କଳାହାଣ୍ଡି

ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦ୍‌ଯାପିତ

କର୍ଲାମୁଣ୍ଡା,୧୨ା୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଘାଟନୀ ସଭାରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର…

ସିକେରକୁପା ସିଆର୍‌ପିଏଫ୍‌ ଦ୍ୱାରା ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଲାଞ୍ଜିଗଡ,୧୧ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସିକେରକୁପା ୬୪ ବାଟାଲିଅନ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌) ଦ୍ୱାରା ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ୧୫ ଦିନିଆ ଟେଲରିଂ ତାଲିମ ଆରମ୍ଭ କରିଛି। ଏହି କାର୍ଯ୍ୟକ୍ରମକୁ ଡେପୁଟି ଇନ୍ସପେକ୍ଟର…

ଧର୍ମଗଡ଼ରେ ନୂତନ ଥାନା ଅଧିକାରିଣୀଙ୍କ ଯୋଗଦାନ

ଧର୍ମଗଡ, ୧୧/୩ (ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଧର୍ମଗଡ ଥାନାରେ ନୂତନ ଥାନା ଅଧିକାରୀଣି ଭାବରେ ଶ୍ୱେତପଦ୍ମା ସେଠ ଯୋଗଦାନ କରିଛନ୍ତି। ଏଠାରେ ଥିବା ଦାମୋଦର ବିହାରୀଙ୍କ ଗଞ୍ଜାମ ଜିଲାକୁ ବଦଳି ପରେ ଏହି ପଦବୀ ଖାଲି ପଡିଥିଲା। ଧର୍ମଗଡ଼…

ଜାତୀୟ ପାରା ଜୁଡ଼ୋ ଚାମ୍ପିୟନଶିପ: ବେଦାନ୍ତ ସହଯୋଗରେ ଚମକିଲେ ପାରା ଜୁଡ଼ୋ ଆଥ୍‌ଲେଟ

ଲାଞ୍ଜିଗଡ଼,୧୧ା୩(ରମେଶ ଚନ୍ଦ୍ର ନାୟକ) : ବେଦାନ୍ତ ଆଲୁମିନିୟମ ଦ୍ୱାରା ସମସ୍ତ ପ୍ରକାର ସହଯୋଗ ପାଇଥିବା କଳାହାଣ୍ଡି ଜିଲାର ପାରା ଜୁଡ଼ୋ ଆଥ୍‌ଲେଟ ମୋହନ ସାହୁ ରାଜ୍ୟର ପ୍ରତିନିଧିତ୍ୱ କରି ତ୍ରୟୋଦଶ ଜାତୀୟ ପାରା ଜୁଡ଼ୋ ଚାମ୍ପିୟନଶିପ ୨୦୨୫ରେ ଦୁଇଟି ବ୍ରୋଞ୍ଜ ପଦକ…

ମୌଳିକ ସୁବିଧାରୁ ବଞ୍ଚିତ ଦୁର୍ଗମ କନ୍ଦାଗୁଡ଼ା-କେନ୍ଦୁଗୁଡ଼ା ଗାଁ: ରାସ୍ତା ସାଜିଛି ବାଧକ

ଥୁଆମୁଳ ରାମପୁର,୧୧।୩(ଦୁର୍ଗା କୀର୍ତ୍ତି): ଦେଶ ସ୍ବାଧୀନତାର ୭୭ ବର୍ଷକୁ ପଦାର୍ପଣ କଲାଣି। ଏଠି ଲୋକେ ସ୍ବାଧୀନତା ଚାଖି ଦେଶ ଦୁନିଆରେ ସ୍ବାଧୀନ ଭାବରେ ଘୁରି ବୁଲୁଛନ୍ତି। ନୂଆଁ ନୂଆଁ କୌଶଳ ଆପଣେଇ ନୂତନ ଜୀବନଶୈଳୀରେ ଝିଅପୁଅଙ୍କୁ ଉଚ୍ଚଶିକ୍ଷିତ କରିବାର ସୌଭାଗ୍ୟ ପ୍ରାପ୍ତ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ବକ୍ତୃତାମାଳା

ଭବାନୀପାଟଣା,୧୦ା୩(ଉତ୍ତମ କୁମାର ଦାଶ): ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ପୂର୍ବତନ କୁଳପତି ସ୍ବର୍ଗତ କର୍ଣ୍ଣେଲ ପ୍ରଫେସର ସଞ୍ଜୟ କୁମାର ଶତପଥିଙ୍କ କଳ୍ପଲୋକରୁ ସୃଷ୍ଟି ହୋଇଥିବା ପ୍ରେରଣାଦାୟୀ ବକ୍ତୃତାମାଳା ୨୦୦ ଅଧ୍ୟାୟରେ ପହଞ୍ଚତ୍ଛି। ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥଙ୍କ ସଭାପତିତ୍ୱରେ ଏହାକୁ…

ସରୋଜ ବାଗ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ରାଜ୍ୟ ସାଧାରଣ ସମ୍ପାଦକ ମନୋନୀତ

ଭବାନୀପାଟଣା,୧୦ା୩(ଉତ୍ତମ କୁମାର ଦାଶ): ଓଡ଼ିଶା ରାଜ୍ୟ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନର ସାଧାରଣ ସମ୍ପାଦକ ଭାବେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ସରୋଜ ବାଗଙ୍କୁ ସର୍ବସମ୍ମତିକ୍ରମେ ମନୋନୀତ କରାଯାଇଛି। ଏହା ପୂର୍ବରୁ ସେ ଭବାନୀପାଟଣା ସହରର ଟାଉନ କାର୍ଯ୍ୟକାରୀ…

ବିଜେପୁର ଥାନା ପକ୍ଷରୁ ନୂଆ ଅପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଧିକାରୀ ବିଶ୍ଵମ୍ବର କହଁରଙ୍କ ସଭାପତିତ୍ୱରେ ବେନଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ଠାରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…

ମୋହନ ବିଶି ପାଇଲେ ରାଜ୍ୟପାଳ ପୁରସ୍କାର

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ବେହେରାସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପକ ତଥା ଯୁବ ରେଡ୍‌କ୍ରସ ପରାମର୍ଶଦାତା ମୋହନ ଚରଣ ବିଶି ପୁରସ୍କୃତ ହୋଇଛନ୍ତି। ଭୁବନେଶର ରାଜଭବନର ନୂଆ ଅଭିଷେକ…

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୭ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତ ବାଣିପଙ୍ଗାସ୍ଥିତ ସରକାରୀ ଏସ୍‌ଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ବସନ୍ତ କୁମାର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଥୁଆମୂଳ ରାମପୁର…

ଆନ୍ତର୍ଜାତୀୟ ବିଜ୍ଞାନ ପ୍ରଦର୍ଶନୀ: ରାଜମିସ୍ତ୍ରୀଙ୍କ ଝିଅ ଯିବେ ଜାପାନ

ବରଗଡ଼,୭।୩(ପ୍ରେମାନନ୍ଦ ଖମାରୀ): ଆନ୍ତର୍ଜାତୀୟ ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବା ପାଇଁ ବରଗଡ଼ ଜିଲାର ୨ଝିଅ ମନୋନୀତ ହୋଇଛନ୍ତି। ସେମାନେ ହେଲେ, ଭଟଲି ବ୍ଲକ କେଶାଇପାଲି ଗ୍ରାମର ଦିବ୍ୟାସା ପ୍ରଧାନ ଏବଂ ସୋହେଲା ବ୍ଲକ ଅନ୍ତର୍ଗତ ସରକଣ୍ଡା ଗ୍ରାମର ଟିକେଶ୍ୱରୀ ଭୁଏ। ବରଗଡ଼ର…

ଗ୍ରାହକସେବା କେନ୍ଦ୍ରରେ ଚଞ୍ଚକତା ଅଭିଯୋଗ, ଲିଙ୍କ ଆସୁନାହିଁ କହି ୫୦ ହଜାର ଉଠାଇନେଲେ…

ଲାଞ୍ଜିଗଡ଼,୭ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତରେ ଥିବା ଗ୍ରାହକ ସେବାକେନ୍ଦ୍ରରେ ଚଞ୍ଚକତା କରି ଗ୍ରାହକଙ୍କ ଜମାଖାତାରୁ ୫୦ ହଜାର ଟଙ୍କା ଉଠାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବେନଗାଁ ଷ୍ଟେଟବ୍ୟାଙ୍କ ଶାଖା ଅଧୀନ ବିଜେପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?