ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଳାହାଣ୍ଡି,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ନାମରେ ଜଣାଯିବ। ଏହା ବ୍ୟତୀତ କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ…
ରାସ୍ତା, ନେଟୱର୍କ ସମସ୍ୟା ପର୍ଯ୍ୟଟକଙ୍କୁ କରୁଛି ନିରାଶ
ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ପ୍ରାକୃତିକ ଶୋଭାର ଗନ୍ତାଘର କଳାହାଣ୍ଡି। ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ, ଜଳ ପ୍ରପାତ ରହିଛି। ସେଥିମଧ୍ୟରୁ ରାବଣଧର ଜଳପ୍ରପାତ ଅନ୍ୟତମ। ଭବାନୀପାଟଣା ମୁଖ୍ୟାଳୟରୁ ୧୧ କି.ମି. ଦୂର ଲାଞ୍ଜିଗଡ଼ ବ୍ଲକ ଭଟାଙ୍ଗପଦର ପଞ୍ଚାୟତରେ ରହିଛି ରାବଣଦର ଜଳପ୍ରପାତ। ବର୍ଷା…
ବାଇକ୍ କିଣିବାକୁ ଯାଉଥିଲେ: ବାଟରୁ ୨ ଲକ୍ଷ ଟଙ୍କା ଛଡାଇନେଲେ ଦୁର୍ବୃତ୍ତ
ଥୁଆମୂଳ ରାମପୁର,୨୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓ କାଶୀପୁର ମୁଖ୍ୟ ରାସ୍ତା ଲାଠିଆଗୁଡା ଛକରେ ଦୁର୍ବୃତ୍ତମାନେ ଜଣେ ବାଇକ୍ ଆରୋହୀଙ୍କଠାରୁ ମୋବାଇଲ ଫୋନ୍ ଓ ନଗଦ ୨ ଲକ୍ଷ ଟଙ୍କା ଲୁଟି ନେଇ ଚମ୍ପଟ ମାରିଛନ୍ତି। ଏ ନେଇ…
ଗାଁରେ ପଶିଲେ ୫ ଟିକିଆ ହାତୀପଲ
ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ଦାଦପୁରରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଏକ ୫ ଟିକିଆ ହାତୀପଲ ଗାଁ ଭିତରେ ପଶି ଧାନ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ହାତୀ ଦେଖି ଗାଁ…
ନଭେମ୍ବର ୧ରେ କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ: କରିବେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ
ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନଭେମ୍ବର ୧ ତାରିଖରେ କଳାହାଣ୍ଡି ଗସ୍ତ କରିବେ । ଏହି ସମୟରେ ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏଥିରେ ଲକ୍ଷ୍ମୀ ବସ୍ ଚଳାଚଳ, ଭବାନୀପାଟଣା ଭଙ୍ଗାବାରୀସ୍ଥିତ ନୂତନ ମେଡିକାଲ…
ମା’ ଚଣ୍ଡୀଙ୍କ ପାଖରେ ପଡିଲା ପୋଢ଼ ବଳି
ତୁଣ୍ଡଲା,୨୨।୧୦(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସର୍ବପୁରାତନ ଶୈବପୀଠ ବେଲଖଣ୍ଡି ମା’ ଚଣ୍ଡୀଙ୍କଠାରେ ବୋଦା, ଗଡ଼ରା ଓ ପୋଢ଼ ବଳି ପଡ଼ିଥିବା ଦେଖିବାକୁ ମିଳିଛି। ବର୍ଷରେ ମହାଶିବରାତ୍ରି ସମୟରେ ମାନସିକ ଧାରୀମାନେ ଯେମିତି ଶହ ଶହ ସଂଖ୍ୟାରେ ବୋଦା…
ଛତର ଯାତ୍ରା ରକ୍ତରଞ୍ଜିତ
ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। କଳାହାଣ୍ଡିର ଆଦିବାସୀ ଓ ଆର୍ଯ୍ୟ ସଂସ୍କୃତିର ମିଶ୍ରଣରେ ସୃଷ୍ଟି ହୋଇଛି ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ପ୍ରତିବର୍ଷ ଭଳି…
ଭଉଣୀ ପାଳିଲେ ଭାଇ ଜିଉନ୍ତିଆ
କର୍ଲାମୁଣ୍ଡା,୨୨।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପାରେଡ଼ ପଡ଼ିଆରେ କର୍ଲାମୁଣ୍ଡା ଦୁର୍ଗାପୂଜା ବ୍ଲକ କମିଟି ପକ୍ଷରୁ ଧୁମ୍ଧାମରେ ପୂଜାର୍ଚ୍ଚନା କରାଯାଉଛି। ପଡ଼ାର ଶତାଧିକ ଭଉଣୀ ଭାଇଙ୍କ ଶୁଭ କାମନା କରି ଭାଇଜିଉନ୍ତିଆ ବ୍ରତ ପାଳନ କରିଥିଲେ।…
ଲକ୍ଷାଧିକ ଭକ୍ତଙ୍କ ଗହଣରେ ପାଳିତ ହେଲା ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
ଭବାନୀପାଟଣା,୨୨।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ରବିବାର ଲକ୍ଷାଧିକ ଭକ୍ତଙ୍କ ସମାବେଶରେ ପାଳିତ ହୋଇଯାଇଛି। ରବିବାର ଭୋରରେ ଜେନାଖାଲରେ ପାରମ୍ପରିକ ରୀତିନୀତି ଅନୁସାରେ ମା’ଙ୍କ ଗୁପ୍ତ ପୂଜା ସମ୍ପନ୍ନ ହୋଇଥିଲା। ପରେ…
ଆଜି ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
କଳାହାଣ୍ଡିରେ ଶାରଦୀୟ ଦଶହରା କହିଲେ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରାକୁ ବୁଝାଇଥାଏ। ଭବାନୀପାଟଣା ସହରରେ ମା’ ମାଣିକେଶ୍ୱରୀଙ୍କ ପୀଠ ଅବସ୍ଥିତ। ଏଠାରେ ବୈଦିକ ରୀତିରେ ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା ସମେତ ଆଦିବାସୀ ସଂସ୍କୃତିର ମିଶ୍ରଣରେ ବିଶେଷ ପୂଜାର୍ଚ୍ଚନାର ଏକ ନିଆରା…
ପାଟଖଣ୍ଡା ଯାତ୍ରା ସମ୍ପନ୍ନ: ମାନସିକଧାରୀ ପକାଇଲେ ବଳି
କର୍ଲାମୁଣ୍ଡା:୧୯।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧୀନ ତେରେସିଂହାଠାରେ ଚାଲିଥିବା ମା’ ପାଟଖଣ୍ଡାଙ୍କ ଯାତ୍ରା ଗୁରୁବାର ସମ୍ପନ୍ନ ହୋଇଯାଇଛି। ଯାତ୍ରାରେ ମା’ଙ୍କୁ ଦର୍ଶନ କରିବା ପାଇଁ ଆଖପାଖ ଅଞ୍ଚଳର ଭକ୍ତଙ୍କ ସମାଗମ ହୋଇଥିଲା । ମାନସିକ କରିଥିବା ଭକ୍ତମାନେ…
ନିଯୁକ୍ତି ପ୍ରତିଶ୍ରୁତି ମିଳିଲେ ସମର୍ଥନ
ଭବାନୀପାଟଣା/ଥୁଆମୂଳ ରାମପୁର, ୧୯।୧୦(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି)କଳାହାଣ୍ଡି ଓ ରାୟଗଡା ଜିଲା ମଧ୍ୟରେ ଥିବା ସିଜିମାଳି ବକ୍ସାଇଟ ଖଣିକୁ ନେଇ ଏବେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ବାଦନୁବାଦ ଲାଗି ରହିଛି। ଏପରିସ୍ଥଳରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କେରପାଇ…
Archives


