ପରିବାର ସଦସ୍ୟଙ୍କୁ ବାନ୍ଧି ପକାଇ ସବୁ ଲୁଟିନେଲେ ଦୁର୍ବୃତ୍ତ
ଭବାନୀପାଟଣା,୨୯ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଜଗନ୍ନାଥ ପଡ଼ାରେ ଡକାୟତି ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ସହରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ସୁବାସ ଅଗ୍ରଓ୍ବାଲ୍ଙ୍କ ଘରେ ରବିବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ ସଶସ୍ତ୍ର ଡକାୟତି ହୋଇଛି। ପରିବାର ଲୋକଙ୍କ କହିବା ଅନୁଯାୟୀ,...
ସାଙ୍ଗମାନଙ୍କ ସହ ଗାଧୋଇବା ବେଳେ ବୁଡ଼ିଗଲେ
କୋକସରା,୨୮।୫(ଡି.ଏନ୍.ଏ.): ରବିବାର ଧର୍ମଗଡ଼ରୁ ୪ଜଣ ସାଙ୍ଗ ବୁଲିବା ପାଇଁ କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଥିବା ପର୍ଯ୍ୟଟନ ସ୍ଥଳୀ ଡୋକରୀଚଞ୍ଚରାକୁ ଯାଇଥିଲେ। ବୁଲାବୁଲି କରିବା ପରେ ଡୋକରୀଦର ଜଳପ୍ରପାତରେ ୪ଜଣ ସାଙ୍ଗ ଗାଧୋଇବା ପାଇଁ ପାଣି ଭିତରକୁ ଯାଇଥିଲେ।...
ପଲିଥିନ ତଳେ କ୍ଷୀର ବେୱାଙ୍କ ଜୀବନ
ବେହେରା,୨୮ା୫(ଡି.ଏନ.ଏ.): ଗରିବ ଅସହାୟମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁପକା ଘର ଯୋଜନା ମାଧ୍ୟମରେ ଘର ଯୋଗାଇ ଦେଉଥିବା ବେଳେ ପ୍ରକୃତ ହିତାଧିକାରୀ ବର୍ଷ ବର୍ଷ ଧରି ଏଥିରୁ ବଞ୍ଚତ୍ତ ହେଉଛନ୍ତି। କଳାହାଣ୍ଡି...
ଭୟରେ ଅଙ୍ଗନଓ୍ବାଡି କେନ୍ଦ୍ର ଯାଉନାହାନ୍ତି ଶିଶୁ, ଗର୍ଭବତୀ
ଲାଞ୍ଜିଗଡ଼,୨୭ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବସନ୍ତପଡା ସ୍ବାସ୍ଥ୍ୟ ଉପକେନ୍ଦ୍ର ଉପରେ ଥିବା ଆଜବେଷ୍ଟ ଛାତ ଗତ ସୋମବାର ଅପରାହ୍ନରେ ପବନରେ ଉଡିଯାଇ ନିକଟରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ଉପରେ ଢାଙ୍କି ହୋଇ ଯାଇଛି। ୪ ଦିନ ବିତିଯାଇଥିଲେ ମଧ୍ୟ...
ଦୟନୀୟ ସ୍ଥିତିରେ ଜିଲା ପର୍ଯ୍ୟଟନ ବିଭାଗ
ଭବାନୀପାଟଣା,୨୬।୫(ସ୍ବ.ପ୍ର): ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ କଳାହାଣ୍ଡି ଜିଲାର ସ୍ଥାନ ସ୍ବତନ୍ତ୍ର ରହିଛି। ବର୍ତ୍ତମାନ ସୁଦ୍ଧା ସରକାରୀ ସ୍ତରରେ ଜିଲାରେ ୧୭ଟି ପର୍ଯ୍ୟଟନସ୍ଥଳୀ ରହିଛି। ତେବେ ଏହାର ତଦାରଖ ଓ ନୂତନତ୍ୱ ସର୍ଭେ କରିବାର ଦାୟିତ୍ୱ ସ୍ଥାନୀୟ ପର୍ଯ୍ୟଟନ ବିଭାଗର ରହିଥିବାବେଳେ...
ସର୍ବ ଭାରତୀୟ ପ୍ରଶାସନିକ ସେବାରେ ଗୌରବ ଆଣିଲେ ସିଦ୍ଧାନ୍ତ ବେଶ୍ରା
କୋକସରା,୨୩।୦୫ (ଡି.ଏନ.ଏ): ଆଜି ସର୍ବ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଫଳ ପ୍ରକାଶ ପାଇଛି। ସିଭିଲ ସର୍ଭିସ ପରୀକ୍ଷାରେ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମର ରାଜେନ୍ଦ୍ର ବେଶ୍ରା ଓ ଅଞ୍ଜନା ନାଗଙ୍କ ପୁଅ ସିଦ୍ଧାନ୍ତ ବେଶ୍ରା ୮୮୭...
ଗରିବ ହିତାଧିକାରୀଙ୍କ ପିଡ଼ିଏସ ଚାଉଳ ବାଟମାରଣା ଅଭିଯୋଗ
କୋକସରା,୨୨/୦୫(ଡି.ଏନ.ଏ): ଗରିବ ସୀମାରେଖା ତଳେ ରହୁଥିବା ହିତାଧିକାରୀଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ପିଡିଏସ ଚାଉଳ ଯୋଗାଣ କରୁଥିବା ବେଳେ ଗରିବଙ୍କ ପେଟକୁ ମାରି ଚାଉଳ ବାଟମାରଣା ହେଉଥିବା ଅଭିଯୋଗ ଆସିଛି । କଳାହାଣ୍ଡି ଜିଲା...
ୟୁପିଏସ୍ସି ପରୀକ୍ଷା ରେ ଉତ୍ତୀର୍ଣ ହୋଇ କଳାହାଣ୍ଡି ପାଇଁ ଗୌରବ ଆଣିଲେ ପ୍ରଥମା ପ୍ରତୀକ୍ଷା ପ୍ରଧାନ
ଭବାନୀପାଟଣା,୨୩।୫(ସ୍ବ.ପ୍ର.): କଥାରେ ଅଛି ଦୃଢ଼ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ସଫଳତାର ଶୀର୍ଷରେ ପହଞ୍ଚାଇଥାଏ। ଠିକ ଏହି ଉକ୍ତିଟି ପରି କଳାହାଣ୍ଡି ଜିଲା ଭଳି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଜଣେ ଝିଅ ମଙ୍ଗଳବାର ସଫଳତାର ଶୀର୍ଷରେ ପହଞ୍ଚିପାରିଛନ୍ତି। ଭାରତୀୟ...
ବସୁଧା ଯୋଜନା କାର୍ଯ୍ୟକାରୀ ହେବାରେ ବିଳମ୍ବ, ପିଇବା ପାଣି ପାଇଁ ଲୋକେ ହଇରାଣ
କର୍ଲାମୁଣ୍ଡା,୨୦ା୫(ଡି.ଏନ୍.ଏ.): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାର ସାଧାରଣ...
ଡୋକରୀଚଞ୍ଚରାର ହେବ ସୌନ୍ଦର୍ଯ୍ୟକରଣ, ପ୍ରତିଶ୍ରୁତି ଦେଲେ ୫-ଟି ସଚିବ
କୋକସରା,୨୦ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗସ୍ତରେ ଆସି ଶନିବାର ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ କୋକସରା ବ୍ଲକ ଆମପାଣି ବୁଢ଼ାରଜା ମନ୍ଦିରରେ ମଧ୍ୟାହ୍ନରେ ପହଞ୍ଚି ପ୍ରଥମେ ଆରାଧ୍ୟ ଦେବ ବୁଢ଼ାରଜାଙ୍କ ଦର୍ଶନ ଲାଭ କରି ମଞ୍ଚକୁ ଯାଇଥିଲେ। ମିଶନ ଶକ୍ତି...
ଶ୍ବଶୁର ଘର ଗାଁରେ ଜ୍ବାଇଁର ମୃତ୍ୟୁ
କେସିଙ୍ଗା,୨୦।୫(ଡିଏନଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମ ପଞ୍ଚାୟତର ପୋଢ଼ଖମ୍ବ ଗ୍ରାମର ପିଡବ୍ଲୁଡି ମୁଖ୍ୟ ରାସ୍ତା ପାଶ୍ୱରେ କୈଳାଶ ମାଝି(୩୫) ନାମକ ଜଣେ ଟ୍ରାକ୍ଟର ଡ୍ରାଇଭର ଗଳାରେ ଲୁଙ୍ଗି ବାନ୍ଧି ପଳାଶ ଗଛରେ ଆତ୍ମହତ୍ୟା କରିଛନ୍ତି। କୈଳାଶ ଜଣେ...
୨ ଦିନିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ
ଭବାନୀପାଟଣା/କେସିଙ୍ଗା/ଏମ୍.ରାମପୁର,୨୦।୫(ସ୍ବ.ପ୍ର./ଡି.ଏନ.ଏ.): ୫-ଟି ସଚିବ ଭି.କେ. ପାଣ୍ଡିୟାନ ଶୁକ୍ରବାର ଦୁଇ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମ ଦିନରେ ସଚିବ ଜିଲାର ଏମ.ରାମପୁର, କେସିଙ୍ଗା, ନର୍ଲା, ଭବାନୀପାଟଣା ଓ ଜୁନାଗଡ ବ୍ଲକର ବିଭିନ୍ନ...
Archives


