କଳାହାଣ୍ଡି

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ କୁମାର ବେହେରା (୪୨) ଓ ତାଙ୍କ ସାଙ୍ଗ ଏକ ସ୍କୁଟିରେ ବ୍ୟାଙ୍କକୁ ଟଙ୍କା ଡିପୋଜିଟ…

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା ଘଟି ଜଣେ ନାବାଳକ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବଙ୍ଗୋମୁଣ୍ଡା ଗ୍ରାମର ମାନସ…

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବସାଯାଇଥିବା ପାନୀୟ ଜଳ ପ୍ରକଳ୍ପରୁ ଥଣ୍ଡା…

କାଳବୈଶାଖୀର ତାଣ୍ଡବ: ଗଛ ପଡ଼ି ଭାଙ୍ଗିଲା ଘର

ଲାଞ୍ଜିଗଡ଼,୨୦ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଗଛ ପଡି ଦୁଇଟି ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବାବେଳେ ୨ ପରିବାର ଅଳ୍ପକେ ବର୍ତ୍ତିଯାଇଛନ୍ତି। ହଠାତ୍‌ ଘଡ଼ଘଡ଼ି ସହ ତୁହାକୁ…

ଅଂଶୁଘାତ, ବଜ୍ରପାତର ମୁକାବିଲା ପାଇଁ ସଚେତନ କଲେ ଛାତ୍ର

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ନେତାଜୀ ସ୍କାଉଟ୍ସ ଗ୍ରୁପ ପକ୍ଷରୁ ଥଣ୍ଡା ପାଣି, ସରବତ, ତରଭୁଜ ବଣ୍ଟନ କାର୍ଯ୍ୟକ୍ରମ ବେଶ ପ୍ରସଂଶନୀୟ ହୋଇପାରିଛି। ଏଥିରେ ଅବସର…

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ଦୀର୍ଘ ଦିନରୁ ଚାକିରୀ କରୁଥିବା ସୋମବାର ସମ୍ବଲପୁରରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଶିବିରରେ…

୬ ମାସ ହେଲା ଅଚଳ ବିଦ୍ୟାଳୟରେ ଥିବା ସୋଲାର ଟାଙ୍କି, ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଲାଗି ଘୋର ସମସ୍ୟା

କେସିଙ୍ଗା,୨୧।୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧୀନସ୍ଥ କିକିଆ ଗ୍ରାମସ୍ଥିତ ବାପୁଜୀ ସରକାରୀ ଉ.ପ୍ରା. ବିଦ୍ୟାଳୟ ୨୦୦୪ ମସିହାରେ ସ୍ଥାପିତ ହୋଇଛି। ଦିନକୁ ଦିନ ଉତ୍ତାପ ବୃଦ୍ଧି ପାଉଥିବା ବେଳେ ଏହି ବିଦ୍ୟାଳୟରେ ପାନୀୟଜଳର ଘୋର ସମସ୍ୟା…

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ ସ୍କୁଟିରେ ବ୍ୟାଙ୍କକୁ ଯାଉଥିବା ବେଳେ ସହରର ମହାବୀରପଡା ସ୍ଥିତ ପୁଷ୍ପା ଲଜ୍‌ ନିକଟରେ ୩…

୯ ଦଫା ଦାବି ନେଇ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କଲା ସିଟିଜେନ୍‌ ଫୋରମ୍‌

କେସିଙ୍ଗା,୨୦ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ ଫୋରମ୍‌ର ସଭାପତି ଡ. ହେମସାଗର ସାହାଙ୍କ ନେତୃତ୍ୱରେ କେସିଙ୍ଗାସହରସ୍ଥିତ ବିଦ୍ୟାପୀଠର ସଭାଗୃହରେ ଏକ ସାଧାରଣ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ…

ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ

ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ…

ଛାତ୍ରୀଙ୍କୁ ବଳାତ୍କାର କରି ଶିକ୍ଷକ ଗିରଫ

ଲାଞ୍ଜିଗଡ଼,୨୦।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ଏକ ହାଇସ୍କୁଲରେ ଜଣେ ନାବାଳିକା ସ୍କୁଲ ଛାତ୍ରୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ ଓ ବଳାତ୍କାର କରିବା ଅଭିଯୋଗରେ ଉକ୍ତ ସ୍କୁଲର ଶିକ୍ଷକଙ୍କୁ ଶନିବାର ଗିରଫ କରି କୋର୍ଟ…

ଆସନ୍ତା ମାସରେ ରେଳରୋକୋ କରିବ ଯାତ୍ରୀ ସୁରକ୍ଷା କମିଟି

ରୁପ୍ରାରୋଡ୍‌,୧୯ା୪(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ରୁପ୍ରାରୋଡ୍‌ ରେଳଯାତ୍ରା ସୁରକ୍ଷା କମିଟି ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ତା-୬.୫.୨୫ରେ ରୁପ୍ରାରୋଡ୍‌ରେ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ର ପ୍ରଦାନ ଶୁକ୍ରବାର ସନ୍ଧ୍ୟାରେ ପ୍ରଦାନ କରିଛନ୍ତି। ସୂଚନା ମୁତାବକ ରୁପ୍ରାରୋଡ୍‌ ରେଳଷ୍ଟେଶନରେ ରହିଆସିଥିବା ଟ୍ରେନ୍‌ଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?