କଳାହାଣ୍ଡି

ଦୁର୍ଗମ ଅଞ୍ଚଳରେ ସହାୟକ ହେବ ଭ୍ରାମ୍ୟମାଣ ଚିକିତ୍ସା ୟୁନିଟ

ଥୁଆମୁଳ ରାମପୁର,୧୯।୬(ଦୁର୍ଗା କୀର୍ତ୍ତି):ସ୍ବାସ୍ଥ୍ୟ ସ୍ବରାଜ ସୋସାଇଟି, ପଶ୍ଚିମବଙ୍ଗର ସାଲବୋନିର ଭାରତୀୟ ରିଜର୍ଭ ବ୍ୟାଙ୍କ ନୋଟ ମୁଦ୍ରଣ ପ୍ରାଇଭେଟ ଲିମିଟେଡ଼, ଉଦାର ସହଯୋଗରେ ଦୂରଦୂରାନ୍ତ ବିଭିନ୍ନ ଆଦିବାସୀ ଗ୍ରାମ ଗୁଡିକୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଏକ ଅତ୍ୟାଧୁନିକ ମୋବାଇଲ ମେଡିକାଲ ୟୁନିଟ (MMU)…

କୂଅରେ ଖସିପଡ଼ିଲା ଗାଈ, ଦମକଳ କେନ୍ଦ୍ର କର୍ମଚାରୀଙ୍କ ପ୍ରୟାସ ପରେ…

କୋକସରା,୧୮ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ପଞ୍ଚାୟତ ନୂଆପଡ଼ା ନିକଟ ନାଗପଡା ଗ୍ରାମର ଏକ କୂଅରେ ପଡିଥିବା ଗାଈକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ନାଗୁପଡା ଗ୍ରାମର କେଶରୀ ନାଗଙ୍କ ଗାଈ ବୁଧବାର ଚରିବାକୁ ଯାଇ…

୧୦ ଦଫା ଦାବିରେ ସଚେତନ ନାଗରିକ ମଞ୍ଚର ଧାରଣା; କେସିଙ୍ଗାରୁ ଭୁବନେଶ୍ୱରରୁ ଟ୍ରେନ୍‌ ଚଳାଚଳ ସହ…

କେସିଙ୍ଗା,୧୮।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା ସଚେତନ ନାଗରିକ ମଞ୍ଚ ପକ୍ଷରୁ ୧୦ଦଫା ଦାବି ନେଇ କେସିଙ୍ଗା ସଚେତନ ନାଗରିକ ମଞ୍ଚ ତରଫରୁ ଧାରଣା ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ସହର ସ୍ଥିତ ପୁରୁଣା ଷ୍ଟେଟ…

IAS ଧୀମାନ ଚକମାଙ୍କ ତ୍ରିପୁରାସ୍ଥିତ ଜନ୍ମସ୍ଥାନରେ ତଦନ୍ତ କଲା ଓଡ଼ିଶା ଭିଜିଲାନ୍ସ

ଭୁବନେଶ୍ୱର,୧୮।୬: ଲାଞ୍ଚ ନେବା ମାମଲାରେ ଗିରଫ ହୋଇଥିବା ଆଇଏଏସ ଅଧିକାରୀ ଧୀମାନ ଚକମାଙ୍କ ସହ ଜଡ଼ିତ ସ୍ଥାନଗୁଡ଼ିକରେ ତଦନ୍ତ ପାଇଁ ତ୍ରିପୁରା ଓ ହିମାଚଳ ପ୍ରଦେଶରେ ଓଡିଶା ଭିଜିଲାନ୍ସର ତିନିଟି ଦଳ ଚଢ଼ାଉ କରିଛି। ଭିଜିଲାନ୍ସ ଏକ ବିବୃତିରେ କହିଛି ଯେ…

ବଜାର ପିଣ୍ଡିରେ ନ ବସି ବିପଦପୂର୍ଣ୍ଣ ରାସ୍ତାକଡ଼ରେ ବସୁଛନ୍ତି ବ୍ୟବସାୟୀ, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୧୮ା୬(ଦୁର୍ଗା କୀର୍ତ୍ତି): ସରକାରଙ୍କ ପକ୍ଷରୁ ବ୍ଲକ ଓ ପଞ୍ଚାୟତ ନିର୍ଦ୍ଦେଶରେ ସର୍ବସାଧାରଣଙ୍କ ଉଦ୍ଦିଷ୍ଟ ନିମନ୍ତେ ବିଭିନ୍ନ ସ୍ଥାନରେ ସାପ୍ତାହିକ ବଜାର ବସାଇବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚରେ ନିର୍ମାଣ କରାଯାଉଛି, ବଜାର ଓ ସେଡ୍‌ର ବ୍ୟବସ୍ଥା ଏହା ଦ୍ବାରା ଦୋକାନୀମାନେ…

ବିନା ସୂଚନା ଫଳକରେ ଚାଲିଛି ପଞ୍ଚାୟତ କାର୍ଯ୍ୟାଳୟ ମରାମତି, ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ଗ୍ରାମ ପଞ୍ଚାୟତ ଦୀର୍ଘ ବର୍ଷ ଅବ୍ୟବସ୍ଥା ଘେରରେ ରହିଛି। ବର୍ତ୍ତମାନ ଲକ୍ଷାଧିକ ଟଙ୍କାରେ ଏହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ମରାମତି କାର୍ଯ୍ୟ ଚାଲୁରହିଥିଲେ ମଧ୍ୟ ନିର୍ମାଣସ୍ଥଳରେ କାମକୁ…

ଆଇଏଏସ୍‌ ଧିମାନ ଚକମାଙ୍କୁ ମିଳିଲାନି ଜାମିନ, ପୁଣି ଗଲେ ଭବାନୀପାଟଣା ଜେଲ୍‌

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ଗତ ୮ ତାରିଖ ରବିବାର ରାତିରେ ଜଣେ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ସେତେବେଳେ ଭିଜିଲାନ୍ସ ତାଙ୍କ ଘରୁ ନଗଦ…

ନିଶାଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ସଚେତନ କଲା ପ୍ରଶାସନ

କେସିଙ୍ଗା,୧୭।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା ଅବକାରୀ ଓ କେସିଙ୍ଗା ପଞ୍ଚାୟତ ସମିତି ମିଳିତ ଉଦ୍ୟମରେ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ବିଷାକ୍ତ ଦ୍ରବ୍ୟ ବିରୋଧରେ ମଙ୍ଗଳବାର ଏକ ବ୍ଲକସ୍ତରୀୟ…

କେସିଙ୍ଗା ଷ୍ଟେଶନରେ ୫ ମିନିଟ୍‌ ଟ୍ରେନ୍‌ ରହୁ;କଳାହାଣ୍ଡି ରେଳଯାତ୍ରୀ ସଂଘ ସାଧାରଣ ବୈଠକରେ ବିଭିନ୍ନ ଦାବି ନେଇ …

କେସିଙ୍ଗା,୧୭।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘର ସାଧାରଣ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ୟଙ୍ଗ ବ୍ଲଡ୍‌ ପବ୍ଲିକ ସ୍କୁଲ ପରିସରରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଡ. ହେମସାଗର ସାହା କେସିଙ୍ଗା ରେଳ…

ଜନଶୁଣାଣି ଶିବିରରେ ୯୩ ଅଭିଯୋଗ ପଞ୍ଜୀକୃତ

କର୍ଲାମୁଣ୍ଡା,୧୬ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ପରିସର ରାଜୀବ ଗାନ୍ଧୀ ସେବା ଭବନଠାରେ ସୋମବାର ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଜିଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ…

ବେପରୁଆ ଗାଡିଚାଳନା ହେଲା କାଳ: ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା,୨ ଗୁରୁତର ଆହତ

ଭବାନୀପାଟଣା/ଜୁନାଗଡ଼,୧୬।୬(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ସୋମବାର ମଧ୍ୟାହ୍ନରେ ଟ୍ରକ ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି। ମୃତ ବାଇକ ଚାଳକଙ୍କ ନାମ ଜଗଦୀଶ ଧଙ୍ଗଡାମାଝୀ…

ସରକାରଙ୍କ ଯୋଜନା ବଖାଣୁଛି ବିକାଶ ରଥ

ରିଷିଡ଼ା,୧୪।୬(ସୁଶାନ୍ତ ମଲ୍ଲିକ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ରଥ ଶନିବାର ରିଷିଡ଼ାରେ ପହଞ୍ଚି ଥିଲା। ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରଥକୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ଏଲ୍‌ଇଡି ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?