୬ ମାସ ହେଲା ଅଚଳ ବିଦ୍ୟାଳୟରେ ଥିବା ସୋଲାର ଟାଙ୍କି, ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଲାଗି ଘୋର ସମସ୍ୟା
କେସିଙ୍ଗା,୨୧।୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଧୀନସ୍ଥ କିକିଆ ଗ୍ରାମସ୍ଥିତ ବାପୁଜୀ ସରକାରୀ ଉ.ପ୍ରା. ବିଦ୍ୟାଳୟ ୨୦୦୪ ମସିହାରେ ସ୍ଥାପିତ ହୋଇଛି। ଦିନକୁ ଦିନ ଉତ୍ତାପ ବୃଦ୍ଧି ପାଉଥିବା ବେଳେ ଏହି ବିଦ୍ୟାଳୟରେ ପାନୀୟଜଳର ଘୋର ସମସ୍ୟା…
ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ
ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ ସ୍କୁଟିରେ ବ୍ୟାଙ୍କକୁ ଯାଉଥିବା ବେଳେ ସହରର ମହାବୀରପଡା ସ୍ଥିତ ପୁଷ୍ପା ଲଜ୍ ନିକଟରେ ୩…
୯ ଦଫା ଦାବି ନେଇ ଏସ୍ପିଙ୍କୁ ଦାବିପତ୍ର ପ୍ରଦାନ କଲା ସିଟିଜେନ୍ ଫୋରମ୍
କେସିଙ୍ଗା,୨୦ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ ଫୋରମ୍ର ସଭାପତି ଡ. ହେମସାଗର ସାହାଙ୍କ ନେତୃତ୍ୱରେ କେସିଙ୍ଗାସହରସ୍ଥିତ ବିଦ୍ୟାପୀଠର ସଭାଗୃହରେ ଏକ ସାଧାରଣ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ…
ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ, ଇ-କେୱାଇସି ନାଁରେ ଟଙ୍କା ଆଦାୟ ଅଭିଯୋଗ: ଜିଲାପାଳଙ୍କଠାରେ ଫେରାଦ ହେଲେ ହିତାଧିକାରୀ
ଭବାନୀପାଟଣା,୨୦।୪( ଉତ୍ତମ କୁମାର ଦାଶ ): ରାଜ୍ୟରେ ନୂଆ ସରକାର ଆସିବାପରେ ‘ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା’, ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ଏବଂ ‘ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା’ ଲାଗୁ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ…
ଛାତ୍ରୀଙ୍କୁ ବଳାତ୍କାର କରି ଶିକ୍ଷକ ଗିରଫ
ଲାଞ୍ଜିଗଡ଼,୨୦।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ଏକ ହାଇସ୍କୁଲରେ ଜଣେ ନାବାଳିକା ସ୍କୁଲ ଛାତ୍ରୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ ଓ ବଳାତ୍କାର କରିବା ଅଭିଯୋଗରେ ଉକ୍ତ ସ୍କୁଲର ଶିକ୍ଷକଙ୍କୁ ଶନିବାର ଗିରଫ କରି କୋର୍ଟ…
ଆସନ୍ତା ମାସରେ ରେଳରୋକୋ କରିବ ଯାତ୍ରୀ ସୁରକ୍ଷା କମିଟି
ରୁପ୍ରାରୋଡ୍,୧୯ା୪(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ରୁପ୍ରାରୋଡ୍ ରେଳଯାତ୍ରା ସୁରକ୍ଷା କମିଟି ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ତା-୬.୫.୨୫ରେ ରୁପ୍ରାରୋଡ୍ରେ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ର ପ୍ରଦାନ ଶୁକ୍ରବାର ସନ୍ଧ୍ୟାରେ ପ୍ରଦାନ କରିଛନ୍ତି। ସୂଚନା ମୁତାବକ ରୁପ୍ରାରୋଡ୍ ରେଳଷ୍ଟେଶନରେ ରହିଆସିଥିବା ଟ୍ରେନ୍ଗୁଡ଼ିକ…
ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ
ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନାଏକ…
ଚୈତ୍ର ମହୋତ୍ସବ ଝାମୁଯାତ୍ରା ସମ୍ପନ୍ନ
ରିଷିଡ଼ା,୧୮ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତି ପୀଠରେ ଚାଲିଥିବା ଚୈତ୍ର ମହୋତ୍ସବର ସପ୍ତମ ଦିବସରେ ଝାମୁଯାତ୍ରା ଶୁକ୍ରବାର ସମାପ୍ତ ହୋଇଛି। ମନ୍ଦିର ସମ୍ମୁଖ ପଡ଼ିଆରେ ୯ ଫୁଟର ଦୁଇଟି ନିଆଁ ଖନ୍ଦା…
୩ଟି ମନ୍ଦିରର ରତ୍ନମୁଦ ଉତ୍ସବ: ଶ୍ରଦ୍ଧାଳୁଙ୍କ ମଧ୍ୟ ଉତ୍ସାହ
ଥୁଆମୂଳ ରାମପୁର,୧୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଆଦି ପୀଠ ଶକ୍ତି ପୀଠ ମହାମାଇ ମାଁ ମାଣିକେଶ୍ବରୀ ବିଜେ ଥୁଆମୂଳ ରାମପୁର, ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଦେବ ଦେବ ମହାଦେବ ଶ୍ରୀ ରାମେଶ୍ବରଙ୍କ ନିର୍ମାଣଧୀନ ଭବ୍ୟ ମନ୍ଦିରର ରତ୍ନା ଭରଣ (ରତ୍ନ…
ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ତାଲିମ
କର୍ଲାମୁଣ୍ଡା,୧୭ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ସମ୍ମିଳନୀ କକ୍ଷରେ ଗୁରୁବାର ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ବ୍ଲକ୍ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ତାଲିମଦାତା ଭାବେ ବ୍ଲକ୍ ଅଧ୍ୟକ୍ଷା କୁନି ସାହୁ, ବିଡିଓ ଦେବେନ୍ଦ୍ର କୁମାର ସାମଲ, ଉପାଧ୍ୟକ୍ଷ ସୁରେନ୍ଦ୍ର…
ନାରୀ ସୁରକ୍ଷାକୁ ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା
କେସିଙ୍ଗା,୧୭।୪,(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ନାରୀ ସୁରକ୍ଷାକୁ ନେଇ କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଥିଲା। ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଶାସନରେ ବହୁ ମାତ୍ରାରେ ନାରୀ ନିର୍ଯ୍ୟାତନା, ଗଣ ଦୁଷ୍କର୍ମ, ବଳାତ୍କାର, ଅତ୍ୟାଚାର…
ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ
କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ ବାଳିକା ଆଶ୍ରମରେ ଅନ୍ତେବାସୀଙ୍କୁ ମଧ୍ୟାହ୍ନ ଭୋଜନରେ ବ୍ୟାପକ ଦୁର୍ନୀତି ହେଉଥିବା ଜଣାପଡିଛି। ଏହି ଆଶ୍ରମରେ…

