କଳାହାଣ୍ଡି

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ ସାହୁ (୩୦)। ସୀମାଞ୍ଚଳ ପ୍ରାୟ ୬ମାସ ତଳେ ଦାଦନ ଖଟିବାକୁ ତାମିଲନାଡୁର ତ୍ରିପୁର…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ଶନିବାର ସକାଳୁ ଗାଁ ନିକଟସ୍ଥ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ ମନମାନି ଚାଲିଥିବା ଅଭିଯୋଗ ଉଠିଛି। ବିଭାଗୀୟ ଯନ୍ତ୍ରୀଙ୍କ ଦାୟିତ୍ୱହୀନତା ଯୋଗୁ ଲକ୍ଷାଧିକ ଟଙ୍କାର…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର ପାଇ ଶୁକ୍ରବାର ସନ୍ଧ୍ୟାରେ କେସିଙ୍ଗା କୁର୍ଲୁପଡ଼ାସ୍ଥିତ ନୂତନ ବସ୍‌ଷ୍ଟାଣ୍ଡ ନିକଟରେ ଚଢ଼ାଉ କରି…

ଜିଲା ଯୋଜନା ବୋର୍ଡ ସଦସ୍ୟ ହେଲେ ମହେନ୍ଦ୍ର ରଣା: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା:୮/୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋନ ୧ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣାଙ୍କୁ ଜିଲା ଯୋଜନା ବୋର୍ଡର ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି ଦାୟିତ୍ୱ ମିଳିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ଜିଲାର…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଗ୍ରାମବାସୀମାନେ ଜଙ୍ଗଲରେ ହାତୀ ଛୁଆଟି ପଡ଼ିଥିବା ଦେଖିବା ପରେ ତୁରନ୍ତ ବନ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ ଘଟିଛି। ସେ ୧୯୭୩ ମସିହାରେ ଜନ୍ମଗ୍ରହଣ କରିଥିଲେ।…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି। ଏହି ଅବସରରେ ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅଙ୍ଗନଓ୍ୱାଡ଼ି…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ ପରିସରରେ ପାଣି ଜମି ରହୁଥିବା ଦେଖାଯାଇଛି l ଏହି ସମସ୍ୟା ପ୍ରତିବର୍ଷ ହେଉଥିବାବେଳେ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଡମ କର୍ଲାଖୁଣ୍ଟା…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି। ଏଭଳି ଏକ ଘଟଣା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବୋରପଦର ଗ୍ରାମପଞ୍ଚାୟତର…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ ଥାନାରେ କାର୍ଯ୍ୟରତ ଥିଲେ । ଏଠିକାର ଫାଣ୍ତିଧିକାରୀ ପଦୋନ୍ନତି ପାଇବାରୁ ଏହା ଖାଲିପଡିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?