ଜନତା ବାଛିବେ, କାଉନସିଲର କାଢ଼ିବେ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର ନିର୍ବାଚନ…
ମେଗା ପାନୀୟ ଜଳ ପ୍ରକଳ୍ପ ପାଇପ୍ ଲାଇନ୍ ପୋତାରୁ ରାସ୍ତା ଶୋଚନୀୟ
କୋକସରା,୨୭ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତକୁ ମେଗା ପାନୀୟ ଜଳ ପ୍ରକଳ୍ପରୁ ଜଳ ଯୋଗାଣ ପାଇଁ ଠିକାସଂସ୍ଥା ପକ୍ଷରୁ କାର୍ଯ୍ୟ ଜାରି ରହିଛି। ଗ୍ରାମାଞ୍ଚଳକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତାକଡ଼ରେ…
ଜୀବିକା ଦେଇଛି ବାଉଁଶ କାରିଗରୀ
କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରନ୍ତି। କନ୍ଧ ଜନଜାତିର କିଛି ପରିବାର ସଦସ୍ୟଙ୍କୁ ବାଉଁଶ…
ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର
କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପରିବାରରେ ତାଙ୍କ ସ୍ତ୍ରୀ, ବୁଡି ମା’, ଦୁଇ ପୁଅ ଏବଂ ୧୭…
ସ୍କୁଲ ଆସୁନାହାନ୍ତି ଶିକ୍ଷକ: ପଡୁଛି ତାଲା
ଜୁନାଗଡ଼,୨୫ା୭(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ର ଲଖନାପଡ଼ା ପ୍ରାଥମିକ ବିଦ୍ୟାଳୟକୁ ଅଧିକାଂଶ ସମୟରେ ଶିକ୍ଷକ ଆସୁ ନ ଥିବାରୁ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ସ୍କୁଲ ବନ୍ଦ ଯୋଗୁ ଗରିବ ଆଦିବାସୀ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନରୁ ବଞ୍ଚିତ ହେଉଛନ୍ତି। ଏ…
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ, ସମସ୍ୟା ଦେଖି କହିଲେ…
କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡୀ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ଗୁରୁବାର ପରିଦର୍ଶନ କରିଛନ୍ତି। ପ୍ରଥମେ ବେଳଖଣ୍ଡି ଗ୍ରାମର ଜଳମଗ୍ନ ବା ବୁଡି ଅଞ୍ଚଳ ପରିଦର୍ଶନ କରିଥିଲେ। ବିଜଖମାନ ଓ ଫଳସାପଡ଼ା ଗ୍ରାମର ପ୍ରାଇମେରୀ ସ୍କୁଲ ପରିଦର୍ଶନ କରି…
ଡାଇରିଆ ଆତଙ୍କ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ସୂଚନା
କୋକସରା,୨୨।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଡଙ୍ଗରିପଡା ଗ୍ରାମରେ ଗତ କିଛିଦିନ ହେବ ଡାଇରିଆ ବ୍ୟାପୁଥିବା ଦେଖିବାକୁ ମିଳିଛି। ଗ୍ରାମର ୬ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହେବାରୁ ସେମାନଙ୍କୁ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ…
ବିକାଶ ଅପହଞ୍ଚ: ଗାଁରେ ନାହିଁ ରାସ୍ତା କି ବିଦ୍ୟାଳୟ
କର୍ଲାମୁଣ୍ଡା,୨୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂରରେ ଅବସ୍ଥିତ ବୋରାପଦର ପଞ୍ଚାୟତର କେର୍ଣାପଲା ଗାଁ। ୩୫ ପରିବାର ବିଶିଷ୍ଟ ଏହି ଗାଁରେ ୧୦୫ ଜଣ ମହିଳା-ପୁରୁଷ ରହିଛନ୍ତି। ତେବେ ସ୍ବାଧୀନତାର ଦୀର୍ଘବର୍ଷ ପରେ…
କଳାହାଣ୍ଡିରେ ଝାଡ଼ାବାନ୍ତି: ଗାଁରେ ଡେରା ପକାଇଲା ମେଡ଼ିକାଲ ଟିମ୍
କୋକସରା,୨୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଡଙ୍ଗରିପଡା ଗ୍ରାମରେ ଗତ କିଛିଦିନ ହେବ ଝାଡ଼ାବାନ୍ତି ବ୍ୟାପୁଥିବା ଦେଖିବାକୁ ମିଳିଛି। ଗ୍ରାମର ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଏନେଇ ଖବର ମିଳିବା…
ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ
ଭବାନୀପାଟଣା,୧୯।୭: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦିନେଶ ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଦିନେଶ କାରରେ ଟଙ୍କା ନେଇ ଯାଉଥିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କ ଠାରୁ ୬ ଲକ୍ଷ…
ସର୍ବନିମ୍ନସ୍ତରକୁ ଖସିଲା ଇନ୍ଦ୍ରାବତୀ ଜଳଭଣ୍ଡାର
ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ)ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣରେ ବର୍ଷା ନ ହେବା ଯୋଗୁ କଳାହାଣ୍ଡି ଜିଲାର ଲାଇଫ୍ଲାଇନ (ଜୀବନରେଖା) କୁହାଯାଉଥିବା ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ସର୍ବନିମ୍ନ ସ୍ତରରେ ରହି ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଜିଲାରେ ଗତ ୨ଦିନରେ ସାମାନ୍ୟ ବର୍ଷା ହେବା ଫଳରେ…
ଧାର ଟଙ୍କା ମାଗିବାରୁ ଛୁରାରେ ଆକ୍ରମଣ
ଭବାନୀପାଟଣା,୧୪।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ରାଜ ମୋଟେର ଛକ ନିକଟରେ ରବିବାର ଧାର ଟଙ୍କା ମାଗିବାକୁ ନେଇ ୩ ଯୁବକଙ୍କୁ ଛୁରା ମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ୩ ଯୁବକଙ୍କୁ ଧର୍ମଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।…
Archives


