କଳାହାଣ୍ଡି

କଠିନ ପରିଶ୍ରମ ଛାତ୍ରୀଛାତ୍ରଙ୍କ ଉନ୍ନତିର ମୂଳମନ୍ତ୍ର

ଲାଞ୍ଜିଗଡ,୧।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ବେଦାନ୍ତ ଟାଉନସିପ ଅନ୍ତର୍ଗତ ବିଦ୍ୟାଳୟ ପରିସରଠାରେ ଅନୁଷ୍ଠିତ ହୋଇଯାଇଛି I ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ ବାଇକ୍‌ ପିଟି ହୋଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ହେଲେ ବେଦାନ୍ତ…

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ ଧରି ଓଡ଼ିଶା ବିଧାନ ସଭା ଗୃହରେ ଯୁବକମାନଙ୍କୁ ନେଇ ଏକ ବକୃତା ହୋଇଥିଲା। ଏଥିରେ…

ମୁଖ୍ୟମନ୍ତ୍ରୀଙ୍କୁ ଜଳସେଚନ ପାଇଁ ଦାବି ଜଣାଇଲେ କୋକସରା ବ୍ଲକ ଉପାଧ୍ୟକ୍ଷ

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଗସ୍ତରେ ଆସି ରବିବାର ଭବାନୀପାଟଣା ଶ୍ରୀକୃଷ୍ଣ ନଗର ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର…

ଲାଞ୍ଜିଗଡ DAV ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ

ଲାଞ୍ଜିଗଡ, ୩୧।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସ୍ଥିତ ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛିI ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…

ବାପା ଆଗରେ ଚାଲିଗଲା ପୁଅ ଜୀବନ:ବାଇକ ଇଏମଆଇ ଟଙ୍କା ପଇଠ କରିବାକୁ ଯିବା ସମୟରେ ଦୁର୍ଘଟଣା

ଥୁଆମୂଳ ରାମପୁର,୩୧।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ବେପରୁଆ ଭାବରେ ଗାଡିମଟର ଚଳାଚଳ ଯୋଗୁ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ରହିବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତୁ ହୋଇଥିବାବେଳେ ସୋମବାର…

ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଥୁଆମୂଳ ରାମପୁର…

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ କଂଗ୍ରେସର ବିରୋଧ: କଂଗ୍ରେସ କର୍ମକର୍ତ୍ତାଙ୍କୁ ଉଠାଇନେଲା ପୋଲିସ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରୁଥିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା। ଏହା ପୂର୍ବରୁ ଜିଲା ସଭାପତି ଭାରତ ଭୂଷଣ ବେମାଲଙ୍କ ସମେତ ୨୨ଜଣ…

ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ…

କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍‌: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିଛନ୍ତି। ପ୍ରଥମ…

ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ କେଶବ ସଭାପତି, ସମ୍ବିତ ପୁଣି ସମ୍ପାଦକ

ବାଲେଶ୍ୱର,୩୦।୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି । ଶନିବାର ରାତି ୧୨ ଟାରେ ଫଳାଫଳ ପ୍ରକାଶ ପାଇଛି । ସଭାପତି ଭାବେ କେଶବ କୁମାର ଆଚାର୍ଯ୍ୟ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ମନୋଜ…

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?