କଳାହାଣ୍ଡି

ଗୁଜୁରାଟରେ ଦାଦନ ଶ୍ରମିକ ବନ୍ଧା:ଉଦ୍ଧାର ପାଇଁ ପରିବାରବର୍ଗଙ୍କ ଜିଲାପାଳଙ୍କୁ ଫେରାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମତୁଆଲାଗୁଡା ଗାଁର ୭ ଜଣ ଶ୍ରମିକଙ୍କୁ ସେହି ଗ୍ରାମର ଜଣେ ଦଲାଲ ମୋଟା ଅର୍ଥର ପ୍ରଲୋଭନ ଦେଖାଇ ଗୁଜୁରାଟ ନେଇଯାଇଥିଲା । ସେଠାରେ ସମ୍ପୃକ୍ତ ଠିକା ସଂସ୍ଥା ଏହି ଦାଦନ ଶ୍ରମିକମାନଙ୍କୁ ନିର୍ଯାତନା ଦେବା...

କୃଷି ବିଭାଗ ପକ୍ଷରୁ ସଚେତନତା ଶିବିର

କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଆତ୍ମା ଆନୁକୂଲ୍ୟରେ କୃଷକ ସାଥି ଓ ଆତ୍ମାସଭ୍ୟମାନଙ୍କ ଏକ ସଚେତନତା ଶିବିର ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କୃଷି ବିଭାଗ, ପ୍ରାଣୀ ବିଭାଗ, ଉଦ୍ୟାନ ବିଭାଗର ବିଭିନ୍ନ...

ନକଲି ଶିକ୍ଷକଙ୍କୁ ଝଟକା : ୧ ମାସ ଭିତରେ ଦାଖଲ କରିବାକୁ ପଡ଼ିବ ଜାତିଗତ ପ୍ରମାଣପତ୍ର

କର୍ଲାମୁଣ୍ଡା,୨୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନକଲି ଶିକ୍ଷକ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଜୁଲାଇ ମାସରେ ଆରମ୍ଭ ହୋଇ ସାରିଥିବା ବେଳେ ଏବେ ପୁଣି ଜାତିଗତ ପ୍ରମାଣପତ୍ର ଓ ମାଇଗ୍ରେସନ ସାର୍ଟିଫିକେଟ ଯାଞ୍ଚ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।...

ଜୁନାଗଡ଼ରୁ ଭୁବନେଶ୍ୱରକୁ ଗଡ଼ିଲା ସ୍ବତନ୍ତ୍ର ଟ୍ରେନ: ଅରୁଣ ଜେଟଲୀଙ୍କ ବିୟୋଗ ଯୋଗୁ ବାତିଲ ହେଲା ଉଦ୍‌ଘାଟନୀ ଉତ୍ସବ

ଜୁନାଗଡ଼,୨୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ଠାରୁ ଭୁବନେଶ୍ୱରକୁ ଶନିବାର ସ୍ବତନ୍ତ୍ର ଟ୍ରେନ୍‌ ଚାଲିଛି। ଅପରାହ୍ନ ସାଢେ ୪ଟାରେ ଜୁନାଗଡ଼ ରୋଡ-ଭୁବନେଶ୍ୱରକୁ ଏକ୍ସପ୍ରେସ ଟ୍ରେନ(ନଂ.୧୮୪୩୭-୧୮୪୩୮) ଯାତ୍ରା ଆରମ୍ଭ କରିଥିଲା। ଅପରାହ୍ନ ୩ଟାରେ ରେଲଓ୍ବେ ପକ୍ଷରୁ ଜୁନାଗଡ଼ ରୋଡ୍‌ ଷ୍ଟେଶନ ପରିସରରେ ଏକ ଉଦ୍‌ଘାଟନୀ...

ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ ଡମ୍ବରୁଧର ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି । ଉକ୍ତ ଘଟଣା ଜଣାପଡ଼ିବା ପରେ...

ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.) ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର କାର୍ଯ୍ୟାଳୟ ସାମ୍ନାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଶାଖା ତରଫରୁ ବିକ୍ଷୋଭ...

ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା : ଜଳ ସଂରକ୍ଷଣ, ପ୍ରୋତ୍ସାହନ ନିମନ୍ତେ ଆଲୋଚନା

କର୍ଲାମୁଣ୍ଡା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ପଞ୍ଚାୟତରେ ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରେଗେଡା ଗ୍ରାମପଞ୍ଚାୟତଠାରେ ସରପଞ୍ଚ ସୁଶାନ୍ତ ପରିଡାଙ୍କ ସଭାପତିତ୍ୱରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜଳ...

ଜୁନାଗଡ଼-ଭୁବନେଶ୍ୱରକୁ ସ୍ବତନ୍ତ୍ର ଟ୍ରେନ ଚାଲିଲା : ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ବିୟୋଗ ଯୋଗୁ ବାତିଲ ହେଲା ଉଦ୍‌ଘାଟନୀ କାର୍ଯ୍ୟକ୍ରମ

ଜୁନାଗଡ,୨୪।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା ଜୁନାଗଡ ସହରଠାରୁ ଭୁବନେଶ୍ୱରକୁ ଶନିବାର ସ୍ବତନ୍ତ୍ର ଟ୍ରେନ୍‌ ଚାଲିଛି। ଅପରାହ୍ନ ସାଢେ ୪ଟାରେ ଜୁନାଗଡ ରୋଡ-ଭୁବନେଶ୍ୱରକୁ ଏକ୍ସପ୍ରେସ (ନଂ.୧୮୪୩୭-୧୮୪୩୮) ଯାତ୍ରା ଆରମ୍ଭ କରିଥିଲା। ଅପରାହ୍ନ ୩ଟାରେ ରେଳ ବିଭାଗ ପକ୍ଷରୁ ଏହି ଟ୍ରେନର ଶୁଭାରମ୍ଭ...

ଆଦିବାସୀ ମନ୍ତ୍ରୀ, ବିଧାୟକଙ୍କ ଜନଜାତି ଆବାସିକ ବିଦ୍ୟାଳୟ ପରିଦର୍ଶନ 

କୋକସରା,୨୪।୮(ଡି.ଏନ.ଏ.): ଆଦିବାସୀ ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସିରକା ଶନିବାର ପାପଡାହାଣ୍ଡି ଗସ୍ତରେ ଆସି ଫେରୁଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିରେ ଥିବା ଆଦିବାସୀ ଜନଜାତି ଛାତ୍ରୀଛାତ୍ର ପାଠ ପଢୁଥିବା ଆବାସିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ ।...

ଆଗୁଆ ନୂଆଁଖାଇ ପର୍ବ ପାଳନ: ଜୋରରେ ଚାଲିିଛି ପ୍ରସ୍ତୁତି ପର୍ବ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅଧୀନ କେସିଙ୍ଗା ବ୍ଲକ ପଥର୍ଲା ପଞ୍ଚାୟତ ପଥର୍ଲା ଗାଁରେ ଆଗୁଆ ନୂଆଁଖାଇ ପର୍ବ ପାଳନ କରାଯାଇଥାଏ। ଏଣୁ ପଥର୍ଲା ନୂଅଁାଖାଇକୁ ଆଉ ମାତ୍ର ଆଠ ଦିନ ବାକି ରହିଛି। ଏହି ଗାଁର ଲୋକେ ୩୦ ତାରିଖ...

ରେଗୁଲାର ହେଲେ ୧୧୩ ଗ୍ରାମ୍ୟ କୃଷି କର୍ମଚାରୀ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ୧୧୩ ଜଣ ଗ୍ରାମ୍ୟ କର୍ମଚାରୀ ନିୟମିତ (ରେଗୁଲାର) ହେଲେ। ଏ ନେଇ ଜିଲା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଜିଲାର ୧୩ ବ୍ଲକର ବିଭିନ୍ନ ପଞ୍ଚାୟତରେ...

କିଟପଦର ଛକ ନିକଟରେ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗଲେ ଜେଲ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କିଟପଦର ଛକରେ ଗତ ୧୫ ତାରିଖ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଅଭିଯୁକ୍ତ ଶୁକ୍ରବାର ଜେଲ ଯାଇଛନ୍ତି। ସେମାନେ ହେଲେ ସିର୍ଲିଗୁଡା ଗ୍ରାମର ରାକେଶ ପୁଞ୍ଜି (୧୯), ଡମ୍ବରୁଧର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri