ବିଡିଓଙ୍କୁ କୋର୍ଟ ଚାଲାଣ, ସରକାରୀ ଗାଡ଼ିରୁ ୪.୯୨ ଲକ୍ଷ ଜବତ କରିଥିଲା ଭିଜିଲାନ୍ସ
ଭବାନୀପାଟଣା,୩ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଭିଜିଲାନ୍ସ ବିଭାଗ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଏଥିସହ ବିଭାଗ ପକ୍ଷରୁ ତାଙ୍କ ନାଁରେ ମାମଲା(ନଂ.୧୪/୨୦୨୪) ରୁଜୁ କରାଯାଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ ବିଡିଓ…
ସରକାରୀ ଗାଡିରୁ ୪.୯୨ ଲକ୍ଷ ଜବତ: ଜେଲ୍ ଗଲେ ବିଡିଓ ମାଡାମ
ଭବାନୀପାଟଣା,୨।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ ବିଭାଗ। ଏଥିସହ ଭିଜିଲାନ୍ସ ପକ୍ଷରୁ ତାଙ୍କ ନାଁରେ ମାମଲା ନଂ(୧୪/୨୦୨୪) ରୁଜୁ କରାଯାଇଛି। ଗୁରୁବାର ଅପରାହ୍ନରେ ବିଡିଓ…
୮ ଶ୍ରେଣୀ ପାଇଁ ଜଣେ ଶିକ୍ଷୟିତ୍ରୀ
କେସିଙ୍ଗା,୨ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ମହଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୮ ଶ୍ରେଣୀରେ ଜଣେ ଶିକ୍ଷକ ରହିଛନ୍ତି। ଫଳରେ ଶିକ୍ଷାଦାନରେ ସମସ୍ୟା ହେଉଥିବା ନେଇ ଅଭିଭାବକମାନେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା…
କୋଣାର୍କ ସୂତା କଳରୁ ଚୋରି: ପୋଲିସର ତଦନ୍ତ ଆରମ୍ଭ
କେସିଙ୍ଗା,୨।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ କୋଣାର୍କ ସୂତା କଳର ଜିନିଙ୍ଗ ମିଲରୁ ଲକ୍ଷାଧିକ ଟଙ୍କାର ତମ୍ବା ତାର ଚୋରି ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନା ମୁତାବକ, ମିଲରେ କାର୍ଯ୍ୟରତ କର୍ମଚାରୀ ଗତ ଦୁଇମାସ ତଳେ ଜିନିଙ୍ଗର ସିଲ ଭିତରକୁ…
ନୋଟ ବାସ୍ନା ବାଜିଲେ ବାୟା ହୋଇଯାଆନ୍ତି ବିଡିଓ
ଭବାନୀପାଟଣା,୨।୮: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଶୁକ୍ରବାର ଗିରଫ ହୋଇଛନ୍ତି। ଗୁରୁବାର ଅପରାହ୍ନରେ ସରକାରୀ ଗାଡ଼ିରେ ସେ ପ୍ରାୟ ୫ ଲକ୍ଷ ଟଙ୍କା ଧରି ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ଜୁନାଗଡ଼ ବ୍ଲକ ଜାରିଙ୍ଗ ଛକ ନିକଟରେ ଭିଜିଲାନ୍ସ…
ଗିରଫ ହେଲେ ଲାଞ୍ଚୁଆ ବିଡିଓ, ୫ ଲକ୍ଷ ଟଙ୍କା ସହ ପଡ଼ିଥିଲେ ଧରା
ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଶୁକ୍ରବାର ଗିରଫ ହୋଇଛନ୍ତି। ଗୁରୁବାର ଅପରାହ୍ନରେ ସରକାରୀ ଗାଡ଼ିରେ ସେ ପ୍ରାୟ ୫ ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର…
ମହିଳାଙ୍କୁ ଟାଙ୍କିଆରେ ହାଣି ହତ୍ୟା: ଜେଲ ଗଲେ ଅଭିଯୁକ୍ତ
କୋକସରା,୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝିଗୁଡା ଗ୍ରାମରେ ଏକୁଟିଆ ରହୁଥିବା ବିଧବା ମହିଳା କାଳିନ୍ଦ୍ରୀ ତାଣ୍ଡି(୫୫)ଙ୍କୁ ତାଙ୍କ ପଡୋଶୀ ଶ୍ରୀକର ପୁଞ୍ଜି ପୂର୍ବ ଶତ୍ରୁତାରୁ ବୁଧବାର ଆକ୍ରମଣ କରିଥିଲେ। କାଳିନ୍ଦ୍ରୀ ଗାଁ ପୋଖରୀରୁ ଗାଧୋଇ ଫେରିବା…
୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ବିଡିଓ
ଭବାନୀପାଟଣା,୧।୮(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡ଼ିଓ ଅକ୍ଷୟମିତା କାର୍ତ୍ତିକ। ଗୁରୁବାର ଅପରାହ୍ନରେ ସରକାରୀ ଗାଡିରେ ୪.୯୨ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର ପାଇ ଜୁନାଗଡ଼ ବ୍ଲକ ଜାରିଙ୍ଗ…
ସ୍ଥଗିତ ରହିଲା ଜୁନାଗଡ଼ ଏନ୍ଏସି ଅନାସ୍ଥା ଭୋଟ୍
ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍ଏସିରେ ଅନାସ୍ଥା ଭୋଟ୍ ସ୍ଥଗିତ ରହିଛି। ଏନ୍ଏସି ଅଧ୍ୟକ୍ଷ ମୁକେଶ ଅଗ୍ରଓ୍ବାଲଙ୍କ ବିରୋଧରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଅନାସ୍ଥା ଭୋଟ ୍ଗ୍ରହଣ କରାଯିବାର ରହିଥିଲା। ମାତ୍ର ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଏଡିଏମ୍…
ଟ୍ରେନରେ କଟି ଚାଲିଗଲା ମାନସିକ ରୋଗୀଙ୍କ ଜୀବନ
କେସିଙ୍ଗା,୨୯।୭(ତୁମେଶର ସାହୁ): କେସିଙ୍ଗା ରେଲୱେ ଷ୍ଟେଶନଠାରୁ ପ୍ରାୟ ୪ କି.ମି ଦୂରରେ ଟ୍ରେନରେ କଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଲମ୍ବୋଦର ଗୌଡ଼। ସେ ଶିରୋଲ ଗ୍ରାମ ପଞ୍ଚାୟତର ପୋଢ଼ଖମ୍ବ ଗ୍ରାମର ବୋଲି ଜଣାପଡିଛି। ସେ…
ଆଜିଠୁ ଶହୀଦ ସପ୍ତାହ ପାଳନ କରୁଛନ୍ତି ମାଓବାଦୀ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କିଛି ଦିନର ନିରବତା ପରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ସିପିଆଇ (ମାଓବାଦୀ)। ରବିବାରଠାରୁ ଅଗଷ୍ଟ ୩ ଯାଏ ଶହୀଦ ସପ୍ତାହ ପାଳନ ପାଇଁ ଲୋକଙ୍କୁ ଆହ୍ବାନ ଦେଇଛନ୍ତି। ଭବାନୀପାଟଣା ବ୍ଲକର…
ଜନତା ବାଛିବେ, କାଉନସିଲର କାଢ଼ିବେ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର ନିର୍ବାଚନ…
Archives


