କଳାହାଣ୍ଡି

ବଳାତ୍କାରୀଙ୍କୁ ୧୪ବର୍ଷ ଜେଲ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୂଆମୂଳ ରାମପୁର ଥାନା ଅଞ୍ଚଳରେ ୨୦୧୬ରେ ଜଣେ ନାବାଳିକା ସ୍କୁଲ ଛାତ୍ରୀ ବଳାତ୍କାର ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ଜିଲା ସ୍ବତନ୍ତ୍ର ବିଚାରପତି (ପୋକ୍‌ସୋ) ଶୁଭଞ୍ଜନ ମହାନ୍ତି ମାମଲାର ୧୭ଜଣ...

ବଜ୍ରପାତରେ ଗଲା ୪ ଜୀବନ

ବେହେରା/ରିଆମାଳ,୨୬।: (ଭୂପେଶ ତିୱାରୀ/ ନିରଞ୍ଜନ ବେହେରା): ମଙ୍ଗଳବାର ବଜ୍ରପାତରେ କଳାହାଣ୍ଡି ଓ ଦେବଗଡ ଜିଲାର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଜିଲାର ଏକ ଚାଷୀ ପରିବାରର ୩ ମହିଳା ଥିବାବେଳେ ଦେବଗଡ ଜିଲା ରିଆମାଳ ବ୍ଲକ...

ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ କକା

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): ଅବୈଧ ସମ୍ପର୍କରୁ ହତ୍ୟାକାଣ୍ଡ। ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଶୋଇଥିବା ବେଳେ ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ କକା (ଦାଦା)। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା...

ରାଜ୍ୟ ହକି ଚାମ୍ପିୟନଶିପ୍‌ରେ ସ୍ଥାନ ପାଇଲେ ପ୍ରୀତି

କୋକସରା,୨୫।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଓଡ଼ିଶା ରାଜ୍ୟ ହକି ଆସୋସିଏଶନ ଆନୁକୂଲ୍ୟରେ ଭୁବନେଶ୍ବରଠାରେ ଆୟୋଜିତ ହେଉଛି ରାଜ୍ୟ ହକି ଚାମ୍ପିୟନଶିପ୍‌। ଟୁର୍ନାମେଣ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ୧୮ ବର୍ଷରୁ କମ୍‌ ବାଳିକା ବର୍ଗରେ କଳାହାଣ୍ଡି ହକି...

ନିର୍ଦ୍ଧାରିତ ସମୟରେ ସରୁନି ରାସ୍ତା କାମ, ବଢୁଛି ଲୋକଙ୍କ ଦୁର୍ଦ୍ଦଶା

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ଦୁଇଟି ରାସ୍ତା ନିର୍ମାଣ କାମକୁ ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେସିଙ୍ଗା ବ୍ଳକର ଜୋଲକୋ-ଟୁଟିଙ୍ଗପଦର ରାସ୍ତା ଏବଂ ଗାଈଦୋରୋ-ଦେଓଗାଁ ରାସ୍ତା ନିର୍ମାଣ କାମ ଚାଲିଛି।...

ଖଟିଆରେ ଭରା ନଦୀ ପାର୍‌ ହେଲେ ରୋଗୀ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): ସରକାର କଳାହାଣ୍ଡିକୁ ଆକାଂକ୍ଷା ଜିଲା ଭାବେ ଘୋଷଣା କଲା ପରେ ମଧ୍ୟ ଆଜି ବି’ ଲୋକଙ୍କ ପାଖରେ ବିକାଶ ପହଞ୍ଚି ପାରିନାହିଁ। ଜିଲାର ଦୁର୍ଗମ ପାହାଡିଆ ଓ ବିଚ୍ଛିନ୍ନାଞ୍ଚଳରେ ବର୍ତ୍ତମାନ ବି’ ଆବଶ୍ୟକ ସୁବିଧା ସୁଯୋଗ...

ମା’ଙ୍କ ପ୍ରତିମା ପାଇଁ ମାଟି ପୂଜା

କୋକସରା,୨୪।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): ଆସିଛି ପାର୍ବଣ। ଧରାବତାରଣ କରିବେ ମା’ ଜଗତ ଜନନୀ ଦୁର୍ଗା। କଳାହାଣ୍ଡି ଜିଲା କୋକସରା ସଦର ମହକୁମାରେ ପାଳନ ହେଉଥିବା ସାର୍ବଜନୀନ ଦୁର୍ଗା ପୂଜା ପାଇଁ ରବିବାର କମିଟି ପକ୍ଷରୁ ମା’ଙ୍କ ପ୍ରତିମା ନିର୍ମାଣ ପାଇଁ...

ଧୀରେ ଧୀରେ କୋଳ ଭରୁଛି ଇନ୍ଦ୍ରାବତୀ

ଭବାନୀପାଟଣା,୨୩।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଅର୍ଥନୈତିକ ବିକାଶ ପାଇଁ ଇନ୍ଦ୍ରାବତୀର ଜଳ ସେଚନ ଏକ ନିର୍ଭର ଯୋଗ୍ୟ ମାଧ୍ୟମ ପାଲଟିଛି। ହେଲେ ଚଳିତବର୍ଷର ନିଅଣ୍ଟିଆ ବର୍ଷା ଇନ୍ଦ୍ରାବତୀ ପାଇଁ ସର୍ବକାଳୀନ ସର୍ବନିମ୍ନସ୍ତରକୁ ଜଳସ୍ତର ପହଞ୍ଚତ୍ବା ରେକର୍ଡ ସୃଷ୍ଟି କରିଥିଲା।...

କଳାହାଣ୍ଡିରେ ବଢୁଛି ଦାଦନ ଦୁଃଖ, ୪ ମାସରେ ଫେରିଲାଣି ୧୨ ଜଣଙ୍କ ମୃତଦେହ

ଭବାନୀପାଟଣା,୨୧।୯(ଉତ୍ତମ କୁମାର ଦାଶ): ଦାଦନକୁ ରୋକିବା ଓ ଶ୍ରମିକଙ୍କ ପାଇଁ ସରକାର ଅନେକ ଯୋଜନା ତିଆରି କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହା ପରେ କଳାହାଣ୍ଡି ଜିଲାରେ କମି ପାରୁନି ଦାଦନ ଦୁଃଖ। ଲୋକେ ଦାଦନ ଯାଇ...

ନୂଆଖାଇରେ ଦୁଲୁକିଲା କେସିଙ୍ଗା

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମହାସମାରୋହରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ବୁଧବାର ଶାନ୍ତି ଶୃଙ୍ଖଳା ସହ ପାଳିତ ହୋଇଯାଇଛି। ମଙ୍ଗଳବାର ସକାଳୁ ଗ୍ରାମର ଯାନୀ ଓ ଗଣା ଘରକୁ ଘର ବୁଲି ଧରଣୀପୀଠରେ ପୂଜା କରିବା...

କର୍ଲାମୁଣ୍ଡାରେ ନୂଆଖାଇ ପର୍ବ ପାଳିତ

କର୍ଲାମୁଣ୍ଡା,୨୦ା୯(ପ୍ରଦୀପ କୁମାର ସାହୁ): ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ବୁଧବାର ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗ୍ରାମବାସୀଙ୍କ ଉଦ୍ୟମରେ ଲୋକେ ରାଗରୁଷା ଭୁଲି ଏକାଠି ବସି ସମସ୍ତେ ନବାନ୍ନ...

ଅଟୋ-ଟ୍ରକ୍‌ ଧକ୍କା: ପରିବାରର ୩ ମୃତ

ଭବାନୀପାଟଣା/ଜୁନାଗଡ଼,୨୦।୯(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ):  କଳାହାଣ୍ଡି ଜିଲାରେ ବୁଧବାର ଗଣପର୍ବ ନୂଆଁଖାଇ ପାଳନ ହେବ। ଏହାପୂର୍ବରୁ ମଙ୍ଗଳବାର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଜିଲାର ଜୁନାଗଡ ଥାନା ଅଧୀନ ଚିକିଲି ଛକ ବୁଲାଣି ନିକଟରେ ଅଟୋ ଓ ଟ୍ରକ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri