କଳାହାଣ୍ଡି

ଇନ୍ଦ୍ରାବତୀ ଜଳଭଣ୍ଡାରକୁ ଗାଧୋଇବାକୁ ଯାଇଥିଲେ: ଚାଲିଗଲା ଜୀବନ

ଥୁଆମୂଳ ରାମପୁର,୨୭।୨(ଦୁର୍ଗା କୀର୍ତ୍ତି): ଇନ୍ଦ୍ରାବତୀ ଜଳଭଣ୍ତାରରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଏଠାରେ ପାଣିରେ ବୁଡି ଜଣଙ୍କ ମୃତ୍ୟୁ ଘଟିଛି। କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅଧିନରେ ଥିବା ପାଡେପଦର ଗ୍ରାମ ପଞ୍ଚାୟତ ବେଣାଖମାର ଗ୍ରାମର ବ୍ରଜ ମାଝୀ (୪୬)…

ଶିବରାତ୍ରୀରେ ସ୍ବପ୍ନାଦେଶ ପରେ ଶିବଲିଙ୍ଗ ଠାବ: ଭକ୍ତଙ୍କ ଜମୁଛି ଭିଡ଼

ଲାଞ୍ଜିଗଡ଼,୨୭/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ନିକଟସ୍ଥ ଟୁରିଗୁଡା ଗାଁ ନିକଟରେ ଥିବା ନଦୀରେ ଗତକାଲି ଶିବରାତ୍ରି ଦିନ ଏକ ବିରାଟ ଶିବଲିଙ୍ଗର ଆର୍ବିଭାବ ହୋଇଥିବା ଦେଖିବାକୁ ମିଳିଛି I ଏହାପରେ ଦର୍ଶନ କରିବା ପାଇଁ ଭକ୍ତଙ୍କ…

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଜବତ

ଭବାନୀପାଟଣା,୨୬ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସିଂହଝରନ ନିକଟ ରେଳ ଧାରଣାରୁ ବୁଧବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ହେଲେ ସ୍ଥାନୀୟ ଦାଦପୁର ଗ୍ରାମର ଜଗମୋହନ ଜାନୀ (୨୩)। ସକାଳୁ ଯୁବକଙ୍କ ମୃତଦେହ…

ଶିବ ଧ୍ୱନିରେ ପ୍ରକମ୍ପିତ ହେଲା ଶୈବପୀଠ, ଭାବ ଓ ଭକ୍ତିମୟ ପରିବେଶରେ ଜାଗର ଯାତ୍ରା ଅନୁଷ୍ଠିତ

କୋକସରା,୨୬ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଜି ହେଉଛି ମହା ଶିବରାତ୍ରି, ଦେଶର କୋଣ ଅନୁକୋଣରେ ଥିବା ଶୈବପୀଠରେ ଭାବ ଓ ଭକ୍ତିମୟ ପରିବେଶ ମଧ୍ୟରେ ଶ୍ରଦ୍ଧାଳୁ ମାନେ ଦେବ ଦେବ ମହାଦେବଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଅନୁରୂପ ଭାବେ କୋକସରା ବ୍ଲକର ବିଭିନ୍ନ ଶୈବପୀଠରେ…

ଲାଞ୍ଜିଗଡ଼ ଅଞ୍ଚଳ ମହାଶିବରାତ୍ରି ପାଇଁ ଉତ୍ସବ ମୁଖର: ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଲାଞ୍ଜିଗଡ଼,୨୬ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଶୈବପୀଠରେ ମହାଶିବରାତ୍ରି ଉତ୍ସବ ବୁଧବାର ମହା ଆଡମ୍ବର ସହକାରେ ପାଳିତ ହୋଇଛି I ଲାଞ୍ଜିଗଡ ବ୍ଲକର ପ୍ରତ୍ୟେକ ଶୈବ ପୀଠ ଗୁଡିକରେ ଆଲୋକ ମାଳରେ ସୁସଜ୍ଜିତ କରାଯାଇଛି I ପ୍ରତି…

ଥୁଆମୂଳ ରାମପୁରର ସମସ୍ତ ଶୈବପୀଠରେ ଭକ୍ତଙ୍କ ଭିଡ଼, ଓମ୍‌ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ

ଥୁଆମୂଳ ରାମପୁର,୨୬ା୨(ଦୁର୍ଗା କୀର୍ତ୍ତି): ପବିତ୍ର ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଉଠିଛି ଗାଁଠୁ ସହର। ହରହର ମହାଦେବ, ଓମ ନମଃ ଶିବାୟ , ଜୟ ଶିବ ଶମ୍ଭୁ ଧ୍ୱନିରେ ପ୍ରକମ୍ପିତ ହେଉଛି ସାରା ଅଞ୍ଚଳ। ଜିଲାର ସମସ୍ତ ଶୈବପୀଠରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ…

‘ଆମ ଓଡିଶା, ଆମ ଗାଁ ବିକାଶ’ ଉପରେ ଗୁରୁତ୍ୱ: ବିଭାଗୀୟ କର୍ମଚାରୀଙ୍କୁ ତାଗିଦ

ଥୁଆମୂଳ ରାମପୁର,୨୬।୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଳକ ସଭାଗୃହ ଠାରେ ଦ୍ବିମାସିକ ପଞ୍ଚାୟତ ସମିତି ବୈଠକ ବ୍ଳକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁଚରଣ ମୁଦୁଲି…

ପାଣିଟାଙ୍କି ଉପରେ ଚଢି ଯୁବକଙ୍କ ଉନ୍ମୁକ୍ତ କାଣ୍ଡ: ଦୀର୍ଘ ସମୟ ପରେ ଉଦ୍ଧାର

କର୍ଲାମୁଣ୍ଡା,୨୬।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ବୋରପଦର ଗ୍ରାମ ପଞ୍ଚାୟତ ଭଟାପଲା ଗାଁରେ ଥିବା ପାଣିଟାଙ୍କି ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ତେବେ ଦୀର୍ଘ ସମୟ ପରେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ…

ପଞ୍ଚାୟତ ସମିତି ବୈଠକରେ ବନବିଭାଗ ବିଭାଗୀୟ କର୍ମକର୍ତ୍ତା ଅନୁପସ୍ଥିତ: କାର୍ଯ୍ୟାନୁଷ୍ଠାନ ଦାବି

ଲାଞ୍ଜିଗଡ,୨୬।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୂରସ୍ଥିତ ରାଜୀବଗାନ୍ଧୀ ସେବାକେନ୍ଦ୍ର ପରିସର ଠାରେ ଲାଞ୍ଜିଗଡ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାହାଣ୍ଡି ଲୋକ…

ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀ ହନ୍ତସନ୍ତ:ଟଙ୍କିକିଆ ଚାଉଳ ପାଇଁ ଖର୍ଚ୍ଚାନ୍ତ

ଭବାନୀପାଟଣା,୨୬।୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ଏନଏସିରେ ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀମାନେ ଏବେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଯାହାକୁନେଇ ସେମାନଙ୍କ ମଧ୍ୟରେ ତୀବ୍ର ଉଦବେଗ୍‌ ପ୍ରକାଶ ପାଇଛି। ଜୁନାଗଡ ଏନଏସିରେ ୧୨ଟି ୱାର୍ଡ ଥିବାବେଳେ ଏଥିରେ ୪୦୬୭ ଜଣ…

ନାମ ବଦଳିଲା, ପୂରଣ ହେଲାନି ପଦବୀ

ଭବାନୀପାଟଣା,୨୫।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ବିଶ୍ୱ ବିଦ୍ୟାଳୟରୁ ନାମ ପରିବର୍ତ୍ତନ ହୋଇ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ହେଲା। ତଥାପି ପୂରଣ ହେଲାନି ପଦବୀ। ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଏବେ ଅନେକ ପଦବୀ ଖାଲିପଡିଛି। ଯାହାକୁ ନେଇ ଜିଲାର ଶିକ୍ଷାବିତ୍‌, ବୁଦ୍ଧିଜୀବୀଙ୍କ…

ସରକାରୀ ବସକୁ ଭାୟା କେସିଙ୍ଗା-ଅମାଠ ଛକ-ମ.ରାମପୁର ଦେଇ ଚଳାଇବାକୁ ମନ୍ତ୍ରୀଙ୍କ ନିକଟରେ ଦାବି

କେସିଙ୍ଗା, ୨୪ା୨(ତୁମେଶ୍ଵର ସାହୁ): କଳାହାଣ୍ଡି ଗଞ୍ଜାମ ଜିଲା ସହିତ ଏକ ବ୍ୟବସାୟିକ ସଂପର୍କ ରହିଆସିଛି। ବ୍ୟବସାୟ ବାଣିଜ୍ୟ ସହିତ ପାଠପଢା ଓ ଅନ୍ୟାନ୍ୟ କାର୍ଯ୍ୟରେ ପ୍ରାୟ ପ୍ରତ୍ୟହ ଅନେକ ଯାତ୍ରୀ, ଛାତ୍ରଛାତ୍ରୀ ବ୍ରହ୍ମପୁରକୁ ଯିବାଆସିବା କରିଥାନ୍ତି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?