ବିଭିନ୍ନ ପ୍ରକଳ୍ପର ତଦାରଖ, ସମୀକ୍ଷା
ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ୨ ଦିନିଆ କଳାହାଣ୍ଡି ଗସ୍ତରେ ଆସିଥିଲେ। ଶୁକ୍ରବାର ଦ୍ୱିତୀୟ ଦିନରେ ସେ ଜିିଲାର ଭବାନୀପାଟଣା ବ୍ଲକ ସମେତ ଥୁଆମୂଳ ରାମପୁର,...
ରାଜ୍ୟକୁ କିଏ ଚଳାଉଛି: ନଡ୍ଡା
ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଷ୍ଟାଡିୟମଠାରେ ଶୁକ୍ରବାର ଭାଜପାର ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚତ୍ ପ୍ରଥମେ ମା’ ମାଣିକେଶ୍ୱରୀଙ୍କ...
ଭବାନୀପାଟଣାରେ ଭାଜପାର ମହାଜନସମ୍ପର୍କ ଅଭିଯାନ: ବିଭିନ୍ନ ପ୍ରସଙ୍ଗରେ କଂଗ୍ରେସ, ବିଜେଡି ଉପରେ ବର୍ଷିଲେ ନଡ୍ଡା
ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୂର ଷ୍ଟାଡିୟମଠାରେ ଶୁକ୍ରବାର ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚି ପଥମେ ମା’ ମାଣିକେଶ୍ୱରୀଙ୍କ ...
ମା’ ମାଣିକେଶରୀଙ୍କୁ ଦର୍ଶନ କଲେ ନଡ୍ଡା
ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶୁକ୍ରବାର ପୂର୍ବାହ୍ନ ସାଢେ ୧୧ରେ ଭବାନୀପାଟଣାରେ ପହଞ୍ଚି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶରୀଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ...
ଭବାନୀପାଟଣାରେ ନଡ୍ଡା: ସରକାରଙ୍କ ସଫଳତାର ରଖିବେ ହିସାବ
ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ରୀଙ୍କ ଦର୍ଶନ କରିବେ। ଏହାପରେ ଲାଲାବାହଦୂର ଷ୍ଟାଡ଼ିୟମରେ ଆୟୋଜିତ ମହାଜନସମ୍ପର୍କ ସମାବେଶରେ ଦଳୀୟ କର୍ମକର୍ତ୍ତାଙ୍କୁ ଉଦ୍ବୋଧନ ଦେବେ ।...
ଦୁର୍ଘଟଣାରେ ଚାଲିଗଲା ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପୁଅ ଜୀବନ
ଭବାନୀପାଟଣା/ଲାଞ୍ଜିଗଡ଼,୨୨।୬(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ରାୟଗଡ଼ା ୬ ନମ୍ବର ରାଜ୍ୟ ରାଜପଥର ଖଇରମାଲ ନିକଟରେ ଗୁରୁବାର ଏକ ଟ୍ରଲର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିଶ୍ୱନାଥପୁରର ତକଦୀର ହରପାଲ(୩୬)। ସେ...
ଟ୍ରେନ୍ରେ କଟିଲା ଯୁବକଙ୍କ ଦୁଇଗୋଡ଼, ହାତ
ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ରାମଚନ୍ଦ୍ରପୁରସ୍ଥିତ ରେଳ ଧାରଣାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ୍ରେ କଟି ଜଣେ ଯୁବକଙ୍କ ୨ ଗୋଡ଼ ଓ ଗୋଟିଏ ହାତ...
ଟ୍ରକ୍ ଚକାତଳେ ପଶିଗଲା ବୁଲେଟ୍, ଜଣେ ମୃତ, ୨ ଗୁରୁତର
ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଦେପୁର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଚକା ତଳେ ବୁଲେଟ୍ ପଶିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର...
୧୩ ବ୍ଲକରୁ ୧୧ ବ୍ଲକ ଶିକ୍ଷା ଅଧିକାରୀ ପଦବୀ ଖାଲି
ଏମ୍.ରାମପୁର,୨୨ା୬(ଶଶିଭୂଷଣ ପ୍ରହରାଜ)କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ ଜିଲାର ୧୩ଟି ବ୍ଲକରୁ ବର୍ତ୍ତମାନ ୨ଜଣ ନିୟିମିତ ଗୋଷ୍ଠି ଶିକ୍ଷା ଅଧିକାରୀ କାର୍ଯ୍ୟ କରୁଥିବାବେଳେ ୧୧ଟି ପଦବୀ ଖାଲି ପଡିଛି। ଏଥିଯୋଗୁ ଶିକ୍ଷା ବିଭାଗର ଅନେକ କାର୍ଯ୍ୟ ପ୍ରଭାବିତ ହୋଇଛି। କର୍ଲାମୁଣ୍ଡା ବିଇଓ...
ସରକାରୀ ଅର୍ଥ ହଡ଼ପ ଅଭିଯୋଗ
ଲାଞ୍ଜିଗଡ଼,୨୨ା୬(ରମେଶ ଚନ୍ଦ୍ର ନାୟକ)କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତ ଫୁଲଡୁମେର ଗାଁରେ ଛେଳି ଗୃହ ନିର୍ମାଣ ଆରମ୍ଭ ହୋଇ ଏକ ବର୍ଷ ବିତିଛି। କିନ୍ତୁ ଏ ଯାଏଁ ସମ୍ପୂର୍ଣ୍ଣ ନ ହୋଇ ଅଧାପନ୍ତରିଆରେ ପଡ଼ି ରହିଛି। ବ୍ଲକ ପ୍ରଶାସନର...
ବାଲୁକା କଳାରେ ‘ଭିଲେଜ୍ ଇନ୍ ସମର’
କର୍ଲାମୁଣ୍ଡା,୨୧ା୬(ପ୍ରଦୀପ କୁମାର ସାହୁ): ଚଳିତ ବର୍ଷ ଗ୍ରୀଷ୍ମର ପ୍ରକୋପ ରଥଯାତ୍ରା ପରେ ବି ଜାରି ରହିଛି। ଏପରିକି ଆଷାଢ଼ ମାସରେ ବି ସକାଳୁଆ କ୍ଲାସ ଚାଲିଛି। ଫଳରେ ଚାଷ କାମ ପଛେଇ ଯିବା ସହ କଂକ୍ରିଟ ରାସ୍ତା, ଛାତ ଘର,ଆଜବେଷ୍ଟସ୍...
ଦୀର୍ଘବର୍ଷ ହେଲା ମରାମତି ହେଉନି ରାସ୍ତା, ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ଦାବି
କର୍ଲାମୁଣ୍ଡା,୨୧ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତାଟି ଦୀର୍ଘବର୍ଷରୁ ମରାମତି କିମ୍ବା ନିର୍ମାଣ ହୋଇ ନ ଥିବାରୁ ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତା ୨୦୧୫ରେ ତତ୍କାଳୀନ...
Archives


