ବିଜୁ ଏକ୍ସପ୍ରେସୱେରେ ବାଇକ୍କୁ ପିଟିଲା କାର୍
କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବିଜୁ ଏକ୍ସପ୍ରେସୱେର କଳାହାଣ୍ଡି ଜିଲା କୋକସରା ବ୍ଳକ ଭାଲିଆଯୋର ଛକନିକଟରେ କାର୍-ବାଇକ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍ରେ ଥିବା ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ କଛାରପଡାର ଚିତ୍ତରଞ୍ଜନ ନାଏକ ଓ…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା, ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଲେ ବିଧାୟକ
କେସିଙ୍ଗା,୧୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର ଚରଣ ଦାଶ ଶନିବାର ପରିଦର୍ଶନ କରିଥିଲେ। ଉକ୍ତ ଗୋଷ୍ଠୀ କେନ୍ଦ୍ରର ଆନ୍ତଃ ବିଭାଗ, ପ୍ରସୂତି କାଳୀନ ଓ ଶିଶୁ ସ୍ବାସ୍ଥ୍ୟ ବିଭାଗକୁ ପରିଦର୍ଶନ କରିଥିଲେ।…
ଅସମ୍ପୂର୍ଣ୍ଣ ଶ୍ରେଣୀଗୃହ, ବାରଣ୍ଡାରେ ପାଠପଢ଼ା
କୋକସରା,୧୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ହେଲେ କେତେକ ସ୍ଥାନରେ ଭିତ୍ତିଭୂମି ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏମିତି ଏକ ଦୃଶ୍ୟ କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା…
ପଞ୍ଚାୟତ ସମିତି ବୈଠକରେ ଅଞ୍ଚଳର ସମସ୍ୟା ଉଠାଇଲେ ସରପଞ୍ଚ
କେସିଙ୍ଗା,୧୨.୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ସପ୍ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ଅଧ୍ୟକ୍ଷତାରେ ସଭା ଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ କଳାହାଣ୍ଡି ଏମ୍ପି ମାଲବିକା ସିଂ ଦେଓ, ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର…
ଗୋଦାମରୁ ଚୋରି କରିବା ପଡ଼ିଲା ମହଙ୍ଗା
କୋକସରା,୧୧ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଗ୍ରାମର ବ୍ୟବସାୟୀ ଲିଙ୍ଗରାଜ ଅଗ୍ରୱାଲଙ୍କ ହାର୍ଡୱେର ଗୋଦାମରୁ ଗତମାସ ୨୬ ତାରିଖରେ ଲୁହା ପାଇପ, ରଡ ଚୋରି ହୋଇଥିଲା। ଏ ନେଇ ଲିଙ୍ଗରାଜ ଥାନାରେ ଲିଖିତ ଅଭିଯୋଗ କରିଥିଲେ।…
ବିଧାନସଭାରେ ଲୋକଙ୍କ ସମସ୍ୟା ନେଇ ପ୍ରଶ୍ନ ଉଠାଇବି, ପ୍ରତିଶ୍ରୁତି ଦେଲେ ବିଧାୟକ
କେସିଙ୍ଗା,୧୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେର ପଞ୍ଚାୟତର ଅମଠା ଗ୍ରାମକୁ ଭବାନୀପାଟଣା ବିଧାୟକ ସାଗର ଚରଣ ଦାଶ ଗୁରୁବାର ପରିଦର୍ଶନ କରିଛନ୍ତି। ଗତ ଜୁନ୍ରେ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ତିନି ଜଣଙ୍କ ମୃତ୍ୟୁ ଘଟିଥିବା ପରିବାରବର୍ଗଙ୍କୁ ସମବେଦନା…
ଅଙ୍ଗନଓ୍ବାଡି ଘର ଭାଙ୍ଗିଦେଲେ ହାତୀପଲ
ଲାଞ୍ଜିଗଡ଼,୮ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନ ଲାଞ୍ଜିଗଡ଼ ସେକ୍ସନର ଗୌଡ଼ଥୁଆଗୁଡା ଗାଁରେ ହାତୀପଲ ଉପଦ୍ରବ କରିଛନ୍ତି। ରବିବାର ରାତିରେ ୧୦ ଟିକିଆ ହାତୀପଲ ଆସି ଅଙ୍ଗନଓ୍ବାଡି କେନ୍ଦ୍ର ଘର ଭାଙ୍ଗିବା ସହିତ କେନ୍ଦ୍ରରେ ଥିବା…
ରଥରେ ତିନିଠାକୁରଙ୍କ ଦର୍ଶନ କଲେ ଶ୍ରଦ୍ଧାଳୁ
କର୍ଲାମୁଣ୍ଡା:୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା(ବସ୍ତି)ଠାରେ ହଜାର ହଜାର ଭକ୍ତଙ୍କ ସମାଗମରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ମା’ସୁଭଦ୍ରାଙ୍କୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ତିନି…
ବିଷ ପିଇଦେଲେ ଶାଳୀ, ଭିଣୋଇ
ବେହେରା, ୪ା୭(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କୋକସରା ଥାନା ପଲସପାଣି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଶାଳୀ ଓ ଭିଣୋଇ ବିଷ ପିଇଥିବା ବେଳେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…
ଶୌଚ ପାଇଁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ି ଅବସ୍ଥା ସଙ୍କଟାପନ୍ନ
କୋକସରା,୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ନୂଆଗୁଡା ଗ୍ରାମରେ ଗୁରୁବାର ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଗ୍ରାମର ଯଦୁମଣି ଧଙ୍ଗଡା ମାଝୀ (୫୫)। ମିଳିଥିବା ସୂଚନା ମୁତାବକ, ଗୁରୁବାର ଯଦୁମଣି ଗାଁ…
ପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତ
କେସିଙ୍ଗା,୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ର ପରଲସିଙ୍ଗା ଗ୍ରାମ ପଞ୍ଚାୟତବାସୀ ପାନୀୟଜଳ ପାଇଁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାରମ୍ବାର ଆପତ୍ତି ଅଭିଯୋଗ ପରେ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି। ୩କୋଟି ୨୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କାଣ୍ଡେଲ ଦେହେରେନ…
ଦୁବାଇରେ କଳାହାଣ୍ଡି ଭେଣ୍ଡି, ପୋଟଳର ଚାହିଦା
ଭବାନୀପାଟଣା,୨ା୭ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଆମ୍ବ ପରେ ଭେଣ୍ଡି, ପୋଟଳର ଚାହିଦା ବିଦେଶରେ ରହିଥିବା ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ ସାଡିଙ୍ଗତରା ଗ୍ରାମରୁ ଗତ ୨୫ ତାରିଖରେ ୨୫ କୁଇଣ୍ଟାଲ ଆମ୍ରପାଲି ଆମ୍ବ ଦୁବାଇକୁ ରପ୍ତାନି ହୋଇଥିଲା।…
Archives


