କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…
ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ସେଠାରୁ ସଡ଼କ ପଥରେ ଲାଲ୍ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ବିଜୟ…
ତାଣ୍ଡବ ରଚିଲା କାଳବୈଶାଖୀ
କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ ହାଠାତ…
ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ
ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍ ସମୟ ଥିବାରୁ ଏଠାକାର ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିଛନ୍ତି। ଏଠାରେ ଭାଜପାରୁ ପ୍ରଦୀପ୍ତ ନାଏକ, ବିଜେଡିର…
କଳାହାଣ୍ଡି ସ୍ବାଧୀନ ଏମ୍ପି ପ୍ରାର୍ଥୀଙ୍କୁ ଆକ୍ରମଣ
ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୂଚନା ଯୋଗ୍ୟ, ନରେଶ ପ୍ରଚାର ପାଇଁ ଭବାନୀପାଟଣା…
ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ
ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୪ଜଣ ଶ୍ରମିକ ନିର୍ଯାତନା ସହି ନ ପାରି ଶୁକ୍ରବାର ଲୁଚି ଘରକୁ…
ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ
କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ଅନ୍ୟପକ୍ଷେ ନିର୍ବାଚନ ଯେତିକି ପାଖେଇ ଆସୁଛି, ଗ୍ରାମାଞ୍ଚଳରେ ଉଷ୍ମତା ସରଗରମ…
ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା ଶ୍ରୀକୃଷ୍ଣ…
‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ
କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା ମଞ୍ଚରୁ କିଛି ଏଭଳି ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳେ ବ୍ରହ୍ମପୁରରେ…
ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ
କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ନର୍ଲା ବ୍ଳକରୁ ଦୁଇଥର ଅଧ୍ୟକ୍ଷା ଥିବା ମନୋରମାଙ୍କ ପାଇଁ ଘରକୁ ଘର…
ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ
ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ ନିର୍ଯାତନା ସହି ନ ପାରି ଶେଷରେ ଠିକାଦାରଙ୍କ କବଳରୁ ଲୁଚି ଶୁକ୍ରବାର ଘରକୁ ଚାଲି…
ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ
କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟର। ଗଣତନ୍ତ୍ରର ଏହି ମହାପର୍ବକୁ ନେଇ ଜନସାଧାରଣ ବେଶ୍ ଉତ୍ସାହିତ। ଏହି ପରିପ୍ରେକ୍ଷୀରେ…
ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ
ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ ଆସିଛନ୍ତି କଳହାଣ୍ଡିର ପିଏଚ୍ଡି ଗବେଷଣାରତ ଛାତ୍ର ଅନିରୁଦ୍ଧ ନାଏକ। ୩ଦିନ ଧରି ଅନୁଷ୍ଠିତ ଏହି…
Archives


