କଳାହାଣ୍ଡି

ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୮ ଅଭିଯୁକ୍ତ କୋର୍ଟଚାଲାଣ

ଜୁନାଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀ ଗଣବଳାକତ୍ାର ଘଟଣାରେ ପୋଲିସ ବୁଧବାର ୮ଜଣଙ୍କୁ ଗିରଫ କରିଥିଲା । ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପକ୍ତ ଥିବା ପୋଲିସ କହିଥିଲା। ଗୁରୁବାର ସମସ୍ତ ଅଭିଯୁକ୍ତଙ୍କୁ ଜୁନାଗଡ ଗୋଷ୍ଠୀ...

ଏସିଡ୍‌ ଆକ୍ରମଣ ଉପରେ ଆଇନ୍‌ ସଚେତନତା ଶିବିର

ଭବାନୀପାଟଣା,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଆଇନ ଶେବା ପ୍ରାଧିକ୍ରରଣ ଆନୁକୂଲ୍ୟରେ ଗୁରୁବାର ଅପରାହ୍ନରେ ଭବାନୀପାଟଣାଠାରେ ଏସିଡ୍‌ ପୀଡିତାଙ୍କ ପାଇଁ ଉପଲବ୍ଧ ଥିବା ବିଭିନ୍ନ ଆଇନ ସମ୍ପର୍କରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆଇନ ସେବା ପ୍ରାଧିକରଣ...

କପା ଫସଲର ଅମଳ ପରବର୍ତ୍ତୀ ଯତ୍ନ ଉପରେ ତାଲିମ

କେସିଙ୍ଗା,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମପଞ୍ଚାୟତ ସଉରାପଦର କାଜୁ ପଡିଆଠାରେ ଭବାନୀପାଟଣା କପା ବିଶେଷଜ୍ଞଙ୍କ ଆନୁକୂଲ୍ୟରେ ଦିନିକିଆ ସମନ୍ବିତ କପା ଉତ୍ପାଦନ ତାଲିମ ଶିବିର ଗୁରୁବାର ଅନୁଷ୍ଠିତ ହୋଇଥିଲା । କେସିଙ୍ଗା ବ୍ଲକରେ ୧୦ ହଜାର ୯୯୦ ହେକ୍ଟର...

ଧର୍ମଗଡ ଡାକ୍ତରଖାନାରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନର୍ସଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା

ଧର୍ମଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ୨ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିବା ଏହି ୨ ଯୁବକ ନିଜ ମୋବାଇଲ ଫୋନ୍‌ରେ ନର୍ସଙ୍କ ଭିଡିଓ ଶୁଟିଂ କରୁଥିଲେ ।...

ଅଭିଯୁକ୍ତଙ୍କ ମାମଲା ଲଢ଼ିବାକୁ ମନାକଲା ଜିଲା ଓକିଲ ସଂଘ: ୩୦ରେ କଳାହାଣ୍ଡିର ସମସ୍ତ କେନ୍ଦ୍ର, ରାଜ୍ୟ ସରକାର କାର୍ଯ୍ୟାଳୟ ବନ୍ଦ କରାଯିବ

ଭବାନୀପାଟଣା,୨୬।୯ (ଡି.ଏନ.ଏ.)  କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଜିଲାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଆସନ୍ତା ୩୦ ତାରିଖରେ କୋର୍ଟ କଚେରୀ, ସମସ୍ତ କେନ୍ଦ୍ର ଓ ରାଜ୍ୟ ସରକାର କାର୍ଯ୍ୟାଳୟକୁ ବନ୍ଦ ପାଇଁ ସ୍ଥିର କରାଯାଇଛି।...

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଲାଞ୍ଜିଗଡ଼,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ଜିଲା ପ୍ରଶାସନ ଓ ବ୍ଲକ ପ୍ରଶାସନର ମିଳିତ ଉଦ୍ୟମରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଅଞ୍ଚଳର ୧୭୫ ଜଣ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ...

ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ

କୋକସରା,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ବୁଧବାର ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଅୟୋଜନ କରାଯାଇଛି । ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ ନେତୃତ୍ୱରେ ମୋଟର ଯାନ ଆଇନକୁ ନେଇ ପୋଲିସ କର୍ମଚାରୀ, ଜବହାର ଉଚ୍ଚ ବିଦ୍ୟାପିଠ...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଏକାଦଶତମ ଦିବସ: ଷ୍ଟାର ଇଲେଭେନ୍‌ ବନାମ୍‌ ଆଇଆରବି ନାଇନଥ୍‌ ବେଟାଲିୟନ୍‌ ମ୍ୟାଚ୍‌ ଡ୍ର

ଭବାନୀପାଟଣା,୨୬।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ବୁଧବାର ଏକାଦଶତମ ମ୍ୟାଚ୍‌ ଷ୍ଟାର ଇଲେଭେନ୍‌ ବନାମ୍‌ ଆଇଆରବି ନାଇନଥ୍‌ ବେଟାଲିୟନ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଉଭୟ ଦଳ ଗୋଟାଏ...

ନର୍ସିଂ ଛାତ୍ରୀ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୮ ଅଭିଯୁକ୍ତ ଗିରଫ, ଆଜି ହେବେ କୋର୍ଟ ଚାଲାଣ; ଜଣେ ନାବାଳକ ବି ସମ୍ପୃକ୍ତ

ଜୁନାଗଡ,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାକତ୍ାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପୃକ୍ତ ଥିବା ପୋଲିସ କହିଛି...

ଭିଜିଲାନ୍ସ ଜାଲରେ ଜେଇ

ଭବାନୀପାଟଣା,୨୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସର୍ବଶିକ୍ଷା ଅଭିଯାନ ଅଫିସରେ କାର୍ଯ୍ୟରତ ଜେଇ ଅଭୟ ପତିଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଭଡ଼ାଘର ସମେତ ଢେଙ୍କାନାଳ, ଭୁବନେଶ୍ୱର, କଟକ, ପୁରୀ,...

ଜଙ୍ଗଲରେ ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା:ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଜୁନାଗଡ,୨୫-୯(ଡି.ଏନ.ଏ.):କଳାହାଣ୍ଡି ଜିଲାରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯିବା ଓ ଏହାର ଭିଡିଓ ଭାଇରାଲ କରାଯାଇଥିବା ନେଇ ଗତ ରବିବାର ବିଳମ୍ବିତ ରାତିରେ ଜୁନାଗଡ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦଶମ ଦିବସ: ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ

ଭବାନୀପାଟଣା,୨୫।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ମଙ୍ଗଳବାର ଦଶମ ମ୍ୟାଚ୍‌ ମର୍ନିଂ କ୍ଲବ ବନାମ ଶ୍ରୀକ୍ରୀଷ୍ଣା କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ ୨-୦ ଗୋଲରେ ବିଜୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri