କଳାହାଣ୍ଡି

ଦାଉ ସାଧୁଛି ଅଦିନିଆ ବର୍ଷା: ବିଲରେ ଗଜା ହେଉଛି ପାଚିଲା ଧାନ, ଭଡ଼ା ତାରପୋଲିନ ଭରସାରେ ଚାଷୀ

ରିଷିଡା,୩୦।୫ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଗତ ୨୫ ତାରିଖ ଠାରୁ ରବି (ଡାଲୁଅ) ଧାନ ପାଇଁ ମଣ୍ତି ଖୋଲିଛି। ଏହାର କିଛି ଦିନ ପରେ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏଥିଯୋଗୁ ଲୋକେ…

ଛିଣ୍ଡିଲା ରେଳ ଧାରଣା: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଟ୍ରେନ

କେସିଙ୍ଗା,୩୦।୫(ତୁମେଶ୍ବର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନର ଏକ ନମ୍ବର ପ୍ଲାଟଫର୍ମରେ ରେଳ ଧାରଣା ଛିଣ୍ଡି ଯାଇଛି। ଦୁର୍ଭାଗ୍ୟବଶତଃ କୌଣସି ଦ୍ରୁତଗାମୀ ମାଲବାହୀ ଟ୍ରେନର କିଛି ବି କ୍ଷୟକ୍ଷତି ହୋଇ ନ ଥିବାର ଜଣାପଡ଼ିଛି। ଷ୍ଟେଶନର ଏକ…

୨ ଦିନ ହେବ ନିଖୋଜ ଥିଲେ ମହିଳା: ମିଳିଲା ମୃତଦେହ, ବଢୁଛି ସନ୍ଦେହ

ଥୁଆମୂଳ ରାମପୁର,୩୦ା୫ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ଗ୍ରାମର ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କାଶୀପୁର ଥାନା ଅଡାଜୋର ପଞ୍ଚାୟତ ଅଧୀନ ଜୋଡ଼ାଆମ୍ବ ଗ୍ରାମର କାଳିଦାସ ନାଏକଙ୍କ…

ଲଘୁଚାପ ବର୍ଷାରେ ଗଜା ହେଲା ପାଚିଲା ଧାନ

କୋକସରା,୨୯।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୁଇ ଦିନ ଧରି ଲାଗି ରହିଥିବା ଲଘୁଚାପ ଲଗାଣ ବର୍ଷାରେ ଚାଷୀଙ୍କ ବହୁ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଚାଷ ଜମିରେ ପାଣି ଜମିବାରୁ ପାଚିଲା ଧାନ ଭିଜି ଗଜା ହୋଇଯାଇଛି। ଫଳରେ ଚାଷୀ ମୁଣ୍ଡରେ ପୁଣି…

ସାମାନ୍ୟ ବର୍ଷାରେ ମହୁଲପାଟଣା-ମୁଖୀଗୁଡ଼ା ରାସ୍ତା ବେହାଲ

ଥୁଆମୂଳ ରାମପୁର,୨୯ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣା – ମୁଖୀଗୁଡ଼ା ମୁଖ୍ୟ ଘାଟି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ରାସ୍ତାଟି ବିଗତ ଦିନରେ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଅଧୀନରେ ହୋଇଛି ଯାହାକି ବିଭିନ୍ନ ଗେଟ୍‌…

ଖୋଲିଲା ରବି ଧାନ ମଣ୍ଡି

ରିଷିଡ଼ା,୨୯ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ଗୁରୁବାର ଦୁଇଟି ସ୍ଥାନରେ ରବିଧାନ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ତେରେସିଂହାରେ ମଣ୍ଡି ଉଦ୍‌ଘାଟନୀ ଉତ୍ସବରେ ସ୍ଥାନୀୟ ସରପଞ୍ଚ ପ୍ରମୋଦ ସୁନା ମୁଖ୍ୟଅତିଥି, ରିଷିଡ଼ା ପାକ୍ସ…

ଚାଷୀଙ୍କ ପାଇଁ ଖୁସିଖବର: ରିଞ୍ଜାରେ ରବି ଧାନ ମଣ୍ଡି ଉଦ୍‌ଘାଟିତ

କର୍ଲାମୁଣ୍ଡା,୨୯ା୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କର୍ଲାମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରିଞ୍ଜାଠାରେ ରବି ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି। ଏଥିରେ ଆଦିବାସୀ ଯୁବନେତା ତଥା ଅଗ୍ରଣୀ ଚାଷୀ ନନ୍ଦୀ କିଶୋର ଭୋଇ ମୁଖ୍ୟଅତିଥି, ମୁଖ୍ୟ କାର୍ଯ୍ୟନିର୍ବାହୀ…

୪୩୬ ଟଙ୍କା ଦେଇ ୨ ଲକ୍ଷ ଟଙ୍କାର ମୃତ୍ୟୁ ବୀମାର ଲାଭ ଉଠାଇଲେ ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟା

କେସିଙ୍ଗା,୨୯।୫(ତୁମେଶ୍ବର ସାହୁ): କେନ୍ଦ୍ର ତଥା ରାଜ୍ୟ ସରକାର ଜନସାଧାରଣଙ୍କ ସୁବିଧା ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି l ସେଥିମଧ୍ୟରୁ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ମାଧ୍ୟମରେ ଭାରତସରକାର ସମସ୍ତ ଜନସାଧାରଣ ମାନଙ୍କୁ ୪୩୬ ଟଙ୍କା ବିନିମୟରେ ୨ ଲକ୍ଷ…

ଗାଁ ସାଥିଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ଗ୍ରାମବାସୀ: ବିଡ଼ିଓଙ୍କ ଦ୍ବାରସ୍ଥ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ

ଥୁଆମୂଳ ରାମପୁର,୨୮।୫(ଦୁର୍ଗା କୀର୍ତ୍ତି): ଅଧିକାଂଶ ଗାଁରେ ଥିବା ଗାଁସାଥିଙ୍କ କାର୍ଯ୍ୟକଳାପରେ ଗ୍ରାମବାସୀ ଓ ଶ୍ରମିକମାନେ ଅସନ୍ତୋଷ ପ୍ରକାଶ କରି ବ୍ଳକ ଓ ଗ୍ରାମପଞ୍ଚାୟତରେ ସେମାନଙ୍କ ନାମରେ ବାରମ୍ବାର ଅଭିଯୋଗ କରିଆସୁଥିବା ସତ୍ତ୍ୱେ ସରପଞ୍ଚ କିମ୍ବା ବ୍ଳକ ପ୍ରଶାସନ ଏ ଦିଗରେ କୌଣସି…

ଗୁରୁଦେବ ଶ୍ରୀରାମ ଚନ୍ଦ୍ର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ସ୍ପନ୍ଦନ-ସୁମିତ ଯୁଗ୍ମ ଟପ୍ପର

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରା ପଞ୍ଚାୟତ ଶିଶାଖାଲସ୍ଥିତ ଗୁରୁଦେବ ଶ୍ରୀରାମ ଚନ୍ଦ୍ର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ୨ ବିଜ୍ଞାନ ପାସ୍‌ ହାର ଶତ ପ୍ରତିଶତ ରହିଛି। ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ…

କୋକସରା କଲେଜ ଛାତ୍ରୀ ଦୀପାରାଣୀ ନାଗ ବିଶ୍ୱବିଦ୍ୟାଳୟର ଟପ୍ପର

କୋକସରା,୨୭ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ବିଶ୍ୱବିଦ୍ୟାଳୟ ମାଣିକ୍ୟ ବିହାର ଭବାନୀପାଟଣା ପକ୍ଷରୁ ଚଳିତବର୍ଷର ଯୁକ୍ତ ୩ କଳା ୟୁଜି ସେମିଷ୍ଟର ୬ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଇତିହାସ (ସମ୍ମାନ) ପରୀକ୍ଷାରେ କୋକସରା ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀ ଦୀପାରାଣୀ…

ଦାଉ ସାଧୁଛି ବର୍ଷା: କଳାହାଣ୍ଡିରେ ରବି ଧାନ କିଣା ପ୍ରଭାବିତ

ଭବାନୀପାଟଣା,୨୬ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ଗତ ୨୦ତାରିଖଠାରୁ ରବି (ଡାଳୁଅ) ଧାନ ପାଇଁ ମଣ୍ଡି ଖୋଲିଛି। ତେବେ ମଣ୍ଡି ଖୋଲିବାର ୨ଦିନ ପରେ ଜିଲାରେ ବର୍ଷା ପ୍ରାୟ ସମୟରେ ହେଉଥିବା ଦେଖିବାକୁ ମିଳିଛି। ବିଶେଷ କରି ଅପରାହ୍ନରେ ଘଡ଼ ଘଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?