କଳାହାଣ୍ଡି

ମହୁମାଛି ଆକ୍ରମଣରେ ୩ ଗୁରୁତର

ଲାଞ୍ଜିଗଡ଼ ୨୬ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ରେ ମହୁମାଛିଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ସୂଚନାନୁଯାୟୀ, ଲାଞ୍ଜିଗଡ଼ ରୋଡ୍‌ ଶିବମନ୍ଦିର ନିକଟରେ ଏକ ଜଳଖିଆ ଦୋକାନକରି ଚଳୁଥିବା ରତ୍ନାକର ଗଉଡ଼ ଓ ତାଙ୍କ ସ୍ତ୍ରୀ ଗୋମତୀ ଗଉଡ଼ ଦୋକାନରେ ଜଳଖିଆ…

ମନମୁଖୀ କାର୍ଯ୍ୟକଳାପ: ପଦ ହରାଇବେ ସରପଞ୍ଚ

ଥୁଆମୂଳ ରାମପୁର,୨୬।୪(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡେ ପଦର ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଘଟଣାରେ ପଦ ହରାଇବେ ସରପଞ୍ଚ ସମ୍ବାରି ମାଝୀ। ଥୁଆମୁଳ ରାମପୁର…

ଆଧାର ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ପରିବାର

ଥୁଆମୂଳ ରାମପୁର,୨୬ା୩ (ଦୁର୍ଗା କୀର୍ତ୍ତି):ବର୍ତ୍ତମାନ କୌଣସି ସରକାରୀ ଯୋଜନାର ଲାଭ ପାଇବାକୁ ହେଲେ ଆଧାର କାର୍ଡକୁ ମୁଖ୍ୟ ପ୍ରମାଣପତ୍ର ଭାବେ ଗ୍ରହଣ କରାଯାଉଛି। ଏପରି କି ପିଲାଙ୍କ ପାଠପଢା ପାଇଁ ଆଧାର ଜରୁରୀ ହୋଇପଡିଛି। ହେଲେ ଆଧାର କାର୍ଡ ନ ଥିବାରୁ…

ବିଭିନ୍ନ ସ୍ଥାନରେ ନବ ଭାରତ ସାକ୍ଷରତା ସ୍ବେଚ୍ଛାସେବୀଙ୍କ ତାଲିମ ଶିବିର ଉଦଯାପିତ

କର୍ଲାମୁଣ୍ଡା:୨୫।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ନବ ଭାରତ ସାକ୍ଷରତା ସ୍ବେଚ୍ଛାସେବୀମାନଙ୍କ ଦ୍ୱିଦିନିଆ ତାଲିମ ଶିବିର ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ଅବସରରେ ସୋମବାର ପ୍ରଥମ ଦିବସରେ ରାଜପୁର ପଞ୍ଚାୟତ ସୁରୁଜୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଜୋରାଡବରା…

ଖାଲି ପଡ଼ିଛି ୫୧ ପଦବୀ: ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ

ଭବାନୀପାଟଣା,୨୪ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାବାସୀଙ୍କ ଦୀର୍ଘଦିନର ଆନ୍ଦୋଳନ ପ ରାଜ୍ୟ ସରକାରଙ୍କ ପକ୍ଷରୁ ଭବାନୀପାଟଣା ସହର ଭଙ୍ଗାବାରୀଠାରେ ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଘୋଷଣା ହୋଇଥିଲା। ୨୦୨୩ ମସିହାରୁ ଏଠାରେ ପାଠପଢା ଆରମ୍ଭ ହୋଇଛି। ହେଲେ ମେଡିକାଲ କଲେଜରେ…

ମଣ୍ଡି ଖୋଲିବାକୁ ଜମି ଦାନ କଲେ ବଦାନ୍ୟ ଚାଷୀ

କୋକସରା,୨୪ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଝରିଆଗୁଡାଠାରେ ମଣ୍ଡି ଖୋଲିବା ପାଇଁ ଅଞ୍ଚଳର ଚାଷୀମାନେ ପ୍ରଶାସନ ନିକଟରେ ଦାବି କରିଆସୁଥିଲେ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗତବର୍ଷ ମଣ୍ଡି ଖୋଲିବାକୁ ଅନୁମତି ଦେଇଥିଲେ ମଧ୍ୟ ଜାଗା…

ସରକାରୀ ଅର୍ଥ ଆତ୍ମସାତ: ସରପଞ୍ଚଙ୍କ ନାମରେ ମାମଲା 

କେସିଙ୍ଗା,୨୪।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକମାଲ ପଞ୍ଚାୟତ ଅଧୀନ ବୋରିଙ୍ଗ ପଦର ଗ୍ରାମର ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀର ସମ୍ପାଦିକା ତଥା କାର୍ଯ୍ୟକାରୀ ସରପଞ୍ଚ ତେଜସ୍ବିନୀ ମାଝୀଙ୍କ ନାମରେ ୬ଲକ୍ଷ ୮୮ ହଜାର ୨୦୦ ଟଙ୍କା ଠକେଇ…

ମାଁ ମାଣିକେଶ୍ବରୀଙ୍କ ଭବ୍ୟ ମନ୍ଦିର ରତ୍ନମୂଦ ଉତ୍ସବ: ଗ୍ରାମବାସୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ

ଥୁଆମୂଳ ରାମପୁର,୨୪।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ତଥା ଥୁଆମୂଳ ରାମପୁର ସ୍ଥିତ ମାଁ ମାଣିକେଶ୍ବରୀଙ୍କ ମୁଖ୍ୟ ତାନ୍ତ୍ରିକ ପୀଠର ନୂତନ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଅଞ୍ଚଳବାସୀ ଯେଉଁ ସ୍ବପ୍ନ ଦେଖିଥିଲେ ଓ ବିଗତ ସରକାର ଏହି ଅଞ୍ଚଳର…

ଆଶାକର୍ମୀ ସଂଘର ୯ ଦଫା ଦାବିପତ୍ର: ମାସିକ ଭତ୍ତା ୧୮ହଜାର ଟଙ୍କା କରାଯାଉ ବୃଦ୍ଧି

କର୍ଲାମୁଣ୍ଡା,୨୪ା୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଆଶାକର୍ମୀ ସଂଘ ପକ୍ଷରୁ ସୋମବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ଚିକିତ୍ସା ଅଧିକାରୀ ଡାକ୍ତର ଆଶିଷ କୁମାର ଧରୁଆଙ୍କୁ ୯ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରମୁଖ…

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଆଉଟସୋର୍ସିଂ କର୍ମଚାରୀଙ୍କ ଧମକ

କେସିଙ୍ଗା,୨୪।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ସମେତ ୧୩ଟି ବ୍ଳକର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ଧରି ଆଉଟସୋର୍ସିଂ କର୍ମଚାରୀ କାର୍ଯ୍ୟ କରି ଆସୁଛନ୍ତି l ସ୍ବଳ୍ପ ଦରମା, ଅନିଶ୍ଚିତ ଭବିଷ୍ୟତ ମଧ୍ୟରେ ଗତି କରୁଥିଲେ ମଧ୍ୟ ନୂଆ…

ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର

ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ପାଇବାକୁ ହେଲେ ଆଧାର କାର୍ଡର ଆବଶ୍ୟକ ପଡୁଥିବା ବେଳେ…

ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

କେସିଙ୍ଗା,୨୩। ୩(ତୁମେଶର ସାହୁ): କେସିଙ୍ଗା ବ୍ଲକ୍‌ର ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଦେବକୀ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ରୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?