କଳାହାଣ୍ଡି

ଶ୍ରୀଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ

ରିଷିଡ଼ା,୨୮ା୬ (ସୁଶାନ୍ତ ମଲ୍ଲିକ) -କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ରିଷିଡ଼ା ମାଉସୀ ମା’ ମନ୍ଦିରରେ ଶନିବାର ଶ୍ରୀଜଗନ୍ନାଥଙ୍କ ମତ୍ସ୍ୟ ଅବତାର ବେଶ ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନକରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ବିଭିନ୍ନ ନୀତିକାନ୍ତିରେ ମନ୍ଦିର କମିଟିର…

୮୫ ମଣ୍ଡିରେ ପଡିରହିଛି ୨ ଲକ୍ଷରୁ ଊଦ୍ଧର୍‌ବ କୁଇଣ୍ଟାଲ ଧାନ

ଭବାନୀପାଟଣା,୨୮ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହା ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ରବି ଧାନ ଅମଳ କରି ବିକ୍ରି ପାଇଁ ଚାଷୀମାନେ ମଣ୍ଡିରେ ରଖିଛନ୍ତି। ହେଲେ ମଣ୍ଡିରୁ ଧାନ ଠିକ୍‌…

ସୁପରଫାଷ୍ଟ୍‌ ଏକ୍ସପ୍ରେସ ବଗିରେ ଲାଗିଲା ନିଆଁ, ଯାତ୍ରୀମାନେ ଭୟରେ…

କେସିଙ୍ଗା,୨୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଅହମଦାବାଦଠାରୁ ପୁରୀ ଅଭିମୁଖେ ଯାଉଥିବା ଦ୍ରୁତଗାମୀ ଟ୍ରେନ୍‌ଟି ଟିଟିଲାଗଡ଼ରୁ କେସିଙ୍ଗା ଦେଇ ଟ୍ରେନ୍‌ ନଂ – ୧୨୮୪୪ ଅହମ୍ମଦାବାଦରୁ ପୁରୀକୁ ଯାଉଥିବା ସୁପର…

ଦିଗପହଣ୍ଡିରେ ଶ୍ରୀଜୀଉଙ୍କ ରଥଟଣା

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଅବସରରେ ବଡଖେମୁଣ୍ଡି ରାଜାଙ୍କ ଦ୍ବାରା ପରିଚାଳିତ ଦିଗପହଣ୍ଡି ଶ୍ରୀ ଜଗନ୍ନାଥ,ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା ମହାପ୍ରଭୁଙ୍କ ରଥ ଉପରକୁ ପହଣ୍ଡି ବିଜେ ନୀତି ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଅପରାହ୍ନ…

ରଥଯାତ୍ରା: ତିନି ଠାକୁରଙ୍କ ଦର୍ଶନ କଲେ ଶହଶହ ଶିଶୁ

କର୍ଲାମୁଣ୍ଡା:୨୭।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା (ବସ୍ତି)ଠାରେ ହଜାର ହଜାର ହଜାର ଭକ୍ତଙ୍କ ସମାଗମରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ନୀତିକାନ୍ତି ରେ ପୂଜାର୍ଚ୍ଚନା ସହ ରଥ…

ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଉପରେ ସଚେତନତା ଶିବିର

କେସିଙ୍ଗା,୨୫ା୬ (ତୁମେଶ୍ବର ସାହୁ)- ତାଲୁକ ଆଇନ ସେବା ସମିତି କେସିଙ୍ଗା ତରଫରୁ ବୋରିଆ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଆଇନ ସଚେତନତା ଶିବିର “ପ୍ରବାସୀ ଶ୍ରମିକ ଙ୍କ ବିଭିନ୍ନ ସମସ୍ୟା” ଉପରେ ବୁଧବାର ଆୟୋଜିତ ହୋଇଥିଲା। ଏଥିରେ ପ୍ରଥମ ଶ୍ରେଣୀ ବିଚାର…

ବିଷାକ୍ତ ମାଦକ ଦ୍ରବ୍ୟଠାରୁ ଦୂରେଇ ରହିବା ନେଇ ସଚେତନ କଲା ଅବକାରୀ ବିଭାଗ

କେସିଙ୍ଗା,୨୫ା୬ (ତୁମେଶ୍ବର ସାହୁ)- ଜିଲା ଅବକାରୀ ଓ କେସିଙ୍ଗା ପଞ୍ଚାୟତ ସମିତି ମିଳିତ ଉଦ୍ୟମରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ଗତ ୨୦ତାରିଖରେ ସଚେତନତା ଅଭିଯାନ ଆରମ୍ଭ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟରେ ନୂତନ ମାଜିଷ୍ଟ୍ରେଟଙ୍କ ଯୋଗଦାନ

ଥୁଆମୂଳ ରାମପୁର, ୨୫ା୬(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ନୂତନ ମାଜିଷ୍ଟ୍ରେଟ ଭାବରେ ଡ଼. ତରୁଣ କୁମାର ସାହୁ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ଏଠାରେ ମାଜିଷ୍ଟ୍ରେଟ ଥିବା ସୋମେଶ ସୋମ୍ୟାଜିତ ପଣ୍ଡାଙ୍କ ଭୁବନେଶ୍ୱରସ୍ଥିତ…

ଗୋଚର ଜମି ଚିହ୍ନଟ କରିବାକୁ ଦାବି

କର୍ଲାମୁଣ୍ଡା,୨୫ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଗୋଚର ଜମି ଚିହ୍ନଟ ସହ ଜବରଦଖଲ ଉଚ୍ଛେଦ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ବ୍ଲକର ରେଗଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି, ରେଗଡାଠାରେ ଥିବା ଦୁଇଶହ ଏକରରୁ ଊଦ୍ଧର୍‌ବ ଗୋଚର…

ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଘରକୁ ଫେରିଥିବା ବେଳେ ସହାୟତା ପାଇଁ ଜିଲା…

ନିଲାମ ହେଉନି, ବେଧଡ଼କ ଚାଲିଛି ଖଣି ଚୋରି

ଭବାନୀପାଟଣା, ୨ି୫ା୬(ଉତ୍ତମ କୁମାର ଦାଶ):ପ୍ରାକୃତିକ ସମ୍ପଦରେ ଭରପୂର କଳାହାଣ୍ଡି। ଜିଲାରେ ପରିପୂର୍ଣ୍ଣ ରହିଛି ବିଭିନ୍ନ ରତ୍ନପଥର ଓ ଖଣିଜ ସମ୍ପଦ। ଜିଲାରେ ମୋଟ ୧୪୨ଟି ବୃହତ୍‌ ଖଣି ଉତ୍ସ ଓ ୧୨ଟି ରତ୍ନପଥର ଉତ୍ସ ଠାବ ହୋଇଥିବା ବେଳେ ସରକାରୀ ଭାବେ…

ସମସ୍ୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ, ଦାବି ଜଣାଇ…

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟାକୁ ନେଇ ସହରସ୍ଥିତ ସିଟିଜେନ ଫୋରମର ସଭାପତି ଡ଼.ହେମ ସାଗର ସାହା ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ସାକ୍ଷାତ କରିଛନ୍ତି। ସେ ଏହି ଅବସରରେ ୮ ଦଫା ସମ୍ବଳିତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?