କେରୋକୁଡ଼ା ଗ୍ରାମର ଦାଦନ…
ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ
ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର ପଞ୍ଚାୟତସ୍ଥିତ ଚୂଳବାଡ଼ି ଗ୍ରାମରେ କୋଟି କୋଟି ଟଙ୍କାର ଖଣି ସମ୍ପଦ ଥାଇ ମଧ୍ୟ…
ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ
କେସିଙ୍ଗା,୩ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର ପୁଷ୍ପା ବାଗ (୪୫)। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିକରି ଲୋକେ ରାସ୍ତାରୋକୋ କରିଥିଲେ।…
ଶିକ୍ଷା କ୍ଷେତ୍ରରେ ଦୂରତା ଯେପରି ବାଧକ ନ ସାଜିବ: ୧୦ ଜଣ ଛାତ୍ରୀଙ୍କୁ…
ଥୁଆମୂଳ ରାମପୁର, ୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଶାଖା ପକ୍ଷରୁ କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମ ଅଧୀନରେ ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନଙ୍କୁ ସାଇକେଲ ବଣ୍ଟନ କରାଯାଇଛି। ସୋମବାର…
୧୫ ଫୁଟ୍ ପୋଲ ତଳକୁ ଖସିଲା ଟ୍ରକ୍: ଭିତରେ ଥିଲେ ଡ୍ରାଇଭର, ହେଲ୍ପର
ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍ ପୋଲ ତଳକୁ ଖସିପଡ଼ିଛି। ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ଢେପଗୁଡ଼ା…
Archives


