କଳାହାଣ୍ଡି

କୋକସରା ବ୍ଲକ: ୧୦୨ ବୁଥ୍‌ରେ ମତଦାନ କରିବେ ୯୧,୩୭୬ ଭୋଟର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ନିର୍ବାଚନ କ୍ଷେତ୍ରର ଧର୍ମଗଡ଼ ବିଧାନସଭାରେ ପ୍ରଥମ ପର୍ଯ୍ୟାୟର ନିର୍ବାଚନ ପ୍ରଚାରର ଆଜି ଶେଷଦିନ ହୋଇଥିବା ବେଳେ ଆସନ୍ତା ୧୩ ତାରିଖରେ କଳାହାଣ୍ଡି ଲୋକ ସଭା ଓ ୭ ବିଧାନସଭା ପାଇଁ ନିର୍ବାଚନ ହେବ। କୋକସରା ବ୍ଲକର…

ଭାଲୁ ଆକ୍ରମଣରେ ୩ ଗୁରୁତର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଖଇରଭା ଗ୍ରାମର ଦୁଇ ଜଣ ବୃଦ୍ଧା ଫଗନି ରାଉତ (୫୫) ଓ ତୁଳସା ରାଉତ (୬୫) ନିକଟସ୍ଥ ଜଙ୍ଗଲରେ ଶନିବାର ଭାଲୁ ଆକ୍ରମଣର ଶିକାର ହୋଇଥିବା ଜଣାପଡ଼ିଛି। ସକାଳୁ…

ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ବିକାଶ ପାଇଁ…

ଭବାନୀପାଟଣା/ଜୁନାଗଡ଼,୧୧ା୫(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚି ଦଳୀୟ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ…

ଦିବ୍ୟ ଶଙ୍କରଙ୍କ ପ୍ରଚାର ଶୋଭାଯାତ୍ରା ବେଳେ ବିଜେଡି-ଭାଜପା କର୍ମୀ ମୁହାଁମୁହିଁ

ଜୁନାଗଡ଼,୧୧ା୫(ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଚାରର ଶେଷ ଦିନ ଥିବାରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଲାଗି ପଡିଛନ୍ତି। ଏହାରି ଭିତରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡ଼ା ଗ୍ରାମରେ…

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ୪ କି.ମି. ଚାଲି ଚାଲି ଡାକ୍ତରଖାନା ଗଲେ ଗର୍ଭବତୀ ମହିଳା। ଏଭଳି ଏକ…

ଭାଜପାର ମୋଟର ସାଇକେଲ ରାଲି

କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ ନେତୃତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ରାଲିରେ ଏମ.ପି ପ୍ରାର୍ଥୀନି ମାଲବିକା ଦେଓ, ପୂର୍ବତନ…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁନ୍ନା ଖାଁ

କୋକସରା,୧୦ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନିର୍ବାଚନ ପାଇଁ ବିଗୁଲ ବାଜି ସାରିଥିବା ବେଳେ ହାତ ଗଣତି ସମୟ ରହିଛି। ପ୍ରଚାର ପାଇଁ ଦିନରାତି ଏକ କରି ଦେଇଛନ୍ତି ପ୍ରାର୍ଥୀ ଓ ସମର୍ଥକ। ଗୁରୁବାର ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ କଳାହାଣ୍ଡି ଜିଲା କୋକସରା ବ୍ଲକର…

ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ଆଜି ବି ଉପାନ୍ତ ଅଞ୍ଚଳରେ ସରକାରଙ୍କ ବିକାଶ ପହଞ୍ଚି ପାରିନାହିଁ।…

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ ୬ର ଘରକୁ ଘର ବୁଲି ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ,ଏମ୍‌.ପି. ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ…

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ ଟ୍ରକ୍‌ ଫସି ରହିଥିବା ଦେଖିବାକୁ ମିଳିଛି। ଉକ୍ତ କଂକ୍ରିଟ ରାସ୍ତାଟି ୨୦୨୩-୨୪ ଆର୍ଥିକ ବର୍ଷରେ…

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ୮୦-ବିଧାନ ସଭା ଭବାନୀପାଟଣା ନିର୍ବାଚନ କ୍ଷେତ୍ରକୁ ହାତେଇବା ପାଇଁ ସବୁ…

ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ ପ୍ରଚାରକୁ ବୁଧବାର ଜୋର୍‌ଦାର କରାଯାଇଛି। ଏଥିରେ ଟାଉନ ସଭାପତି ରମେଶ ପଟ୍ଟନାୟକ ନିର୍ବାଚନୀ ପ୍ରଚାରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri