୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…
କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର ଏକ ଅଜଗର ବନ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ବାହାଦୁର…
ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …
ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ ଦାଵି ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ପ୍ରଦାନ କରିଛନ୍ତି। ଏଥିରେ ଆରଟିଇ ଅର୍ଥ…
କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି
କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ ପଟେ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର(ଉପ…
ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….
ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ନିଲମ୍ବିତ କରିଛନ୍ତି ।…
ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…
ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ ଚାପ ଯୋଗୁ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ…
ପ୍ରେମଲାଲଙ୍କୁ ଝୁରୁଛନ୍ତି କୋକସରା ବାସୀ, ଅଞ୍ଚଳରେ ଶୋକର ଛାୟା
କୋକସରା,୯।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଁଇଲି ଗ୍ରାମର ପ୍ରେମଲାଲ ସାହୁ (୫୫)ଙ୍କ ପରଲୋକ ହୋଇ ଯାଇଛି । ସେ ସୁନାମାଲ ଭାଲୁପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ…
ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା । ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବିଦ୍ୟୁତ ଵିଭାଗ ପକ୍ଷରୁ ତତପରତା…
ନିଜର ହକ୍ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍ ହୋଇ…
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା…
ଚୋରି ହୋଇଥିବା ଘରୁ ପୁଣି ଚୋରି
କେସିଙ୍ଗା,୧୦।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ମୁହାଣ ଥିବା ସୁବାଷ ଅଗ୍ରୱାଲଙ୍କ ଘରୁ ଗତ ଦୁଇ ବର୍ଷ ତଳେ ପ୍ରାୟ ଲକ୍ଷ୍ୟାଧିକ ଟଙ୍କା ସୁନା ଚୋରି ହୋଇଥିଲା। ଘରମାଳିକ ବର୍ତ୍ତମାନ କେସିଙ୍ଗାରେ ନ ରହି ଅନ୍ୟ ରାଜ୍ୟରେ ରହୁଛନ୍ତି।…
ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ ମିଳଛି। ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ତାର ଚାରିପାଖରେ ଘଞ୍ଚ ଗଛଲତା ମାଡ଼ିଯାଇଥିବାରୁ ଏହା ଆଗାମୀ…
ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ
ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ ଚାଲିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ଅନିଶ୍ଚିତତା ପ୍ରକାଶ ପାଇଛି। କାମଟି…
ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ
ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି ଜନସଂଗ୍ରାମ ସମିତି ପକ୍ଷରୁ ସଭାପତି ସାଉଲ ମଙ୍ଗରାଜଙ୍କ ନେତୃତ୍ୱରେ ପ୍ରାୟ ୩୦୦ ଚାଷୀ…

