କଳାହାଣ୍ଡି

ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍‌, ମଧୁପୁର ପିଏଚ୍‌ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି। ଲାଞ୍ଜିଗଡ ବ୍ଲକ ମେଡିକାଲ ଅଫିସର…

ଆୟୁଷ୍ମାନ୍‌ ଭାରତ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ

ଥୁଆମୂଳ ରାମପୁର,୧୧ା୪ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତରଫରୁ ଅଡ୍ରି ଗ୍ରାମସ୍ଥିତ ଆୟୁଷ୍ମାନ୍‌ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି। ଡାକ୍ତର…

ଆୟୁଷ୍ମାନ୍‌ ଭାରତ ଯୋଜନା ଶୁଭାରମ୍ଭ

କର୍ଲାମୁଣ୍ଡା,୧୧ା୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ ହୋଇଛି। ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ…

ବିଦ୍ୟାଳୟ ପରିଦର୍ଶନ କଲେ ବ୍ଲକ ଅଧ୍ୟକ୍ଷ, ଶ୍ରେଣୀ ଗୃହର ଅଭାବ ହେବ ଦୂର

କେସିଙ୍ଗା,୧୧।୪(ତୁମେଶର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କସୃପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟକୁ ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ଶୁକ୍ରବାର ପରିଦର୍ଶନ କରି କରିଥିଲେ। ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ ଶ୍ରେଣୀ ଗୃହର ଅଭାବ ରହିଥିଲା। ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ…

ଗିରି ଗୋବର୍ଦ୍ଧନ ଜଙ୍ଗଲରେ ନିଆଁ

କୋକସରା,୧୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମକୁ ଲାଗି ରହିଥିବା ଗିରି ଗୋବର୍ଦ୍ଧନ ଜଙ୍ଗଲରେ ଗୁରୁବାର କୌଣସି କାରଣରୁ ହଠାତ୍‌ ନିଆଁ ଲାଗି ବ୍ୟାପିଯାଇଥିଲା। ଏହାଦେଖି ସ୍ଥାନୀୟ ଯୁବକ ସଂଘ ପକ୍ଷରୁ ଆମପାଣି ଫରେଷ୍ଟ ସମେତ…

୬୦୬ରୁ ଅଛନ୍ତି ମାତ୍ର ୧୯୯ ଡାକ୍ତର

ଭବାନୀପାଟଣା,୧୧ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗରେ ଏବେ ଅନେକ ପଦବୀ ଖାଲି ପଡିଛି। ଫଳରେ ଜିଲାବାସୀ ଠିକ୍‌ ସମୟରେ ଆବଶ୍ୟକ ସ୍ବାସ୍ଥ୍ୟସେବା ପାଉ ନ ଥିବା ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୬୦୬ ଡାକ୍ତର…

ଗିରି ଗୋବର୍ଦ୍ଧନ ଜଙ୍ଗଲରେ ନିଆଁ, ବ୍ୟାପକ ଜଙ୍ଗଲ ନଷ୍ଟ, ଆୟତ୍ତ କଲେ ଅଗ୍ନିଶମ ବାହିନୀ-ଯୁବକ ସଙ୍ଘ

କୋକସରା,୧୦।୪, (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମକୁ ଲାଗି ରହିଥିବା ଗିରି ଗୋବର୍ଦ୍ଧନ ଜଙ୍ଗଲରେ ଗୁରୁବାର କୌଣସି କାରଣରୁ ହଠାତ ନିଆଁ ଲାଗି ଜଙ୍ଗଲ ସାରା ବ୍ୟାପି ଯାଇଥିଲା। ଏହାଦେଖି ସ୍ଥାନୀୟ ଯୁବକ ସଙ୍ଘ ପକ୍ଷରୁ…

ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଶ୍ରୀରାମ ନବମୀ ମହୋତ୍ସବରେ ଶ୍ରଦ୍ଧାଳୁଙ୍କୁ ସର୍ବତ ବଣ୍ଟନ

କୋକସରା,୧୦।୪,(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଅବସ୍ଥିତ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ତଥା ଏଠାରେ ଥିବା ପୌରାଣିକ ପୃଷ୍ଠଭୂମି ବହନ କରୁଥିବା ମଧୁ ମାଧବ ତୀର୍ଥକ୍ଷେତ୍ରରେ ଶ୍ରୀରାମ ନବମୀ ମହୋତ୍ସବ ମହା ଆଡମ୍ବରରେ ପାଳନ ହୋଇଛି ।…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ୩ ବର୍ଷ ମଧ୍ୟରେ ୫ ଲକ୍ଷ ଅନ୍ତ୍ୟୋଦୟ ଗୃହ ଯୋଗାଇ ଦେବୁ

କେସିଙ୍ଗା,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି କଲ୍ୟାଣ ମଣ୍ଡପଠାରେ ଗୁରୁବାର ଭାଜପାର ଏକ ଜନସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଭାରତ ମାତାଙ୍କ ଫଟୋଚିତ୍ରରେ ଦୀପ ପ୍ରଜ୍ୱଳନ ପରେ…

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି। ଶିକ୍ଷାକ୍ଷେତ୍ରରେ ସମସ୍ୟା ଦେଖା ଯାଉଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…

ଯୁବତୀଙ୍କୁ ଗଣବଳାତ୍କାର : ନାବାଳକ ସହ ୨ କୋର୍ଟ ଚାଲାଣ

ଭବାନୀପାଟଣା,,୯।୪((ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଗତ ମାର୍ଚ୍ଚ ୨୬ ତାରିଖ ରାତିରେ ଜଣେ ଯୁବତୀ ଗଣବଳାତ୍କାର ଶିକାର ହୋଇଥିବା ଅଭିଯୋଗ ଆସିଥିଲା। ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ଥିବା ଉକ୍ତ ଗ୍ରାମର ତୁଳସି ରାମ ବିଶ୍ୱାଳ…

ମା’ ଠାକୁରାଣୀଙ୍କ ଚୈତ୍ର ପର୍ବ ମହାସମାରୋହରେ ସମ୍ପନ୍ନ

ଥୁଆମୂଳ ରାମପୁର,୯।୪(ଦୁର୍ଗା କୀର୍ତ୍ତି): ସାରା ଓଡିଶାରେ ବାର ମାସରେ ତେର ପର୍ବ ପାଳିତ ହେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମହାସମାରୋହରେ ସମ୍ପନ୍ନ ହେଇଯାଇଛି I ରାଜା ରାଜୁଡ଼ା ଅମଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?