କଳାହାଣ୍ଡି

CBSE Result: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା

ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀ ଛାତ୍ର ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି I ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି…

CBSE Result: ଦଶମରେ କଳାହାଣ୍ଡି ଟପ୍ପର ହେଲେ ଅନିକେତ ପଣ୍ଡା

ଭବାନୀପାଟଣା, ୧୩।୫(ଉତ୍ତମ କୁମାର ଦାଶ)-ସିବିଏସଇ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଏଥିରେ କଳାହାଣ୍ଡି ଜିଲା ଜୁନାଗଡ ଓଡିଶା ଆଦର୍ଶ ବିଦ୍ୟାଳୟ(ଓଏଭି)ର ଛାତ୍ର ଅନିକେତ ପଣ୍ଡା ଜିଲା ଟପ୍ପର ହୋଇ ନିଜ ସ୍କୁଲ ପାଇଁ ଗୌରବ ଆଣିଛନ୍ତି। ସେ ସର୍ବମୋଟ…

ଲୋକ ସଭା ଏମ୍‌ପିଙ୍କୁ ଭେଟିଲେ ପ୍ରତିନିଧି ଦଳ

ରିଷିଡା,୧୩।୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କର୍ଲାମୁଣ୍ଡା ମଣ୍ଡଳସ୍ଥରୀୟ ଏକ କମିଟି କଳାହାଣ୍ଡି ଏମ୍‌ପି ମାଳବିକା ସିଂଦେଓଙ୍କୁ ତାଙ୍କ ବାସଭବନରେ ଭେଟି ସ୍ଥାନୀୟ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବିଗୁଡିକ ମଧ୍ୟରେ ରିଷିଡା ଫଟାମୁଣ୍ତା ପାଣିଟାଙ୍କି ଛକ ଓ…

ନିର୍ମାଣ ହେଉନି ରେଳ ଅଣ୍ଡରବ୍ରିଜ କି ଓଭରବ୍ରିଜ:ଲେଭଲ କ୍ରସିଂରେ ଟ୍ରାଫିକ ଜାମ ସ୍ଥିତି

ଭବାନୀପାଟଣା, ୧୩ା୫ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରେଳ ଲେଭଲ କ୍ରସିଂରେ ଅଣ୍ଡରବ୍ରିଜ କିମ୍ବା ଓଭରବ୍ରିଜ ନାହିଁ। ଫଳରେ ଲେଭଲ କ୍ରସିଂରେ ଟ୍ରାଫିକ ଜାମ ପରିସ୍ଥିତି ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି…

ଧରିତ୍ରୀର ମହାପ୍ରଭାବ: କାଲି ଖବର ପ୍ରକାଶ, ଆଜି ଗାଁକୁ ହେଲା ଜଳଯୋଗାଣ

ରିଷିଡ଼ା,୧୨ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରଣାପଡ଼ା ଓ ପାଟଖଣ୍ତା ମନ୍ଦିରପଡ଼ାର ପାୟ ୩୦୦ରୁ ଅଧିକ ପରିବାର ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଥିଲେ। ପଡ଼ାରେ ସରକାର ତରଫରୁ ସପ୍ଲାଏ ପାଣି ପାଇପ୍‌ ବ୍ୟବସ୍ଥା କରିଥିଲେ ହେଁ…

ମନରେଗା ଯୋଜନାରେ ଦୁର୍ନୀତି: ବଦଳିଲେ କନିଷ୍ଠ ଯନ୍ତ୍ରୀ

ରିଷିଡା, ୧୨।୪ (ସୁଶାନ୍ତ ମଲ୍ଲିକ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଯୋଜନାରେ ମହାଦୁର୍ନୀତିକୁ ବତିକୁପା ଗ୍ରାମର ଶ୍ରମିକ ମାନେ କର୍ଲାମୁଣ୍ଡା ବିଡ଼ିଓଙ୍କ ଠାରେ ଗତ ୨୫ ତାରିଖରେ ଅଭିଯୋଗ ହୋଇଥିଲା। ଉକ୍ତ ଦୁର୍ନୀତିରେ କନିଷ୍ଠ ଯନ୍ତ୍ରୀ ଲିପ୍ତ…

ମନ୍ଥର ଗତିରେ ଚାଲିଛି ନିର୍ମାଣ କାର୍ଯ୍ୟ: ଏ ଯାଏଁ ସରିନି ୪୦ ପ୍ରତିଶତ କାମ

ଭବାନୀପାଟଣା,୧୨ା୫ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ରେଳ ଷ୍ଟେଶନର ନିର୍ମାଣ କାମ ଅତ୍ୟାଧୁନିକ ଢାଞ୍ଚାରେ ହେବା ପାଇଁ ସ୍ଥାନୀୟ ଲୋକେ ଆଶା କରୁଥିଲେ। ନିର୍ମାଣ କାର୍ଯ୍ୟ ଦୀର୍ଘ ଦିନଧରି ଆରମ୍ଭ ହୋଇଥିବା ସତ୍ତ୍ୱେ ପରେ ମନ୍ଥର ଗତିରେ ଚାଲିବା ଓ…

ପାଇପ ଅଛି, ହେଲେ ପାଣି ବାହାରୁନି, ୩୦୦ ପରିବାର ହନ୍ତସନ୍ତ

ରିଷିଡ଼ା,୧୧ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରଣାପଡ଼ା, ଓ ପାଟଖଣ୍ତା ମନ୍ଦିରପଡ଼ାର ପାୟ ୩୦୦ ପରିବାର ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପଡ଼ାରେ ସରକାର ତରଫରୁ ସଫଲେଇ ପାଣି ପାଇପ ବ୍ୟବସ୍ଥା କରିଥିଲେ ହେଁ ତାହା…

ହାତୀ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଗ୍ରାମବାସୀଙ୍କୁ ସଚେତନ କଲା ବନ ସୁରକ୍ଷା ସମିତି

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ବିଭାଗ ଅନ୍ତର୍ଗତ କୁର୍ଲୁପଡ଼ା ବନସୁରକ୍ଷା ସମିତି ପକ୍ଷରୁ ହାତୀ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସମିତିର ସମ୍ପାଦକ ତଥା ବନପାଳ ଯଶୋବନ୍ତ ନାଏକଙ୍କ ନେତୃତ୍ୱରେ…

ସ୍ତ୍ରୀ-ବୋହୂଙ୍କୁ ଛୁରିରେ ମରଣାନ୍ତ୍ରକ ଆକ୍ରମଣ: ପରେ ନିଜେ କଲେ ଆତ୍ମହତ୍ୟା

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତର ଭମରମାଲ(ପଥର୍ଲା) ଗ୍ରାମରେ ଏକ ଘରୋଇ କଳି ଭୟଙ୍କର ରୂପ ଧାରଣ କରି ଶେଷରେ ୪୨ ବର୍ଷୀୟ କୃଷ୍ଣ ସାହୁ ଆତ୍ମହତ୍ୟା କରିଛନ୍ତି। କୃଷ୍ଣ ମଦ୍ୟପାନ କରି ସ୍ତ୍ରୀ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ

କେସିଙ୍ଗା,୧୦ା୫ (ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ତାଲୁକ ଆଇନସେବା ସମିତି ତରଫରୁ ଶନିବାର ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ପ୍ରଥମଶ୍ରେଣୀ ବିଚାରବିଭାଗୀୟ ବିଚାରପତି ତଥା ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷା ଦୀପ୍ତା ସେଠୀଙ୍କ…

ମାର୍କେଟ୍‌ କମ୍ପ୍ଲେକ୍ସ ନିର୍ମାଣ ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିସ୍ଥିତ ଓ୍ବାର୍ଡ ନଂ.୯ ନିକଟସ୍ଥ ତହସିଲ କାର୍ଯ୍ୟାଳୟ ରାସ୍ତାର ଉଭୟ ପାଶର୍‌ବରେ ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଓ୍ବାର୍ଡବାସୀ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବିପତ୍ର ପ୍ରଦାନ କରିଛନ୍ତି। କେସିଙ୍ଗା ଏନ୍‌ଏସି ଓ୍ବାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?