କଳାହାଣ୍ଡି

ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ ହୋଇଛି। ପ୍ରଥମେ ଗାଁରୁ ବିଭିନ୍ନ ପ୍ରକାର ଶସ୍ୟ ସଂଗ୍ରହ କରି ନୂଆଁ ବାଉଁଶରେ ୭ଟି…

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର ନଳକୂପ ଅଚଳ ହୋଇ ୩ ମାସ ହେବ ଜଳ ଯୋଗାଣ ବନ୍ଦ ରହିଥିଲା। ନିକଟସ୍ଥ…

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋକସରା ବ୍ଲକ ସାନପୋଡ଼ାଗୁଡ଼ା ପଞ୍ଚାୟତ ସୋରିପଡ଼ାରେ। ଗ୍ରାମରେ…

ମୋ ଜଙ୍ଗଲ ଜମି ଯୋଜନା ରେ ୧୪ ପରିବାରକୁ ମିଳିଲା…..

କର୍ଲାମୁଣ୍ଡା:୧୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁର ୧୪ ଆଦିବାସୀ ପରିବାରଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ମୋ ଜଙ୍ଗଲ ଜମି ଯୋଜନାରେ ମଙ୍ଗଳବାର ଜମି ପଟ୍ଟା ପ୍ରଦାନ କରାଯାଇଛି। ଏହି ଅବସରରେ ବ୍ଲକ ସମ୍ମିଳନୀ କକ୍ଷଠାରେ ତହସିଲଦାର…

ପୁଞ୍ଜିପତିଙ୍କୁ ଚାଷୀଙ୍କ ଜମି ଟେକିଦେବା ହିଁ କୃଷିନୀତିର ଲକ୍ଷ୍ୟ: ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): କୃଷକମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ମିଳୁ ନାହିଁ । ଏହି କାରଣରୁ କୃଷକମାନେ ଋଣଗ୍ରସ୍ତ ହେଉଛନ୍ତି। ବ୍ୟାଙ୍କ ଏବଂ ସାହୁକାରଙ୍କଠାରୁ ଋଣ ଆଣି ଚାଷୀମାନେ ଚାଷବାସ କରୁଛନ୍ତି। ମାତ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ କୃଷିନୀତି ଯୋଗୁ ଚାଷୀଙ୍କୁ ଉତ୍ପାଦିତ…

କର୍ଲାପଡ଼ାକୁ ବ୍ଲକ ଘୋଷଣା ପାଇଁ ମନ୍ତ୍ରୀଙ୍କୁ ଦାବିପତ୍ର

ଭବାନୀପାଟଣା,୧୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ କର୍ଲାପଡାକୁ ନୂତନ ବ୍ଲକ ଘୋଷଣା ଦାବି ନେଇ ସୋମବାର ସ୍ଥାନୀୟ ଯୁବ ସଂଗଠନ ପକ୍ଷରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ଦର୍ଶାଯାଇଛି,…

ଘରୋଇ ବିଦ୍ୟାଳୟ ସଂଘର ସାଧାରଣ ପରିଷଦ ବୈଠକ:୧୦ ବର୍ଷର ସିଓଆର୍‌ ଦେବା ପାଇଁ ଦାବି

ଭବାନୀପାଟଣା,୧୭ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଘରୋଇ ବିଦ୍ୟାଳୟ ସଂଘର ସାଧାରଣ ପରିଷଦ ବୈଠକ ସୋମବାର ସାରେ ଭବାନୀପାଟଣାସ୍ଥିତ ମଡର୍ଣ୍ଣ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସିଓଆର୍‌ ଓ ଆର୍‌ଟିଇ ପ୍ରତିପୂରଣ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ଆରଟିଇ (ଶିକ୍ଷା…

ଦଲାଲଙ୍କ କବ୍‌ଜାରେ ଆଦିବାସୀଙ୍କ ମହୁଲ ଫୁଲ: ନା ଅଛି ବଜାର ବ୍ୟବସ୍ଥା, ନା ଧାର୍ଯ୍ୟ କରାଯାଉଛି ସହାୟକ ମୂଲ୍ୟ

ଭବାନୀପାଟଣା,୧୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଆଦିବାସୀମାନେ ସଂଗ୍ରହ କରୁଥିବା ମହୁଲ ଫୁଲ ଏବେ ଦଲାଲଙ୍କ କବ୍‌ଜାରେ। ଏହାର ସର୍ବନିମ୍ନ ମୂଲ୍ୟ କେଜି ପିଛା ୨୫ ଟଙ୍କା ଥିବାବେଳେ ଅଧା ଦାମ୍‌ରେ ସେମାନେ ଦଲାଲଙ୍କ ହାତରେ ଟେକିଦେଉଛନ୍ତି। ଏହା ଦ୍ୱାରା ସେମାନେ…

ଆକାଉଣ୍ଟ ପରିବର୍ତ୍ତେ ହାତରେ ଭତ୍ତା ଟଙ୍କା ଦେବାକୁ ୮୦ବର୍ଷୀୟା ବୃଦ୍ଧା କୌଶଲ୍ୟାଙ୍କ ନିବେଦନ, କହିଲେ ମୁଁ ବୁଢି ଲୋକ…

ଲାଞ୍ଜିଗଡ଼,୧୭।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ କୁମଖାଲ ପଞ୍ଚାୟତ ସ୍ଥିତ କୁମଖାଲ ଗାଁର ଜଣେ ୮୦ ବର୍ଷୀୟା ବୃଦ୍ଧା ଭତ୍ତା ହିତାଧିକାରୀ କୌଶଲ୍ୟା ଦଣ୍ଡସେନା ବ୍ୟାଙ୍କ ପାସବହି ପରିବର୍ତ୍ତେ ହାତରେ ଭତ୍ତା ଟଙ୍କା ଦେବାକୁ ନିବେଦନ କରିଛନ୍ତି…

ମରାମତି ପାଇଁ ପୋଖରୀ ପରିଦର୍ଶନ କଲେ ବିଡ଼ିଓ, ମାସିକ ବୈଠକରେ ସର୍ବସମ୍ମତି କ୍ରମେ ଅର୍ଥ ମଞ୍ଜୁର, ଖର୍ଚ୍ଚ ହେବ…

କେସିଙ୍ଗା.୧୭।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସିରୋଲ ଗ୍ରାମ ପଞ୍ଚାୟତର ଚଟାଣ ସାଗରର ମରାମତି ଓ ପଙ୍କ ଉଠାଇବା ପାଇଁ ବିଡ଼ିଓ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ବ୍ଲକ ପ୍ରଶାସନିକ ସୋମବାର ଶିରୋଲ ଗ୍ରାମକୁ ପରିଦର୍ଶନ କରିଛନ୍ତି। ଶିରୋଲ ଗ୍ରାମ ପଞ୍ଚାୟତ…

ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କଲା ବନବିଭାଗ

ଲାଞ୍ଜିଗଡ଼,୧୭।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଦକ୍ଷିଣ ବନାଞ୍ଚଳ ବିଜେପୁର ସେକ୍ସସନରେ ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କରିଛି ବିଜେପୁର ବନବିଭାଗ I ପୂର୍ବରୁ ଗଣମାଧ୍ୟମରେ ଖବର ପ୍ରକାଶ ପରେ ବନବିଭାଗ…

୬ବର୍ଷ ବିତିଗଲାଣି, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି ଅଙ୍ଗନବାଡ଼ି କେନ୍ଦ୍ର: ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୭।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଫଟକାଳମାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୋରିଙ୍ଗପଦର ଗ୍ରାମର ଅଙ୍ଗନବାଡ଼ି କେନ୍ଦ୍ର-୨ ଆଜକୁ ୬ବର୍ଷ ହେଲାଣି ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡି ରହିଥିବାରୁ ପ୍ରାକବିଦ୍ୟାଳୟରେ ଘୋର ସମସ୍ୟା ଦେଖା ଯାଉଛି। ଗତ ୨୦୧୯ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?