କଳାହାଣ୍ଡି

୭ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନରେ ବସିବି : ପିସିସି ସଭାପତି

ଥୁଆମୁଳ ରାମପୁର,୨୪।୪-(ଦୁର୍ଗା କୀର୍ତ୍ତି):- କଥା ଦେଇ କଥା ରଖୁନାହି ଉତ୍କଳ ଆଲୁମିନା କମ୍ପାନୀ l ଖଣି ପ୍ରଭାବିତ ଅଞ୍ଚଳର ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ସହ ବିକାଶ କରାଯିବ କହି ବର୍ଷ ପରେ ବର୍ଷ ଉକ୍ତ ଅଞ୍ଚଳକୁ ଠକିବାରେ ଲାଗିଛି l…

ତପସ୍ବିନୀ ଟ୍ରେନ୍‌ ରହଣି ପାଇଁ ଡିଆରଏମ୍‌ଙ୍କ ନିକଟରେ ଦାବି

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରେ ୨ ମିନିଟ୍‌ ତାପସ୍ବିନୀ ଟ୍ରେନ୍‌ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ ଡିଆର୍‌ଏମ୍‌ଙ୍କ ନିକଟରେ କେସିଙ୍ଗା ସିଟିଜେନ ଫୋରମର ସଭାପତି ତଥା କଳାହାଣ୍ଡି ରେଳଯାତ୍ରୀ ସଂଘର ମୁଖ୍ୟ…

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ହଠାତ୍‌ ଜୋର୍‌ରେ ପବନ ବହିବା ସହ ବର୍ଷା ହୋଇଥିଲା। ଏଥିରେ କାଳବୈଶାଖିର ପ୍ରଭାବରେ ତଳାମପଦର…

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସୂଚନା ମୁତାବକ ପେଙ୍ଗଢୁସି ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା…

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ ଆଘାତରେ ଜଣେ ମା’ପୁଅ ଙ୍କ ଏକାଠି ମୃତ୍ୟୁ…

ନିର୍ମାଣ କାର୍ଯ୍ୟରେ ଅନିୟମିତତା: କାନ୍ଥ ତଡ଼ାରେ ସୂଚନା ଫଳକ ଥୋଇ ଭୁଲିଗଲେ ବ୍ଲକ ପ୍ରଶାସନ

ଥୁଆମୂଳ ରାମପୁର,୨୨।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ସରିବାକୁ ବସିଲାଣି ହେଲେ ଏବେ ମଧ୍ୟ ସୂଚନା ଫଳକ ଲଗାଯାଇପାରି ନାହିଁ । ଫଳରେ ନିର୍ମାଣ…

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ କୁମାର ବେହେରା (୪୨) ଓ ତାଙ୍କ ସାଙ୍ଗ ଏକ ସ୍କୁଟିରେ ବ୍ୟାଙ୍କକୁ ଟଙ୍କା ଡିପୋଜିଟ…

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା ଘଟି ଜଣେ ନାବାଳକ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବଙ୍ଗୋମୁଣ୍ଡା ଗ୍ରାମର ମାନସ…

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବସାଯାଇଥିବା ପାନୀୟ ଜଳ ପ୍ରକଳ୍ପରୁ ଥଣ୍ଡା…

କାଳବୈଶାଖୀର ତାଣ୍ଡବ: ଗଛ ପଡ଼ି ଭାଙ୍ଗିଲା ଘର

ଲାଞ୍ଜିଗଡ଼,୨୦ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଗଛ ପଡି ଦୁଇଟି ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବାବେଳେ ୨ ପରିବାର ଅଳ୍ପକେ ବର୍ତ୍ତିଯାଇଛନ୍ତି। ହଠାତ୍‌ ଘଡ଼ଘଡ଼ି ସହ ତୁହାକୁ…

ଅଂଶୁଘାତ, ବଜ୍ରପାତର ମୁକାବିଲା ପାଇଁ ସଚେତନ କଲେ ଛାତ୍ର

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ନେତାଜୀ ସ୍କାଉଟ୍ସ ଗ୍ରୁପ ପକ୍ଷରୁ ଥଣ୍ଡା ପାଣି, ସରବତ, ତରଭୁଜ ବଣ୍ଟନ କାର୍ଯ୍ୟକ୍ରମ ବେଶ ପ୍ରସଂଶନୀୟ ହୋଇପାରିଛି। ଏଥିରେ ଅବସର…

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ଦୀର୍ଘ ଦିନରୁ ଚାକିରୀ କରୁଥିବା ସୋମବାର ସମ୍ବଲପୁରରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଶିବିରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?